Posted inଜାତୀୟ

ପ୍ରଧାନମନ୍ତ୍ରୀ ମୋଦିଙ୍କ ଜାତି ଉପରେ କହି ଅଡୁଆରେ ପଡ଼ିଲେ ରାହୁଲ, ଏବେ ମାଗିବେ କ୍ଷମା

ନୂଆଦିଲ୍ଲୀ,୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜାତିକୁ ଦେଇଥିବା ବିବୃତ୍ତିକୁ ନେଇ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀଙ୍କ ସମସ୍ୟା ବଢିବା ଦେଖାଯାଉଛି। ଏ ସମ୍ପର୍କରେ ଜାତୀୟ ପଛୁଆ ବର୍ଗ ଆୟୋଗ ରାହୁଲ ଗାନ୍ଧୀଙ୍କୁ ନୋଟିସ ଜାରି କରିବାକୁ ବିଚାର କରୁଛନ୍ତି। ଜାତୀୟ ପଛୁଆ ବର୍ଗ ଆୟୋଗର ଅଧ୍ୟକ୍ଷ ହଂସରାଜ ଅହିର ଏବିପି ନ୍ୟୁଜକୁ କହିଛନ୍ତି ଯେ, ରାହୁଲ ଗାନ୍ଧୀ ପଛୁଆ ସମାଜକୁ ଅପମାନିତ କରିଛନ୍ତି। ସେ କହିଛନ୍ତି, ଆମେ ରାହୁଲ ଗାନ୍ଧୀଙ୍କୁ ନୋଟିସ ପଠାଇବାକୁ ଚିନ୍ତା କରୁଛୁ। ସେ କ୍ଷମା ମାଗିବା ଉଚିତ୍‌। ୧୯୯୯ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଜାତି ଓବିସି ଭାବେ ପଞ୍ଜୀକୃତ ହୋଇଥିଲା।

କଂଗ୍ରେସ ନେତା ଓଡ଼ିଶାରେ ଭାରତ ଯୋଡୋ ନ୍ୟାୟ ଯାତ୍ରା ସମୟରେ କହିଥିଲେ ଯେ, ସାଧାରଣ ଜାତିର ଏକ ପରିବାରରେ ପ୍ରଧାନମନ୍ତ୍ରୀ ମୋଦି ଜନ୍ମଗ୍ରହଣ କରିଛନ୍ତି। ସେ ଗୁରୁବାର ଦାବି କରିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓବିସି ପରିବାରରେ ଜନ୍ମ ହୋଇନାହାଁନ୍ତି ଏବଂ ସେ ନିଜକୁ ଓବିସି ବୋଲି କହି ଲୋକଙ୍କୁ ବିଭ୍ରାନ୍ତ କରୁଛନ୍ତି।

ରାହୁଲ କହିଛନ୍ତି, ପ୍ରଧାନମନ୍ତ୍ରୀ ଦେଶରେ ଜାତିଗତ ଜନଗଣନା କେବେ କରିବେ ନାହିଁ ଏବଂ ଏହା ବିନା ସାମାଜିକ ନ୍ୟାୟ ହାସଲ ହୋଇପାରିବ ନାହିଁ। ଅନେକ ଲୋକ ସାମାଜିକ ନ୍ୟାୟ ପାଇପାରୁ ନାହାଁନ୍ତି। କେବଳ କଂଗ୍ରେସ ଦଳ ଏହି ଜାତିଗତ ଜନଗଣନା କରାଇବ।


Enter your email to get our daily news in your inbox.

All Right Reserved By Dharitri.Com

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ଫେଲ ମାରିଲା ‘ମେଡ ଇନ ଚାଇନା’! ଥାଇଲ୍ୟାଣ୍ଡ ବିରୋଧରେ ପ୍ରୟୋଗ ସମୟରେ ଫାଟିଲା ରକେଟ ସିଷ୍ଟମ, ୮ ସେନା ମୃତ

ବ୍ୟାଙ୍କକ,୨୬।୧୨: ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଚାଇନାର JF-17 ଥଣ୍ଡର ଲଢୁଆ ବିମାନ ଲିବିଆକୁ ବିକ୍ରି କରିଥାଇପାରନ୍ତି, କିନ୍ତୁ ବାସ୍ତବତା ହେଉଛି ଚାଇନା ଅସ୍ତ୍ରଶସ୍ତ୍ରର...

ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୬।୧୨: ଆର୍ଥିକ ଦୃଷ୍ଟିରୁ ଦୁର୍ୱଳ ଏବଂ ବେକାର ମହିଳାମାନଙ୍କୁ ସୁରକ୍ଷିତ ଜୀବନ ପ୍ରଦାନ କରିବା ପାଇଁ, କେରଳ ସରକାର ସ୍ତ୍ରୀ ସୁରକ୍ଷା ଯୋଜନା ଆରମ୍ଭ କରିଛନ୍ତି।...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ପିଅନ...

ଆମାଜନରୁ ସମ୍ପର୍କ କାଟିଲେ ଥିଲେ ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ, ଶେୟାର ବିକି ଏବେ କରୁଛନ୍ତି ଏମିତି କାମ…

ଓ୍ବାଶିଂଟନ,୨୬।୧୨: ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ କୋଟିପତି ମ୍ୟାକେଞ୍ଜି ସ୍କଟ ଚଳିତ ବର୍ଷ ଅର୍ଥାତ ୨୦୨୫ରେ ନିଜ ପାଣ୍ଠିରୁ ୭.୧ ବିଲିୟନ ଡଲାରରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri