Categories: ଜାତୀୟ

ଅରୁଣାଚଳ ପ୍ରଦେଶରେ ଭୂକମ୍ପ ଝଟକା

ସିକିମ, ୨୮।୭: ଅରୁଣାଚଳ ପ୍ରଦେଶର ପାଙ୍ଗିନ ଉତ୍ତରରେ ଭୂକମ୍ପ ଝଟକା। ଶୁକ୍ରବାର ସକାଳ ପ୍ରାୟ ୮.୫୦ ସମୟରେ ଏହି ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୦ରେ ମାପ କରାଯାଇଛି। ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି ଦ୍ୱାରା ଏହି ସୂଚନା ଦିଆଯାଇଛି। ତେବେ ଏପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତିର ସୂଚନା ନାହିଁ।

Share