Posted inଜାତୀୟ

ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଛାଡ଼ିବା ପରେ ସର୍ବିଆରେ ଏପରି କରୁଛନ୍ତି ନତାଶା

ନୂଆଦିଲ୍ଲୀ, ୨୦ା୭: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପୂର୍ବତନ ପତ୍ନୀ ନତାଶା ଷ୍ଟାନ୍‌କୋଭିକ ଏବେ ସର୍ବିଆରେ ରହୁଛନ୍ତି । ପାଣ୍ଡ୍ୟାଙ୍କ ସହ ବିଚ୍ଛେଦ ଘୋଷଣା କରିବାର ଗୋଟିଏ ଦିନ ପୂର୍ବରୁ ସେ ସର୍ବିଆ ଚାଲିଯାଇଥିଲେ । ସେଠାରେ ପହଞ୍ଚି ସେ ବିଚ୍ଛେଦ ନେଇ ଇନ୍‌ଷ୍ଟାଗ୍ରାମରେ ପୋଷ୍ଟ କରିଥିଲେ । ସର୍ବିଆ ଯିବାପରେ ସେ ପ୍ରତ୍ୟେକ ଦିନ କିଛି ନା କିଛି ସୋସିଆଲ ମିଡିଆରେ ପୋଷ୍ଟ କରୁଥିବା ଦେଖାଯାଉଛି । ସେ ଇନ୍‌ଷ୍ଟା ଷ୍ଟୋରୀରେ ଭିଡିଓ ଏବଂ ଫଟୋ ପୋଷ୍ଟ କରିଛନ୍ତି । ସେଥିରେ ସେ ଜିମ୍‌ କରୁଥିବା ବେଳେ ରାସ୍ତାରେ ସାଇକେଲ ମଧ୍ୟ ଟଳାଉଥିବା ଦେଖିବାକୁ ମିଳିଛି ।

ସୂଚନା ଥାଉକି, ଦୁହିଁଙ୍କ ମଧ୍ୟରେ ଛାଡ଼ପତ୍ର ନେଇ ଦୀର୍ଘ ଦିନ ଧରି ଚର୍ଚ୍ଚା ହେବା ପରେ ଗୁରୁବାର ଦୁହେଁ ଏନେଇ ନିଜ ନିଜ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟ ମାଧ୍ୟମରେ ସୂଚନା ଦେଇଥିଲେ । ୪ ବର୍ଷର ସଂପର୍କରେ ପୂର୍ଣ୍ଣଚ୍ଛେଦ ପକାଇଥିଲେ । ଦୁହିଁଙ୍କ ସହମତିରେ ଏହି ଛାଡ଼ପତ୍ର ହୋଇଥିବା ସେମାନେ ପ୍ରକାଶ କରିଥିଲେ । ଏହାରି ମଧ୍ୟରେ ନତାଶା ଟ୍ରୋଲ ହେଉଥିବା ବେଳେ ହାର୍ଦ୍ଦିକଙ୍କ ଏକ ପୁରୁଣା ଭିଡିଓ ଏବେ ଭାଇରାଲ ହୋଇଛି । ଯେଉଁଥିରେ ସେ ଇମୋଶନାଲର ସହ ତାଙ୍କର ହୃଦୟର କଥା ପ୍ରକାଶ କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଥର ପାଇଁ ରାଜ୍ୟପାଳଙ୍କୁ ଭେଟିଲେ ବିଜୟ, ସରକାର ଗଠନ ପାଇଁ ଦାବି,କାଲି ହୋଇପାରେ…

ଚେନ୍ନାଇ,୮ା୫: ତାମିଲାଗା ଭେଟ୍ଟ୍ରି କାଝାଗମ୍‌ (ଟିଭିକେ) ମୁଖ୍ୟ ବିଜୟ ବାମଦଳର ସମର୍ଥନ ହାସଲ କରିବା ପରେ ଶୁକ୍ରବାର ସନ୍ଧ୍ୟାରେ ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକରଙ୍କୁ ଲୋକ ଭବନରେ…

ଦକ୍ଷିଣ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ:ଆଗାମୀ ୪ ଦିନ ବର୍ଷା, ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୮ା୫ (ବନ୍ଦନା ସେଠୀ) – ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ସମୁଦ୍ର ପତନଠାରୁ ଦେଢ କିଲୋମିଟର ଉଚ୍ଚ ଯାଏ ଘୂର୍ଣ୍ଣିବଳୟଟି ବ୍ୟାପିଛି। ଆଗାମୀ…

ଦିଗପହଣ୍ଡି ଓ ପାଟପୁର ଥାନାରେ ଜୁଭେଣ୍ଟିକା ସଚେତନତା

ଦିଗପହଣ୍ଡି,୮|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଓ ପାଟପୁର ଥାନା ପରିସରରେ ଶୁକ୍ରବାର ମହିଳା ଓ ଶିଶୁଙ୍କ ପ୍ରତି ଅପରାଧ ନିରାକରଣ ସମ୍ପର୍କିତ ଜୁଭେଣ୍ଟିକା ସଚେତନତା…

କାର ଦୁର୍ଘଟଣାରେ ଜିଏନଏମ ଛାତ୍ରୀଙ୍କ ମୃତ୍ୟୁ

ଭବାନୀପାଟଣା,୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ବାଦଲି ଛକ ନିକଟରେ ଗୁରୁବାର ରାତିରେ ଏକ କାର ଦୁର୍ଘଟଣାରେ ଜଣେ ଜିଏନଏମ ଛାତ୍ରୀଙ୍କ ମୃତ୍ୟୁ…

ପଶ୍ଚିମବଙ୍ଗର ହେଭିଓ୍ବେଟ୍‌ ନେତା, ହେଲେ ପାଖରେ ୧ ଗ୍ରାମର ସୁନା ନାହିଁ…ଜାଣନ୍ତୁ କେତେ ସମ୍ପତ୍ତିର ମାଲିକ ଶୁଭେନ୍ଦୁ ଅଧିକାରୀ?

କୋଲକାତା,୮।୫: ପଶ୍ଚିମବଙ୍ଗ ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ରାଜ୍ୟରେ ଏବେ ‘ଶୁଭେନ୍ଦୁ ସରକାର’ ଗଠନ ହେବାକୁ ଯାଉଛି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଶୁକ୍ରବାର…

ପୋଲିସ-କିଶୋରୀ ସମ୍ପର୍କର ନୂଆ ଅଧ୍ୟାୟ: ଥୁଆମୂଳ ରାମପୁରରେ ‘ଜୁଭେଣ୍ଟିକା’ ଅଭିଯାନ

ଥୁଆମୂଳ ରାମପୁର, ୮ା୫ (ଦୁର୍ଗା କୀର୍ତ୍ତି) : ଓଡ଼ିଶା ପୋଲିସର ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା ଏବଂ ୟୁନିସେଫ୍‌ର ମିଳିତ ପ୍ରୟାସରେ ଶୁକ୍ରବାର ଥୁଆମୂଳ…

କାଣ୍ଡେଲ ରୋଡ୍‌ ଷ୍ଟେଶନ ସମସ୍ୟା ସମାଧାନ ଦାବି

କେସିଙ୍ଗା, ୮ା୫ (ତୁମେଶ୍ୱର ସାହୁ)- ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କାଣ୍ଡେଲ ରୋଡ୍‌ ଷ୍ଟେଶନରେ ବିଭିନ୍ନ ସମସ୍ୟା ଯୋଗୁ ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…

ଧାନ ବିକ୍ରି ପଞ୍ଜୀକରଣରୁ ବଞ୍ଚତ୍ତ ଚାଷୀଙ୍କ ରଣହୁଙ୍କାର

କୋକସରା,୮ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ବାରମ୍ବାର ଆନ୍ଦୋଳନ ସତ୍ତ୍ୱେ କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ମେଗା ଲିଫ୍ଟ ପ୍ରକଳ୍ପ ଅଞ୍ଚଳର କୋକସରା, ଜୟପାଟଣା ଓ ଧର୍ମଗଡ଼ ବ୍ଲକର ଚାଷୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri