Posted inଖେଳ

ଏହି ଭାରତୀୟ କ୍ରିକେଟଙ୍କ ସ୍ତ୍ରୀ କହିଲେ, ତୁମ ବିନା ମୁଁ ଅଧୁରା

ଭାରତୀୟ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଘରକୁ ଖୁବଶୀଘ୍ର ଆସିବ ନୂଆ ଅତିଥି। ଏଥିପାଇଁ ସେ ବେଶ୍‌ ଖୁସି ଅଛନ୍ତି। ନିକଟରେ ହାର୍ଦ୍ଦିକଙ୍କ ପ୍ରେମିକା ନତାଶା ସୋସିଆଲ ମିଡିଆରେ ଏକ ଫଟୋ ଶେୟାର କରିଛନ୍ତି। ଫଟୋରେ ସେମାନେ ଖୁସି ଥିବା ନଜର ଆସୁଛନ୍ତି। ନତାଶା ଫଟୋ କ୍ୟାପଶନ୍‌ରେ ଲେଖିଛନ୍ତି, ତୁମେ ମୋତେ ପୂରଣ କରିଛ। ଏହାର ଜବାବରେ ପାଣ୍ଡ୍ୟା ହାର୍ଟ ଇମୋଜୀ ଦେଇଥିଲେ। ଏହାପୂର୍ବରୁ ହାର୍ଦ୍ଦିକ ନତାଶା ଏବଂ ତାଙ୍କ କୁକୁରଙ୍କ ସହ ଫଟୋ ଶେୟାର କରିଥିଲେ। ସୂଚନାଯୋଗ୍ୟ, ଚଳିତବର୍ଷ ଜାନୁଆରୀରେ ନତାଶାଙ୍କ ସହ ପାଣ୍ଡ୍ୟାଙ୍କ ନିର୍ବନ୍ଧ ସମ୍ପନ୍ନ ହୋଇଥିଲା। ଏହାପରେ ନତାଶା ଗର୍ଭବତୀ ଥିବା ଖବର ସୋସିଆଲ ମିଡିଆରେ ହାର୍ଦ୍ଦିକ ଶେୟାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏହି ବୋଲର୍‌ ପକାଇଥିଲେ ବିଶ୍ୱର ସବୁଠୁ ଦ୍ରୁତତମ ବଲ୍‌

ପାକିସ୍ତାନର ପୂର୍ବତନ ବୋଲର ସୋଏବ ଅଖତର ଆଜି ୪୬ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୯୭ ମସିହା ଅଗଷ୍ଟ ୧୩ରେ ରାଉଲପିଣ୍ଡି ଜନ୍ମଗ୍ରହଣ କରିଥିବା ସୋଏବ କ୍ରିକେଟରେ...

ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ା: ରାଞ୍ଚତ୍ଠାରୁ ହାରିଲା ସମ୍ବଲପୁର

ଭୁବନେଶ୍ୱର, ୨୩।୨ (ସ୍ପୋଟର୍‌ସ ବ୍ୟୁରୋ)- ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟର ଶନିବାର ୨ୟ ଦିବସରେ ବିଭିନ୍ନ ଇଭେଣ୍ଟରେ ଖେଳ ଅନୁଷ୍ଠିତ ହୋଇଯାଇଛି। କିଟ୍‌ କ୍ୟାମ୍ପସ୍‌-୧୩ସ୍ଥିତ ହକି ଷ୍ଟାଡିୟମରେ...

ପିଭି ସିନ୍ଧୁଙ୍କୁ ବିବାହ କରିବାକୁ ଚାହୁଁଥିଲେ ଏହି ୭୦ ବର୍ଷୀୟ ବୃଦ୍ଧ, ଦେଇଥିଲେ ଏଭଳି ଧମକ

ଭାରତୀୟ ବ୍ୟାଡ୍‌ମିଣ୍ଟନ୍‌ ଖେଳାଳି ପିଭି ସିନ୍ଧୁଙ୍କ ଜୁଲାଇ ୫ ଅର୍ଥାତ ଆଜି ଜନ୍ମଦିନ। ସେ ବ୍ୟାଡ୍‌ମିଣ୍ଟନରେ ଓ୍ବାଲ୍ଡ ଚାମ୍ପିୟନଶିପ୍‌ ଜିତିଥିବା ଏକମାତ୍ର ଭାରତୀୟ ଖୋଳାଳି। ସାଇନା...

କୋଭିଡ-୧୯: ଲିଭରପୁଲ ଲିଜେଣ୍ଡ ଡାଲଗ୍ଲିଶ ପଜିଟିଭ୍‌

ଲଣ୍ଡନ,୧୧।୪(ଏଏଫ୍‌ପି)- ସ୍କଟଲାଣ୍ଡ ଷ୍ଟ୍ରାଇକର ତଥା ଲିଭରପୁଲ କିମ୍ବଦନ୍ତୀ ଫୁଟବଲର କେନ୍ନି ଡାଲଗ୍ଲିଶ୍‌ କରୋନ ଭାଇରସ ସଂକ୍ରମଣ କାରଣରୁ ପଜିଟିଭ ବୋଲି ଜଣାପଡିଛି। ତାଙ୍କ ପରିବାର ସୂତ୍ରର...

ଅତୁଟ ରହିବ ସଚିନଙ୍କ ଗୋଟିଏ ରେକର୍ଡ: ସେହ୍ବାଗ

ନୂଆଦିଲ୍ଲୀ- ୨୨।୮- ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକର ତାଙ୍କ ଦୁଇ ଦଶନ୍ଧିରୁ ଊର୍ଦ୍ଧ୍ୱ କ୍ୟାରିୟରରେ ଅନେକ ରେକର୍ଡ ପ୍ରତିଷ୍ଠା କରିଯାଇଛନ୍ତି। ତେବେ ଲିଟିଲ ମାଷ୍ଟରଙ୍କ ଏକ...

ଦୁଇ ଦୁଇ ଥର ବିଶ୍ୱକପ୍‌ ଚାମ୍ପିୟନ ଖେଳାଳିଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ

ଆଣ୍ଟିଗୁଆ,୨୨।୯: ପୂର୍ବତନ ଓ୍ବେଷ୍ଟଇଣ୍ଡିଆନ ଅଲରାଉଣ୍ଡର ମାର୍ଲୋନ ସାମୁଏଲ୍ସ ଟି୧୦ ଲିଗ୍‌ରେ ଖେଳୁଥିବା ବେଳେ ଦୁର୍ନୀତିରେ ଲିପ୍ତ ଥିବା ଅଭିଯୋଗ ହୋଇଛି। ଅଭିଯୋଗର ତଦନ୍ତ ବେଳେ ସେ...

ଦୁଃଖ ବଖାଣି ଭାବବିହ୍ବଳ ହେଲେ ଶ୍ରେୟାସ; ଦିଲ୍ଲୀର ଅଧିନାୟକ ପଦରୁ ହଟାଇବାକୁ ନେଇ କହିଲେ…

ନୂଆଦିଲ୍ଲୀ,୧।୩: ଭାବବିହ୍ବଳ ହେଲେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ ଶ୍ରେୟାସ ଆୟର। ଆଇପିଏଲ୍‌ ୨୦୨୧ରେ ଦିଲ୍ଲୀ କ୍ୟାପିଟାଲ୍ସର ଅଂଶ ଥିବା ଆୟର ଆଗାମୀ ସିଜନରେ କୋଲକାତା ନାଇଟ ରାଇଡର୍ସ(କେକେଆର୍‌)ର...

ଟିମ୍‌ ଇଣ୍ଡିଆକୁ ବ୍ରେକଥ୍ରୁ ଦେଲେ ଶାମି

ସାଉଥାମ୍ପଟନ,୨୨।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲର ୫ମ ଦିନରେ ପ୍ରଥମ ସେସନରେ ଟିମ୍‌ ଇଣ୍ଡିଆକୁ ମହମ୍ମଦ ଶାମି ଆଣି ଦେଇଛନ୍ତି ବଡ଼ ବ୍ରେକଥ୍ରୁ। କ୍ରିଜରେ...

Advertisement
Archives

Model This Week