Posted inଫୁରସତ

ଗାନ୍ଧିଜୀଙ୍କ ସ୍ବପ୍ନକୁ ସାକାର କରିଛନ୍ତି ଏହି ଗ୍ରାମର ଲୋକେ, ରୋଜଗାର ପାଇଛନ୍ତି ଶହ ଶହ ଯୁବକ

ସାବରମତୀର ସନ୍ଥ ତଥା ଜାତିରପିତା ମହାତ୍ମା ଗାନ୍ଧୀ ସମଗ୍ର ଦେଶକୁ ଚରଖାରୁ ଆତ୍ମନିର୍ଭରଶୀଳତାର ରାସ୍ତା ଦେଖାଇଥିଲେ। ସେହିଭଳି ଚରଖା ଦ୍ୱାରା ଆଚାର୍ଯ୍ୟ ବିଦ୍ୟାସାଗର ମହାରାଜ ଦେଶର ଯୁବକମାନଙ୍କୁ ଆତ୍ମନିଯୁକ୍ତି, ଆତ୍ମ ସମ୍ମାନ ଏବଂ ସ୍ବଦେଶୀ ସ୍ବପ୍ନ ଦେଖାଇଥିଲେ। ପାଞ୍ଚ ବର୍ଷ ପୂର୍ବେ ସେ ମଧ୍ୟପ୍ରଦେଶର ସାଗର ଜିଲାର ବାର୍‌ହା ଗ୍ରାମରେ ଏକ ଚରଖା ଏବଂ ହସ୍ତତନ୍ତ କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ ଏବଂ ଏଥିରୁ ଉତ୍ପାଦିତ କପଡ଼ାକୁ ‘ଶ୍ରମଦାନ’ ନାମରେ ନାମିତ କରିଥିଲେ। ବର୍ତ୍ତମାନ ଏହି ଚରଖା ଏବଂ ହସ୍ତତନ୍ତ ଦେଶର ୧୭ ଟି ଗାଁରେ ଶହ ଶହ ଯୁବକଙ୍କ ପାଇଁ ରୋଜଗାରର ଉତ୍ସ ପାଲଟିଛି। ଚରଖା ସହିତ ପ୍ରସ୍ତୁତ ଖଦି ସ୍ବଦେଶୀ ହେବାର ଗର୍ବ ଜାଗ୍ରତ କରୁଛି। ବେକାରୀ ସହ ସଂଘର୍ଷ କରୁଥିବା ଯୁବକମାନଙ୍କୁ ଆତ୍ମନିର୍ଭରଶୀଳ କରୁଛି । ଜାନୁଆରୀ ୩୦ ଅର୍ଥାତ୍‌ ଆଜି ହେଉଛି ମହାତ୍ମା ଗାନ୍ଧୀଙ୍କ ତିରୋଧାନ ଦିବସ। ଏହି ଅବସରରେ ଜାଣନ୍ତୁ କିଛି କଥା…

ଆଚାର୍ଯ୍ୟ ବିଦ୍ୟାସାଗର ୨୦୧୫ରେ ଜୈନ ତୀର୍ଥକ୍ଷେତ୍ର ବାର୍‌ହାରେ ଗାନ୍ଧୀଙ୍କ ଖଦୀରୁ ଆତ୍ମନିଯୁକ୍ତିର ମନ୍ତ୍ର ଅନୁଭବ କରିଥିଲେ। ମହାକବି ପଣ୍ଡିତ ଭୁରାମାଲ ସାମାଜିକ ସମବାୟ ସମିତି ନାମରେ ଏକ ହ୍ୟାଣ୍ଡଲୁମ କେନ୍ଦ୍ର ଆରମ୍ଭ କରିଥିଲେ। ଏହା ପ୍ରଥମେ ୧୦ ହ୍ୟାଣ୍ଡଲୁମ ଏବଂ ୨୦ ଚରଖା ସହିତ ଆରମ୍ଭ ହୋଇଥିଲା। ଗାଁର ଯୁବକମାନଙ୍କୁ ତାଲିମ ଦିଆଯାଇଥିଲା ଏବଂ ବର୍ତ୍ତମାନ ଏହି କେନ୍ଦ୍ରରେ ୧୨୦ ହ୍ୟାଣ୍ଡଲୁମ ଚାଲିଛି। ଏହି କାର୍ଯ୍ୟ କରୁଥିବା ପ୍ରତ୍ୟେକ ବ୍ୟକ୍ତି ପ୍ରତିଦିନ ୩୦୦ରୁ ୭୦୦ ଟଙ୍କା ରୋଜଗାର କରୁଛନ୍ତି। ଗାଁର ମୁଖ୍ୟ ବୃତ୍ତି ହେଉଛି ଚାଷ, କିନ୍ତୁ ଅନେକ ବେକାର ଯୁବକ ଏହି ହସ୍ତତନ୍ତ କେନ୍ଦ୍ର ସହିତ ସଂଯୁକ୍ତ। ଏହା ସେମାନଙ୍କର ରୋଜଗାର ବଢ଼ାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନୀ ରାଲିରେ ଟ୍ରମ୍ପ୍‌ଙ୍କ ବଡ଼ ଦାବି, ଭାରତ-ପାକିସ୍ତାନ ଯୁଦ୍ଧକୁ ନେଇ…

ଓ୍ବାଶିଂଟନ,୨୪ା୧୦: ଆମେରିକାରେ ମଧ୍ୟବର୍ତ୍ତିକାଳୀ ନିର୍ବାଚନ ପାଇଁ ପ୍ରଚାର ଜୋର୍‌ ଧରିଥିବା ବେଳେ ସେଥିରେ ଅପରେଶନ ସିନ୍ଦୂର ସ୍ଥାନ ପାଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଉଚ୍ଚ ଟାରିଫ୍‌ ଧମକ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ତିଲକ ବର୍ମା, ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ବନିଲେ ନମ୍ବର ୧…

ନୂଆଦିଲ୍ଲୀ, ୨୪।୧୦: ଭାରତୀୟ ଯୁବ କ୍ରିକେଟର୍ ତିଲକ ବର୍ମା ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଏକ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ଶନିବାର ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ…

ଭୁବନେଶ୍ୱର କୁମାରଙ୍କ ଜର୍ସି ନମ୍ବର ‘୮୭’ର ରହସ୍ୟ, କ୍ରିକେଟର୍‌ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ, ୨୪।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦ୍ରୁତ ବୋଲର ଭୁବନେଶ୍ୱର କୁମାରଙ୍କ ଯାଦୁ ଦେଖିବାକୁ ମିଳିନାହିଁ। ଦୀର୍ଘ ଦିନ ପରେ ଅନ୍ତର୍ଜାତୀୟ କ୍ରିକେଟ୍‌କୁ…

ବୋମା ଖାଇ ୨ ଗୋରୁ ଗୁରୁତର, ତଦନ୍ତ ନିର୍ଦ୍ଦେଶ

ଖମାର,୨୪।୧୦(ରଜନୀକାନ୍ତ ମହାରଣା): ଅନୁଗୋଳ ଜିଲା ଖମାର ଥାନା ଅନ୍ତର୍ଗତ ରଜଡ଼ଙ୍ଗ ଗାଁ ଜଙ୍ଗଲରେ ବନ୍ୟଜନ୍ତୁ ଶିକାର ପାଇଁ ଜଙ୍ଗଲରେ ବିଛାଯାଇଥିବା ବୋମା ଖାଇ ୨ଟି ଗୋରୁ ଶୁକ୍ରବାର…

ବରଗଡ଼ ମୁଖ୍ୟ କେନାଲରେ ୨ମାସ ଆସିବନି ପାଣି: ଏହି ଦିନଠାରୁ ଯୋଗାଣ ବନ୍ଦ, ଚିନ୍ତାରେ ଚାଷୀ

ବରଗଡ଼, ୨୪।୧୦ (ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲରେ ଆସନ୍ତା ନଭେମ୍ବର ମାସ ୧ ତାରିଖରୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବନ୍ଦ କରାଯିବ। ଦୀର୍ଘ ୨ ମାସ…

ନଦୀରେ ଭାସୁଥିଲା ଅଖା, ଭିତରୁ ଯାହା ମିଳିଲା…

କାଲିମେଳା, ୨୪।୧୦ (ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅଧୀନ ଏମଭି-୬୪/୧୦ ଗ୍ରାମ ନିକଟସ୍ଥ ପଟେରୁ ନଦୀରୁ ଏକ ଗଳିତ ମୃତଦେହ ଶନିବାର ମିଳିଛି।…

ରାଜ୍ୟ ସ୍ତରୀୟ ସୁଟିଙ୍ଗ ପ୍ରତିଯୋଗିତା: କଳାହାଣ୍ଡିକୁ ମିଳିଲା ୯ ପଦକ

ଲାଞ୍ଜିଗଡ଼,୨୪।୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପ୍ରତିଯୋଗୀମାନେ ରାଜ୍ୟସ୍ତରୀୟ ୬୧ତମ ବାର୍ଷିକ ସୁଟିଙ୍ଗ ପ୍ରତିଯୋଗିତାରେ ଭାଗ ନେଇ ୪ଟି ସ୍ବର୍ଣ୍ଣ, ୨ଟି ରୌପ୍ୟ ଏବଂ…

ମା’ଙ୍କ ଶ୍ରାଦ୍ଧ ଲାଗି ଛୁଟିରେ ଗାଁକୁ ଆସିଥିଲେ, ଦୁର୍ଘଟଣାରେ ଚାଲିଗଲା ଯବାନଙ୍କ ଜୀବନ

କୋକସରା,୨୪।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦେଶ ସେବାରେ ନିୟୋଜିତ ଥିବା ଆସାମ ରାଇଫଲ୍ସ ହାବିଲଦାର ସରୋଜ କୁମାର ଶବରଙ୍କୁ ଶନିବାର ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷ ଶ୍ରଦ୍ଧାଞ୍ଜଳି ଜ୍ଞାପନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?