Odisha Elections 2024
Posted inଜାତୀୟ

ଅରୁଣାଚଳ ପ୍ରଦେଶରେ ଭୂକମ୍ପ ଝଟକା

ସିକିମ, ୨୮।୭: ଅରୁଣାଚଳ ପ୍ରଦେଶର ପାଙ୍ଗିନ ଉତ୍ତରରେ ଭୂକମ୍ପ ଝଟକା। ଶୁକ୍ରବାର ସକାଳ ପ୍ରାୟ ୮.୫୦ ସମୟରେ ଏହି ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୦ରେ ମାପ କରାଯାଇଛି। ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି ଦ୍ୱାରା ଏହି ସୂଚନା ଦିଆଯାଇଛି। ତେବେ ଏପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତିର ସୂଚନା ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

New Rule From June 1: ଆଜିଠାରୁ ବଦଳିଯାଇଛି ଏସବୁ ଗୁରତ୍ୱପୂର୍ଣ୍ଣ ନିୟମ; ଜାଣି ନିଅନ୍ତୁ ନଚେତ ହଇରାଣରେ ପଡ଼ିବେ

ନୂଆଦିଲ୍ଲୀ,୧।୬: ଜୁନ ପହିଲା ଅର୍ଥାତ ଆଜିଠାରୁ ଲାଗୁ ହୋଇଛି କିଛି ନୂଆ ନିୟମ। ଘରୋଇ ଗ୍ୟାସ ସିଲିଣ୍ଡରର ଦାମ୍‌ କମ୍‌ ହୋଇଥିବା ବେଳେ ଗାଡ଼ି ଚଳାଇବା...

କ୍ଷମତା ସଂଗ୍ରାମର ଶେଷ ପର୍ଯ୍ୟାୟରେ ଅନେକ ଆସନରେ କଡା ଟକ୍କର, ହେଲେ ସମସ୍ତଙ୍କ ନଜର ବାରାଣସୀ ଉପରେ

ଲକ୍ଷ୍ନୌ,୧।୬: ଚକ୍ରବ୍ୟୁହର ସପ୍ତମ ଦ୍ୱାରରେ ଆଜି ଏକ ଭୟଙ୍କର ଯୁଦ୍ଧ ହେଉଛି। ଶନିବାର ଅନ୍ତିମ ପର୍ଯ୍ୟାୟରେ ୧୩ଟି ଆସନରେ ମତଦାନ ଅନୁଷ୍ଠିତ ହେବ। ଶନିବାର ଦିନ...

ସପ୍ତମ ପର୍ଯ୍ୟାୟ ଭୋଟ ଗ୍ରହଣ ବେଳେ ପଶ୍ଚିମବଙ୍ଗରେ ହିଂସା

କୋଲକାତା,୧।୬: ପଶ୍ଚିମବଙ୍ଗରେ ସପ୍ତମ ପର୍ଯ୍ୟାୟ ମତଦାନ ପୂର୍ବରୁ ଶୁକ୍ରବାର (୩୧ ମେ’ ୨୦୨୪)ରେ ଏକ ପ୍ରମୁଖ ଘଟଣା ସାମ୍ନାକୁ ଆସିଛି। ଦକ୍ଷିଣ ଚବିଶ ପ୍ରଗଣାର ଭଙ୍ଗର...

କମିଲା ଗ୍ୟାସ ଦାମ୍‌

ନୂଆଦିଲ୍ଲୀ,୧।୬: ଲୋକ ସଭା ନିର୍ବାଚନର ଶେଷ ପର୍ଯ୍ୟାୟ ପୂର୍ବରୁ ଏଲପିଜି ଗ୍ରାହକଙ୍କୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ସରକାରୀ ତୈଳ ଏବଂ ଗ୍ୟାସ ମାର୍କେଟିଂ କମ୍ପାନୀଗୁଡିକ...

ହିଟ୍‌ଓ୍ବେଭକୁ ଜାତୀୟ ଦୁର୍ବିପାକ ଘୋଷଣାକର

ନୂଆଦିଲ୍ଲୀ, ୧।୬: ଦେଶର ଅଧିକାଂଶ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହଜନିତ ହିଟ୍‌ଓ୍ବେଭ ସ୍ଥିତି ଜାରିରହିଛି। ଏହାଫଳରେ ଅଧିକାଂଶ ସହରରେ ତାପମାତ୍ରା ୪୫ ଡିଗ୍ରୀ ପାରକରୁଛି। ଏପରି ସ୍ଥିତିରେ...

୮ ରାଜ୍ୟର ୫୭ ଆସନ ପାଇଁ ଭୋଟ ଗ୍ରହଣ ଆରମ୍ଭ, ୯୦୪ ଜଣ ପ୍ରାର୍ଥିଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୧।୬: ଲୋକ ସଭା ନିର୍ବାଚନ ୨୦୨୪ର ଛଅଟି ପର୍ଯ୍ୟାୟ ଭୋଟିଂ ଶେଷ ହୋଇଛି । ସପ୍ତମ ପର୍ଯ୍ୟାୟ ପାଇଁ ଆଠଟି ରାଜ୍ୟର ୫୭ଟି ଆସନରେ ଭୋଟରମାନେ...

୧୫୦ ଜଳଭଣ୍ଡାରରେ ମାତ୍ର ୨୩% ଜଳ

ନୂଆଦିଲ୍ଲୀ,୧ା୬(ପି.ଟି.): ବର୍ତ୍ତମାନ ଭାରତର ପ୍ରମୁଖ ୧୫୦ଟି ଜଳଭଣ୍ଡାରର ଜଳ ମୋଟ ଧାରଣ କ୍ଷମତାର ୨୩%କୁ ଖସିଆସିଛି। ଅର୍ଥାତ୍‌ ଗତବର୍ଷ ଗ୍ରୀଷ୍ମଋତୁରେ ଏହି ଜଳଭଣ୍ଡାରଗୁଡ଼ିକରେ ଜଳସ୍ତର ଯେତିକି...

ମାର୍ଚ୍ଚ ତ୍ରୈମାସିକରେ ଦେଶର ଜିଡିପିରେ ୭.୮% ଅଭିବୃଦ୍ଧି, ଦ୍ରୁତ ଗତିରେ ବଢ଼ୁଛି ଅର୍ଥନୀତି

ନୂଆଦିଲ୍ଲୀ,୩୧।୫: ନିର୍ବାଚନ ଫଳାଫଳ ପୂର୍ବରୁ ସରକାରଙ୍କୁ ବଡ଼ ଖୁସି ଖବର ମିଳିଛି। ପରିସଂଖ୍ୟାନ ଏବଂ କାର୍ଯ୍ୟକ୍ରମ କାର୍ଯ୍ୟକାରୀ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ୨୦୨୩-୨୪...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri