Posted inଖେଳ

ଜାତୀୟ ଦୃଷ୍ଟିହୀନ କ୍ରିକେଟ: ଓଡ଼ିଶା ରନର୍ସ ଅପ୍‌

ଭୁବନେଶ୍ବର, ୧୭।୨(କ୍ରୀଡ଼ା ପ୍ରତିନିଧି)- ବେଙ୍ଗାଲୁରୁରେ ଆୟୋଜିତ ନାଗେଶ ଟ୍ରଫି ଜାତୀୟ ଦୃଷ୍ଟିହୀନ କ୍ରିକେଟ ଟୁର୍ନାମେଣ୍ଟରେ ଓଡ଼ିଶା ରନର୍ସ ଅପ୍‌ ହୋଇଛି। ମଙ୍ଗଳବାର ଅନୁଷ୍ଠିତ ଫାଇନାଲ ମ୍ୟାଚରେ ଓଡ଼ିଶା ୮୦ ରନରେ ଆନ୍ଧ୍ର ପ୍ରଦେଶଠାରୁ ହାରି ଯାଇଛି। ପ୍ରଥମେ ବ୍ୟାଟିଂ କରିଥିବା ଆନ୍ଧ୍ର ପ୍ରଦେଶ ୨୦ ଓଭରରେ ୩ ଉଇକେଟ ହରାଇ ୨୪୬ ରନ କରିଥିଲା। ଦଳ ପକ୍ଷରୁ ଡି. ଭେଙ୍କଟେଶ୍ୱର ରାଓ ସର୍ବାଧିକ ୧୩୨ ରନ କରିଥିଲେ। ୨୪୭ ରନ ବିଜୟ ଲକ୍ଷ୍ୟର ପିଛା କରି ଓଡ଼ିଶା ୫ ଉଇକେଟ ହରାଇ ୧୬୬ ରନ କରିବାକୁ ସକ୍ଷମ ହୋଇଥିଲା। ଦଳ ପକ୍ଷରୁ ସୁଖରାମ ମାଝି ସର୍ବାଧିକ ୫୨*, ନକୁଳ ବଡ଼ନାୟକ ୪୦ ଓ ପଙ୍କଜ ଭୁଏ ୩୫ ରନ କରିଥିଲେ। ଭେଙ୍କଟେଶ୍ୱର ମ୍ୟାନ ଅଫ୍‌ ଦି ମ୍ୟାଚ ପୁରସ୍କାର ପାଇଥିଲେ। କର୍ନାଟକ କ୍ରୀଡ଼ା ମନ୍ତ୍ରୀ ସି. ନାରାୟଣ ଗୌଡ଼ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପୁରସ୍କାର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସାଉଥ ଅଷ୍ଟ୍ରେଲିଆରେ ଲକ୍‌ଡାଉନ୍‌ : ଆଡିଲେଡ୍‌ରେ ପ୍ରଥମ ଟେଷ୍ଟ ସମ୍ଭାବନା ବୃଦ୍ଧି

ଆଡିଲେଡ୍‌, ୨୧ା୧୨ (ପି.ଟି.)-କୋଭିଡ୍‌ ସଂକ୍ରମଣକୁ ନିୟନ୍ତ୍ରଣରେ ରଖିବା ଲାଗି ୬ ଦିନିଆ ଲକ୍‌ଡାଉନ୍‌ ଲାଗୁ କରାଯାଇଛି। ଫଳରେ ଡିସେମ୍ବର ୧୭ରୁ ଆଡିଲେଡ୍‌ରେ ଭାରତ ଓ ଅଷ୍ଟ୍ରେଲିଆ...

ଦୁଇ ବର୍ଷ ପୂର୍ବରୁ ଜୋତା କିଣିବାକୁ ପାଖରେ ଟଙ୍କା ନ ଥିଲା, ଏବେ ଭାରତ ପାଇଁ ରଚିଲେ ଇତିହାସ

ଭାରତୀୟ ବକ୍ସର ଅମିତ ପଂଘାଲ ଯଦିଓ ବିଶ୍ୱ ବକ୍ସିଂ ଚାମ୍ପିଅନ୍‌ସିପ୍‌ର ଫାଇନାଲରେ ପରାସ୍ତ ହୋଇଛନ୍ତି। କିନ୍ତୁ ରୌପ୍ୟ ପଦକ ଜିତି ସେ ଇତିହାସ ରଚିଛନ୍ତି। ୧୯୭୪ରୁ...

ଅନୁପମାଙ୍କ ପାଇଁ ଏସିଆନ ଗେମ୍ସ ସମ୍ଭାବନା; ଓଡ଼ିଶା ଜୁଜୁଟ୍‌ସୁ ସଂଘ ପକ୍ଷରୁ ସମ୍ବର୍ଦ୍ଧନା

ଭୁବନେଶ୍ୱର, ୫।୯(କ୍ରୀଡ଼ା ପ୍ରତିନିଧି)- ଦକ୍ଷିଣ କୋରିଆର ଚୁଙ୍ଗ୍‌ ଜୁଠାରେ ଅନୁଷ୍ଠିତ ବିଶ୍ୱ ମାର୍ଶାଲ ଆର୍ଟର ଅଲିମ୍ପିକ୍‌ ଭାବେ ବିବେଚିତ ହେଉଥିବା ମାଷ୍ଟରଶିପ୍‌ ପ୍ରତିଯୋଗିତାର ଜୁଜୁଟ୍‌ସୁ ଫାଇଟିଂ(କଣ୍ଟାକ୍ଟ...

ଚେନ୍ନାଇର ହ୍ୟାଟ୍ରିକ ପରାଜୟ

ଦୁବାଇ, ୩।୧୦-ଏକାଧିକ କ୍ୟାଚ ଡ୍ରପ୍‌ ଏବଂ ଟପ୍‌ ଅର୍ଡର ବ୍ୟାଟ୍ସମ୍ୟାନଙ୍କ ବିଫଳତା ଚେନ୍ନାଇ ସୁପରକିଙ୍ଗ୍ସ ପାଇଁ ମହଙ୍ଗା ପଡ଼ିଛି। ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ଦଳ ସନ୍‌ରାଇଜର୍ସ...

ଖେଳରେ ପରାଜୟ ପରେ ଫାଶୀ ଦେଇ ଆତ୍ମହତ୍ୟା କଲେ ରିତିକା

ନୂଆଦିଲ୍ଲୀ,୧୮।୩: ଭାରତର ଷ୍ଟାର ମହିଳା କୁସ୍ତି ଯୋଦ୍ଧା ବବିତା ଫୋଗାଟ ଏବଂ ଗୀତା ଫୋଗାଟଙ୍କର ଭଉଣୀ ରତିକା ଫୋଗାଟ ଖେଳରେ ପରାଜୟ ପରେ ଫାଶୀ ଲଗାଇ...

ସ୍କୁଲ ଛାତ୍ରୀଛାତ୍ରଙ୍କ ସହ ଖେଳିଲେ କୋହଲି

ସାଉଥାମ୍ପଟନ,୨୧।୬- ସ୍ଥାନୀୟ ସ୍ପ୍ରିଙ୍ଗହିଲ ସ୍କୁଲର ୩୦ ଛାତ୍ରୀଛାତ୍ରଙ୍କ ଲାଗି ଗୁରୁବାର ଥିଲା ସ୍ବତନ୍ତ୍ର ଦିନ। କାରଣ ଭାରତୀୟ କ୍ରିକେଟ ଦଳର ଅଧିନାୟକ ତଥା ନଂ ୧...

ପ୍ରଦର୍ଶନୀ ମ୍ୟାଚ୍‌ରେ ଖେଳିବେ ଫେଡରର-ଡେଲ ପାଟ୍ରୋ

ପ୍ୟାରିସ୍‌,୧୮।୯(ଏଏଫ୍‌ପି): ଆର୍ଜେଣ୍ଟିନା ରାଜଧାନୀ ବୁଏନ୍ସ ଏରିଜ୍‌ଠାରେ ନଭେମ୍ବର ୨୦ ତାରିଖରେ ହେବାକୁ ଥିବା ଏକ ପ୍ରଦର୍ଶନୀ ମ୍ୟାଚ୍‌ରେ ରୋଜର ଫେଡରର ଓ ଜୁଆନ ମାର୍ଟିନ ଡେଲ...

ଆଜି ଚେନ୍ନାଇ-ଦିଲ୍ଲୀ ମୁକାବିଲା: ଜାଣନ୍ତୁ କେବେ, କେଉଁଠି ଆଉ କେତେବେଳେ ଦେଖିପାରିବେ ଏହି ମ୍ୟାଚ୍‌

ନୂଆଦିଲ୍ଲୀ,୧୦।୪: ଆରମ୍ଭ ହୋଇଛି ଇଣ୍ଡିଆନ ପ୍ରିିମିୟମ ଲିଗ୍‌(ଆଇପିଏଲ୍‌)-୨୦୨୧। ଶନିବାର ଏହାର ଦ୍ୱିତୀୟ ମୁକାବିଲା ଚେନ୍ନାଇ ସୁପରକିଙ୍ଗ୍ସ(ସିଏସ୍‌କେ) ଏବଂ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ମଧ୍ୟରେ ଖେଳାଯିବ। ତେବେ ଆସନ୍ତୁ...

Advertisement

BGU

Archives

Model This Week

Why Dharitri