Posted inଜାତୀୟ

ନାଗାଲାଣ୍ଡ ବିଧାନସଭାରେ ପ୍ରଥମ ଥର ଜାତୀୟ ସଙ୍ଗୀତ ଗାନ

ନୂଆଦିଲ୍ଲୀ, ୨୧।୨: ନାଗାଲାଣ୍ଡ ରାଜ୍ୟ ମାନ୍ୟତା ପାଇବାର ପ୍ରାୟ ୬୦ ବର୍ଷ ପରେ ପ୍ରଥମ ଥର ଲାଗି ଏହାର ବିଧାନସଭାରେ ଜାତୀୟ ସଙ୍ଗୀତ ଗାନ କରାଯାଇଛି। ରାଜ୍ୟ ପାଇଁ ଏହା ଏକ ଐତିହାସିକ ଘଟଣା। ୧୯୬୩ ଡିସେମ୍ବର ୧ରେ ନାଗାଲାଣ୍ଡକୁ ରାଜ୍ୟ ମାନ୍ୟତା ମିଳିଥିଲା ଓ ଏହା ଭାରତର ୧୬ତମ ରାଜ୍ୟ ହୋଇଥିଲା। ଗତ ୧୨ ତାରିଖରୁ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହୋଇଥିବାବେଳେ ପ୍ରଥମ ଦିନରେ ରାଜ୍ୟପାଳ ଆର୍‌.ଏନ୍‌. ରବି ଅଭିଭାଷଣ ରଖିଥିଲେ। ତାଙ୍କ ଅଭିଭାଷଣ ପୂର୍ବରୁ ଓ ପରେ ଜାତୀୟ ସଙ୍ଗୀତ ଗାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ହେବାକୁ ଯାଇଥିଲେ ମହିଳା, ଟାଣିନେଲା କୁମ୍ଭୀର, ନଦୀକୂଳରେ ପଡ଼ିଛି…

କେନ୍ଦ୍ରାପଡ଼ା,୩ା୮: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବ୍ରାହ୍ମଣୀ ନଦୀକୁ ଶୌଚ ହେବାକୁ ଯାଇଥିବାବେଳେ ଜଣେ ମହିଳାଙ୍କୁ କୁମ୍ଭୀର…

ଆଜି ଏହି ୬ ଜିଲାରେ ବିଜୁଳି ଘଡ଼ଘଡ଼ି ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ କହିଲା…

ଭୁବନେଶ୍ୱର,୩ା୮: ରାଜ୍ୟରେ ବନ୍ୟା ସ୍ଥିତି ଜାରି ରହିଥିବାବେଳେ ବିପନ୍ନଙ୍କ ଦୁର୍ଦ୍ଦଶା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷରେ ଦୁଇଦିନ ହେବ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ତେବେ ସୋମବାରଠାରୁ…

ମୋଦି ସରକାରଙ୍କୁ ନେଇ ବଡ଼ କଥା କହିଲେ ତସଲିମା

କୋଲକାତା,୩।୮: ବାଂଲାଦେଶରୁ ବହିଷ୍କୃତ ଏବଂ ବର୍ତ୍ତମାନ ନୂଆଦିଲ୍ଲୀରେ ରହୁଥିବା ଲେଖିକା ତସଲିମା ନାସରିନ ବଙ୍ଗ ସରକାରଙ୍କ ପ୍ରଶଂସା କରିଛନ୍ତି ଏବଂ ତାଙ୍କର କୃତଜ୍ଞତା ପ୍ରକାଶ କରିଛନ୍ତି। ନାସରିନ…

Bankipur Bypoll Result 2026: ବାଙ୍କିପୁର ଉପନିର୍ବାଚନ ପାଇଁ ଭୋଟ ଗଣତି ଆରମ୍ଭ, ଫଳାଫଳ ପୂର୍ବରୁ ‘ଲଡୁ’ ତିଆରି କଲେଣି ଭାଜପା କର୍ମୀ

ପାଟନା,୩।୮: ପାଟନାର ବାଙ୍କିପୁର ବିଧାନସଭା ଆସନ ପାଇଁ ଗୁରୁବାର (୩୦ ଜୁଲାଇ, ୨୦୨୬) ଅନୁଷ୍ଠିତ ଉପନିର୍ବାଚନର ଫଳାଫଳ ଆଜି (ସୋମବାର) ଘୋଷଣା କରାଯିବ। ଏହି ଆସନ ପାଇଁ…

ପଛକୁ ହଟିଲେ ଟ୍ରମ୍ପ: ସାରା ବିଶ୍ୱରେ ଯୋର ଧରିଲାଣି ଚର୍ଚ୍ଚା, ପୁଣି ଇରାନ ସହ ହେବ ଶାନ୍ତି ବାର୍ତ୍ତା

ତେହରାନ/ଓ୍ବାଶିଂଟନ,୩।୮: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧର ସମ୍ଭାବନା ହ୍ରାସ ପାଉଛି। ଉଭୟ ରାଷ୍ଟ୍ର ପୁଣି ଏକ ଚୁକ୍ତିନାମା ଆଡକୁ ଅଗ୍ରସର ହେଉଛନ୍ତି, କିନ୍ତୁ ଏହା ମଧ୍ୟରେ,…

ଆଜି ଆସୁଛନ୍ତି ରାଷ୍ଟ୍ରପତି, ଟ୍ରେନ୍‌ରେ ଯାତ୍ରା କରି…

ଭୁବନେଶ୍ୱର,୩ା୮(ତ୍ରିନାଥ ମହାନ୍ତି): ସୋମବାରଠାରୁ ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଅପରାହ୍ନରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚତ୍ ଲୋକଭବନରେ କିଛି ସମୟ ବିତାଇବେ। ଏହାପରେ…

କେରଳରେ ବନ୍ୟା: ୮ଜଣଙ୍କ ମୃତ୍ୟୁ, ୮ ନିଖୋଜ

କୋଚି,୨।୮: କେରଳରେ ଭୀଷଣ ବର୍ଷା ଫଳରେ ଭୂସ୍ଖଳନ ଓ ବନ୍ୟା ଯୋଗୁ ୮ ଜଣଙ୍କ ପ୍ରାଣହାନି ଘଟିଛି। ଏପରକି ୮ଜଣ ନିଖୋଜ ଥିବା ବେଳେ ୧୩ ଆହତ…

ଗାଧୋଇବାକୁ ଯାଇ ଫେରିଲେନି ଅବସରପ୍ରାପ୍ତ ଗ୍ରାମରକ୍ଷୀ, ଘଟିଲା…

ବରଗଡ଼,୨।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ଭଡିଗାଁର ଅବସରପ୍ରାପ୍ତ ଗ୍ରାମରକ୍ଷୀ ବିରାଟ ବାଗ(୬୫)ଙ୍କ ପୋଖରୀରେ ବୁଡି ମୃତ୍ୟୁ ଘଟିଥିବା ଜଣାପଡିଛି । ମିଳିଥିବା ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri