Posted inଜାତୀୟ

ଜାତୀୟ ସଙ୍ଗୀତ-ଜାତୀୟ ଗୀତ ଏକ ସମାନ, ଉଭୟଙ୍କର ସମ୍ମାନ ଜରୁରୀ…

ନୂଆଦିଲ୍ଲୀ,୫।୧୧ : ଦିଲ୍ଲୀ ହାଇକୋର୍ଟରେ ଜାତୀୟ ସଂଗୀତ ‘ଜନ ଗଣ ମନ’ ଏବଂ ଜାତୀୟ ଗୀତ ‘ବନ୍ଦେ ମାତରମ’ ପାଇଁ ଏକ ନୀତି ଆପଣାଇବା ଆବେଦନ ଉପରେ କେନ୍ଦ୍ର ସରକାର ଶନିବାର ଜବାବ ଦେଇଛନ୍ତି। ସରକାର କହିଛନ୍ତି ଯେ ଜାତୀୟ ସଂଗୀତ ଜାତୀୟ ଗୀତ ଏକ ସମାନ। ସରକାର ଏହା ମଧ୍ୟ କହିଛନ୍ତି ଯେ ନାଗରିକମାନେ ଉଭୟଙ୍କୁ ସମାନ ସମ୍ମାନ ଦେବା ଜରୁରୀ।

ଆଇନଜୀବୀ ଅଶ୍ୱିନୀ କୁମାର ଉପାଧ୍ୟାୟଙ୍କ ଦ୍ୱାରା ଦାଖଲ ହୋଇଥିବା ଏହି ଆବେଦନ ଉପରେ କାର୍ଯ୍ୟକାରୀ ପ୍ରଧାନ ବିଚାରପତି ବିପିନ ସାଙ୍ଗୀ ଏବଂ ଜଷ୍ଟିସ ସଚିନ ଦତ୍ତଙ୍କ ନେତୃତ୍ୱରେ ଗଠିତ ଏକ ବେଞ୍ଚ ନୋଟିସ ଜାରି କରି କେନ୍ଦ୍ର ସରକାରଙ୍କଠାରୁ ଉତ୍ତର ଲୋଡିଥିଲେ।

ନ୍ୟାଶନାଲ କାଉନସିଲ ଅଫ ଏଜୁକେଶନ ରିସର୍ଚ୍ଚ ଆଣ୍ଡ ଟ୍ରେନିଂ (ଏନସିଇଆରଟି) କୁ ମଧ୍ୟ ଖଣ୍ଡପୀଠ ଏନେଇ ଜବାବ ମାଗିଛନ୍ତି। ଏହି ଆବେଦନରେ କେନ୍ଦ୍ର ତଥା ଦିଲ୍ଲୀ ସରକାର ଏକ ନିର୍ଦ୍ଦେଶ ଦେବାକୁ ଦାବି କରାଯାଇଥିଲା। ଯାହା ଅନ୍ତର୍ଗତ ପ୍ରତ୍ୟେକ କାର୍ଯ୍ୟ ଦିବସର ଆରମ୍ଭରେ ସମସ୍ତ ବିଦ୍ୟାଳୟ ଓ ଶିକ୍ଷାନୁଷ୍ଠାନରେ ‘ଜନ ଗଣ ମନ’ ଏବଂ ‘ବନ୍ଦେ ମାତରମ’ ବଜାଯିବ ଏବଂ ଗାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri