Posted inଜାତୀୟ

ସୁକମାରେ ସୁରକ୍ଷା ବାହିନୀକୁ ବଡ଼ ସଫଳତା, ଏନକାଉଣ୍ଟରରେ ୧୨ ମାଓବାଦୀ ନିହତ

ନୂଆଦିଲ୍ଲୀ,୩।୧: ଛତିଶଗଡ଼ର ସୁକମାରେ ନକ୍ସଲବାଦ ବିରୋଧରେ ସୁରକ୍ଷା ବାହିନୀକୁ ଏକ ବଡ଼ ସଫଳତା ମିଳିଛି। ଡିଆରଜି କର୍ମଚାରୀମାନେ ଏକ ସର୍ଚ୍ଚ ଅପରେସନ୍ ସମୟରେ ୧୨ ମାଓବାଦୀଙ୍କୁ ହତ୍ୟା କରିଛନ୍ତି।

ସୁକମାର କିସ୍ତାରାମ ଅଞ୍ଚଳରେ ସୁରକ୍ଷା ବାହିନୀ ଏକ ସର୍ଚ୍ଚ ଅପରେସନ୍ କରୁଥିଲେ। ଏହି ସମୟରେ ସେମାନେ ମାଓବାଦୀଙ୍କ ସହ ମୁହାଁମୁହିଁ ହୋଇଥିଲେ। କିଛି ଘଣ୍ଟା ଗୁଳି ବିନିମୟ ପରେ ୧୨ ମାଓବାଦୀ ନିହତ ହୋଇଥିଲେ। ସୈନିକମାନେ ଘଟଣାସ୍ଥଳରୁ AK-୪୭ ଏବଂ INSAS ରାଇଫଲ୍ ମଧ୍ୟ ମିଳିଛି । ତେବେ ବାରଜଣ ମାଓବାଦୀ ନିହତ ହେବା ଏକ ବଡ଼ ସଫଳତା କହିଲେ ଅତ୍ୟୁକ୍ତି ହେବ ନାହିଁ ।

ଏକ ସର୍ଚ୍ଚ ଅପରେସନ୍ ସମୟରେ ସକାଳ ପ୍ରାୟ ୫ଟାରୁ DRG ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ବର୍ତ୍ତମାନ ସୁଦ୍ଧା ସର୍ଚ୍ଚ ଅପରେସନ ଜାରି ରହିଛି । ବାରଜଣ ମାଓବାଦୀ ନିହତ ହୋଇଥିଲେ ହେଁ ବର୍ତ୍ତମାନ ସୁଦ୍ଧା ଦୁଇଜଣଙ୍କର ହିଁ ମୃତଦେହ ଉଦ୍ଧାର ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବକ୍ସ ଅଫିସରେ ଧମାକା କଲା ‘ପେଡ୍ଡି’: କ୍ଷମା ମାଗିଲେ ନିର୍ଦ୍ଦେଶକ

ତେଲୁଗୁ ସ୍ପୋଟର୍‌ସ ଆକ୍ସନ ଡ୍ରାମା ‘ପେଡ୍ଡି’ ରିଲିଜ ହେବାର ମାତ୍ର ଦୁଇ ଦିନ ମଧ୍ୟରେ ଭାରତୀୟ ବକ୍ସ ଅଫିସରେ ଧମାକା କରିଛି। ରାମ ଚରଣ ଏବଂ ଜାହ୍ନବୀ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଟିମ ଇଣ୍ଡିଆରେ କାହିଁକି ମିଳିଲା ସୁଯୋଗ? ଏମିତି କହିଲେ ଅଗରକର

ନୂଆଦିଲ୍ଲୀ,୬।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଏବେ ତାଙ୍କର ଅନ୍ତର୍ଜାତୀୟ ଡେବ୍ୟୁ କରିବାକୁ ପ୍ରସ୍ତୁତ ଏବଂ ସେ ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବେ ବୋଲି ଚର୍ଚ୍ଚା ଯୋର…

ଆମ୍ବ ଗୋଟାଇବାକୁ ଯାଇଥିଲେ ବୃଦ୍ଧା, କଚାଡ଼ି କଚାଡ଼ି ମାରିଲା ଦନ୍ତା

ଆନନ୍ଦପୁର/ବଞ୍ଚୋ,୬ା୬(ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): ନିଜ ଆମ୍ବତୋଟାରେ ଶନିବାର ସକାଳୁ ଆମ୍ବ ଗୋଟାଇବାକୁ ଆସିଥିବା ବେଳେ ଦନ୍ତାହାତୀ ହାବୁଡ଼ରେ ପଡ଼ିଥିଲେ ବୃଦ୍ଧା। ଆନନ୍ଦପୁର ଥାନା ଫକୀରପୁର…

ପାକିସ୍ତାନର ନୂଆ ଚାଲ୍‌: PoKରେ ନିର୍ବାଚନ କରିବାକୁ ଘୋଷଣା, ଭାରତ କହିଲା…

ନୂଆଦିଲ୍ଲୀ,୬।୬:ପାକିସ୍ତାନର ଗିଲଗିଟ-ବାଲ୍ଟିସ୍ତାନ ବିଧାନସଭା ପାଇଁ ନିର୍ବାଚନ ଆୟୋଜନ ଯୋଜନା କରୁଛି। ଏହି ଅଞ୍ଚଳଟି ପାକିସ୍ତାନ ଦ୍ୱାରା ଅବୈଧ ଏବଂ ବଳପୂର୍ବକ ଭାବରେ ଦଖଲ କରାଯାଇଥିବା ଭାରତୀୟ ଅଞ୍ଚଳ।…

କେବଳ ବୈଭବ ସୂର୍ଯ୍ୟବଂଶୀ ନୁହଁନ୍ତି; ଏହି ଖେଳାଳି ବି ପ୍ରଥମ ଥର ପାଇଁ ଭାରତର ଟି-୨୦ ଦଳରେ ସ୍ଥାନ ପାଇଛନ୍ତି

ନୂଆଦିଲ୍ଲୀ,୬।୬: ବୈଭବ ସୂର୍ଯ୍ୟବଂଶୀଙ୍କୁ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ବିପକ୍ଷରେ ଟି-୨୦ ସିରିଜ ପାଇଁ ଚୟନ କରାଯାଇଛି। ଶନିବାର ବିସିସିଆଇ ଏହି ଦୁଇଟି ସିରିଜ ଏବଂ ଏସୀୟ କ୍ରୀଡା…

SBI ପକ୍ଷରୁ ଟଙ୍କା ବଦଳ ମେଳା, ଚିରାଫଟା ନୋଟ୍‌ ଦେଇ ନେଇପାରିବେ ଏତିକି ଟଙ୍କା…

ଭଞ୍ଜନଗର,୬ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଷ୍ଟେଟ୍‌ବ୍ୟାଙ୍କ ଅଫ ଇଣ୍ଡିଆ ପକ୍ଷରୁ ଶନିବାର ବ୍ୟାଙ୍କ ସମ୍ମୁଖରେ କଏନ୍‌ ଏବଂ କାଗଜ ଟଙ୍କା ବଦଳ ମେଳା ଅନୁଷ୍ଠିତ ହୋଇଛି।…

ଭାଙ୍ଗିଲା ତେନ୍ଦୁଲକରଙ୍କ ୩୭ ବର୍ଷର ରେକର୍ଡ, ସ୍କୁଲ ଯିବା ବୟସରେ ଟିମ ଇଣ୍ଡିଆରେ ଡେବ୍ୟୁକଲେ ବୈଭବ!

ନୂଆଦିଲ୍ଲୀ,୬।୬: ଆଜି ଅର୍ଥାତ୍‌ ଜୁନ ୬ ଶନିବାର ଭାରତୀୟ କ୍ରିକେଟ ଇତିହାସରେ ଏକ ନୂତନ ଅଧ୍ୟାୟ ଲେଖାଯାଇଛି। ମାତ୍ର ୧୫ ବର୍ଷ ବୟସର ବୈଭବ ସୂର୍ଯ୍ୟବଂଶୀଙ୍କୁ ଆଗାମୀ…

India T20I Squad: ଘୋଷଣା ହେଲା ଟି-୨୦ ପାଇଁ ଟିମ ଇଣ୍ଡିଆ; ଶ୍ରେୟସ ଆୟର ଅଧିନାୟକ, ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୬।୬: ବିସିସିଆଇ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ବିପକ୍ଷରେ ଟି-୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରିଛି। ସୂର୍ଯ୍ୟକୁମାର ଯାଦବଙ୍କ ସ୍ଥାନରେ ଶ୍ରେୟସ ଆୟରଙ୍କୁ ନୂତନ ଅଧିନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri