Posted inଜାତୀୟ

ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ମେସେଜ୍‌: ସରକାରଙ୍କ ଲକ୍ଷ୍ୟ ହେଉଛି ପ୍ରତ୍ୟେକ ଯୁବକଙ୍କୁ…

ନୂଆଦିଲ୍ଲୀ,୨୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ଜରିଆରେ ‘ବିକଶିତ ଭାଇବ୍ରାଣ୍ଟ ଭିଲେଜ ପ୍ରୋଗ୍ରାମ ୨୦୨୬’ ଅଧୀନରେ ରବିବାର ଯୁବକମାନଙ୍କ ସହିତ ଆଲୋଚନା କରିଛନ୍ତି। ଆଲୋଚନା ଉପରେ ଗୁରୁତ୍ୱାରୋପ କରି ପିଏମ ମୋଦି ଏହି କଥା ଉପରେ ଜୋର୍‌ ଦେଇଛନ୍ତି ଯେ କେନ୍ଦ୍ର ସରକାରଙ୍କ ଉଦ୍ଦେଶ୍ୟ ହେଲା ପ୍ରତ୍ୟେକ ଯୁବକଙ୍କୁ ଆତ୍ମବିଶ୍ୱାସ ଏବଂ ଆତ୍ମନିର୍ଭରଶୀଳତା ସହିତ ଆଗକୁ ବଢ଼ିବା ପାଇଁ ସଶକ୍ତ କରିବା। ପିଏମ ମୋଦି ଏକାକୀ ଯାତ୍ରା କରିବାର ଗୁରୁତ୍ୱ ଉପରେ ଆଲୋକପାତ କରି କହିଛନ୍ତି ଯେ ଏହାଦ୍ୱାରା ଲୋକଙ୍କୁ ଦେଶ ବୁଲିବା ସହିତ ନିଜକୁ ଜାଣିବାର ମଧ୍ୟ ସୁଯୋଗ ମିଳିଥାଏ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି, ‘ଆଜିର କାର୍ଯ୍ୟକ୍ରମ ପ୍ରକୃତରେ ସ୍ବତନ୍ତ୍ର। ଦେଶବ୍ୟାପୀ ପ୍ରାୟ ୨୫୦ ଜିଲାର ଗ୍ରାମାଞ୍ଚଳର ଯୁବକମାନେ ଏହି କାର୍ଯ୍ୟକ୍ରମରେ ସାମିଲ ହେଉଛନ୍ତି। ମୁଁ ଆପଣ ସମସ୍ତଙ୍କୁ ସ୍ବାଗତ କରୁଛି। କିଛି ବର୍ଷ ପୂର୍ବେ ଆମେ ‘ମେରା ଯୁବା ଭାରତ’ (MY Bharat) ପ୍ଲାଟଫର୍ମ ଆରମ୍ଭ କରିଥିଲୁ। ଆଜି ଦେଶବ୍ୟାପୀ କୋଟି କୋଟି ଯୁବକ ଏହା ସହିତ ଜଡ଼ିତ ଅଛନ୍ତି। ‘ମାଇ ଭାରତ’ର ଭଲଣ୍ଟିୟରମାନେ ସମଗ୍ର ଦେଶରେ ପ୍ରଶଂସନୀୟ କାମ କରୁଛନ୍ତି। ‘ବିକଶିତ ଭାରତ ସଂବାଦ’ ଠାରୁ ଆରମ୍ଭ କରି ‘ଭାଇବ୍ରାଣ୍ଟ ଭିଲେଜ’ କାର୍ଯ୍ୟକ୍ରମ ପର୍ଯ୍ୟନ୍ତ… ଆପଣ ସମସ୍ତେ ଆପଣଙ୍କର ଦକ୍ଷତାକୁ ଚମତ୍କାର ଭାବରେ ପ୍ରଦର୍ଶନ କରିଛନ୍ତି।’

Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ଧକ୍କାଦେଲା ଟ୍ରକ୍‌, ଚାପି ହୋଇଗଲେ ଚାଳକ

ଧାମନଗର,୧୦ା୯(ସନ୍ତୋଷ କୁମାର ମହାପାତ୍ର): ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହେଇଥିବାବେଳେ ଧାମନଗର ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି। ସୂଚନା ମୁତାବକ କେନ୍ଦୁଆ ପଦା-ଗଣ୍ଡଗରା…

ବୈଭବଙ୍କ ପାଖରେ ସୁବର୍ଣ୍ଣ ସୁଯୋଗ: ରାସ୍ତାରେ କଣ୍ଟା ହେବେନି ତ ଶ୍ରେୟସ ଆୟର? ଜାଣନ୍ତୁ ପୂରା ଖବର

ନୂଆଦିଲ୍ଲୀ୧୧।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ହେବାକୁ ଥିବା ଟି-୨୦ ସିରିଜରେ ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀଙ୍କ ପାଖରେ ରହିଛି ବଡ଼ ସୁଯୋଗ। ବୈଭବ ଇତିମଧ୍ୟରେ ଭାରତ…

ICC Player of the Month ପାଇଁ ଏହି ୩ ଖେଳାଳି ମନୋନୀତ: ଜଣେ ଟିମ୍‌ଇଣ୍ଡିଆକୁ କନ୍ଦାଇଥିଲେ…

ନୂଆଦିଲ୍ଲୀ,୧୧।୯: ଅଗଷ୍ଟ ମାସ ପାଇଁ ‘ଆଇସିସି ପ୍ଲେୟାର ଅଫ ଦି ମନ୍ଥ’ (ICC Player of the Month) ପୁରସ୍କାର ନିମନ୍ତେ ତିନିଜଣ ଖେଳାଳିଙ୍କୁ ମନୋନୀତ କରାଯାଇଛି।…

UPI ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର: ଆସିଗଲା UPI ‘Tap and Pay’; ଫୋନ ଛୁଆଁଇଲେ ହିଁ ହୋଇଯିବ ପେମେଣ୍ଟ

ନୂଆଦିଲ୍ଲୀ,୧୧।୯: UPI ମାଧ୍ୟମରେ ପେମେଣ୍ଟ କରିବାର ତରିକା ଏବେ ଆହୁରି ସହଜ ହେବାକୁ ଯାଉଛି। ନ୍ୟାସନାଲ ପେମେଣ୍ଟସ କର୍ପୋରେସନ ଅଫ ଇଣ୍ଡିଆ (NPCI) ସେପ୍ଟେମ୍ୱର ୨୦୨୬ରେ UPIର…

ଗ୍ରାହକ ତଥ୍ୟକୁ ବ୍ୟବସାୟିକ ସମ୍ପତ୍ତି ବିବେଚନା ନ କରିବା ଉଚିତ: ଆରବିଆଇ ଗଭର୍ନର

ମୁମ୍ବାଇ,୧୧ା୯: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଗଭର୍ନର ସଞ୍ଜୟ ମାଲହୋତ୍ରା ଗୁରୁବାର ଫିନ୍‌ଟେକ୍‌ କମ୍ପାନୀଗୁଡିକୁ ଗ୍ରାହକମାନଙ୍କ ଡାଟା ବା ତଥ୍ୟ ଉପଯୋଗକୁ ନେଇ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ କରିଛନ୍ତି। ଫିନ୍‌ଟେକ୍‌…

ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଗ୍ରାହକ ହନ୍ତସନ୍ତ, ବ୍ୟାଙ୍କସେବା ପ୍ରଭାବିତ ହେବା ଆଶଙ୍କାରେ…

ଛତ୍ରପୁର,୧୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ପାଞ୍ଚ ଦିନିଆ କାର୍ଯ୍ୟସପ୍ତାହ ଲାଗୁ କରିବାରେ ବିଳମ୍ବ, ପ୍ରଦର୍ଶନ ଆଧାରିତ ପ୍ରୋତ୍ସାହନ (ପିଏଲଆଇ) ସ୍କିମ୍‌କୁ ନେଇ ମତଭେଦ ସମେତ ବିଭିନ୍ନ ଦାବି ପୂରଣ…

ଘର ତିଆରି କରିବା ପାଇଁ ସରକାର ଦେବେ ଦେଢ ଲକ୍ଷ ଟଙ୍କା, ଜାଣନ୍ତୁ ଏହି ଯୋଜନାରେ କେମିତି ଉଠାଇବେ ଫାଇଦା

ନୂଆଦିଲ୍‌ଲୀ,୧୧।୯: ଯେଉଁମାନେ ସହରରେ ରହୁଛନ୍ତି, ବର୍ଷ ବର୍ଷ ଧରି ଭଡ଼ା ଘରେ ରହି ନିଜର ଏକ ଘର ତିଆରି କରିବାର ସ୍ୱପ୍ନ ଦେଖୁଛନ୍ତି, ସେମାନଙ୍କ ପାଇଁ ଏକ…

ହାତୀପଲ ଖାଇଯାଉଛନ୍ତି ପନିପରିବା, ଧାନଫସଲ ଦଳଚକଟି ନଷ୍ଟ କରିବା ସହ…

ଦିଗପହଣ୍ଡି,୧୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର, ହାତୀଆଡ଼ି, ଦେଓଖାଳି, ବାଗଡ଼ା, ସୁମନ୍ତପୁର, କରପଡ଼ା ସମେତ ଚିକିଟି ବ୍ଲକର କେ.ନୂଆଗାଁ ଆଦି ଗ୍ରାମରେ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri