ଭୋଟିଂ ଜିଦ୍‌ରେ ଅଟଳ ବିରୋଧୀ: ଉତ୍ତେଜନା ପରେ ସଂସଦ ମୁଲତବୀ

ଇସ୍‌ଲାମାବାଦ,୯।୪: ଶନିବାର ପାକିସ୍ତାନ ରାଜନୀତି ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଦିନ। କାରଣ ନ୍ୟାସନାଲ ଆସେମ୍ଲିରେ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ବିରୋଧରେ ଶନିବାର ଅନାସ୍ଥା ଉପରେ ଭୋଟିଂ କରାଯିବ। ଗୃହରେ ଇମ୍ରାନ ଖାନ ପହଞ୍ଚି ନ ଥିବା ବେଳେ ବିରୋଧୀ ଦଳ ଭୋଟିଂ ପାଇଁ ଜିଦ୍‌ ଧରି ବସିଛନ୍ତି। ଅନ୍ୟପକ୍ଷେ ବିରୋଧୀ ଗୃହରେ ଭୋଟିଂ ପ୍ରକ୍ରିୟା ଆରମ୍ଭ କରିବାକୁ ନେଇ ହଟ୍ଟଗୋଳ ହୋଇଥିଲା। ଏହାକୁ ଦୃଷ୍ଟିରେ ରଖି ସ୍ଥାନୀୟ ସମୟ ଅନୁସାରେ ବାଚସ୍ପତି ୧ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ରଖିଛନ୍ତି। ସୂଚନାଯୋଗ୍ୟ, ପାକିସ୍ତାନ ସଂସଦରେ ମୋଟ ଏମ୍‌ପିଙ୍କ ସଂଖ୍ୟା ୩୪୨। ଫ୍ଲୋର ଟେଷ୍ଟ ପୂର୍ବରୁ ଇମ୍ରାନଙ୍କ ସପକ୍ଷରେ ୧୭୨ ଭୋଟ ଆବଶ୍ୟକ। କିନ୍ତୁ ଇମ୍ରାନ ସରକାରଙ୍କ ନିକଟରେ ବର୍ତ୍ତମାନ ୧୪୨ ଏମ୍‌ପିଙ୍କ ସମର୍ଥନ ରହିଛି। ଅନ୍ୟପଟେ ବିରୋଧୀଙ୍କ ନିକଟରେ ୧୯୯ ଏମ୍‌ପି ରହିଛନ୍ତି ବୋଲି ଦାବି କରୁଥିବା ବେଳେ ପିଟିଆଇର ୨୨ଜଣ ନେତା ଶନିବାର ସେମାନଙ୍କୁ ସମର୍ଥନ ଜଣାଇଛନ୍ତି ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାବାଡ଼ ହେବେ ଅମାନିଆ: ଗାଜଲବାଡ଼ି ଘାଟିରେ ଲାଗିବ ଓଭରହେଡ୍‌ ବ୍ୟାରିଅର, ଭାରୀଯାନ ଚଳାଚଳ କଲେ…

ଦାରିଙ୍ଗବାଡ଼ି,୨୮ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାର କନ୍ଧମାଳ ଜିଲା ସୀମାନ୍ତ ବାଇମାଲା ଏବଂ ଗଞ୍ଜାମ ଜିଲା ସୋରଡ଼ା ବ୍ଲକ…

ଏଇ ଭାରତରେ

ଝାଡ଼ଖଣ୍ଡର ଚିତ୍ରଶିଳ୍ପୀ ପ୍ରକାଶ ଶାହ ମେଟାଲ, ପ୍ଲାଷ୍ଟିକ ଏବଂ ଶିଳ୍ପଜାତ ବର୍ଜ୍ୟକୁ ଆକର୍ଷଣୀୟ ପବ୍ଲିକ ଆର୍ଟରେ ପରିଣତ କରୁଛନ୍ତି। ସେ ସାହିବଗଞ୍ଜରେ ଓ୍ବେଷ୍ଟ ଟୁ ଓ୍ବଣ୍ଡର ପାର୍କ…

ରକ୍ତତୀର୍ଥ ଇରମ

ସାରା ଦେଶରେ ସ୍ବାଧୀନତା ପାଇଁ ଯେଉଁ ଆନ୍ଦୋଳନ ଆରମ୍ଭ ହେଲା ସେଥିରେ ଅନେକ ହଜାର କ୍ରାନ୍ତିକାରୀ ଯୋଗଦେଇ କାରାବରଣ କରିଥିଲେ। ଓଡ଼ିଶାରେ ଏହି ଆନ୍ଦୋଳନର ନେତୃତ୍ୱ ନେଇଥିଲେ…

ରାଷ୍ଟ୍ର ନିର୍ମାଣ ପ୍ରତି ସମର୍ପିତ ଜଣେ ମହାପୁରୁଷ

ଖୁବ୍‌ ସୁନ୍ଦର ଉକ୍ତିଟିଏ ଅଛି, ”ବୃକ୍ଷ କବହୁଁ ନହିଁ ଫଲ ଭଖୈ, ନଦୀ ନ ସଂଚୈ ନୀର୍‌। ପରମାରଥ କେ କାରନେ, ସାଧୁନ ଧରା ଶରୀର।“ ଏହାର…

ସୁନାମୀ କ’ଣ? ଏହା ଆସିବା ପୂର୍ବରୁ କ’ଣ ମିଳିବ ସଙ୍କେତ, କେମିତି ପାଇବେ ରକ୍ଷା ଜାଣନ୍ତୁ…

ମହାକାଳପଡ଼ା, ୨୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବିଭିନ୍ନ ସମୟରେ ସୁନାମୀ, ସାମୁଦ୍ରିକ ଝଡ଼ ଓ ବଜ୍ରପାତ ଆଦି ଦେଖାଯାଇଥାଏ॥ ଏହି ଅବସରରେ…

ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟଣା: ୨ ଭାଇଙ୍କୁ କୋର୍ଟ ଚାଲାଣ

ଦେବଗଡ଼,୨୮ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳ ୧୦ ନମ୍ବର ଓ୍ବାର୍ଡ ରଜାମୁଣ୍ଡା ସାହିର ହାଡୁ ନାୟକ (୪୨)ଙ୍କ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସମୀର ମୁଖି…

୮% ମହଙ୍ଗା ହେବ ଗୃହୋପକରଣ, ଇଲେକ୍‌ଟ୍ରୋନିକ୍ସ ସାମଗ୍ରୀ

ନୂଆଦିଲ୍ଲୀ,୨୮ା୯: ସାଧାରଣତଃ ପାର୍ବଣ ସମୟରେ ଭାରତୀୟ ବଜାରରେ ଅଧିକ କାରବାର ହୋଇଥାଏ। କାରଣ ଦଶହରା ଏବଂ ଦୀପାବଳିରେ ଲୋକମାନେ ଅନେକ କିସମର ଗୃହ ଉପକରଣ ଏବଂ ଇଲେକଟ୍ରୋନିକ୍ସ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବନ୍ୟା ପ୍ରପୀଡ଼ିତଙ୍କୁ ମାଗଣା ରାଶନ ସହ ମିଳିବ…

କୋରାପୁଟ/କୋଟପାଡ଼,୨୮ା୯ (ଅମିତାଭ ବେହେରା/ କେ.ରାଜଶେଖର ରାଓ): ବନ୍ୟା ପ୍ରପୀଡ଼ିତଙ୍କ ସହ ରାଜ୍ୟ ସରକାର ସବୁବେଳେ ଅଛନ୍ତି। ସରକାରଙ୍କ ପକ୍ଷରୁ ପ୍ରପୀଡ଼ିତଙ୍କୁ ରିଲିଫ କୋଡ୍‌ ଅନୁଯାୟୀ ସବୁ ପ୍ରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?