ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ ତାଙ୍କ ଏହି ଗସ୍ତରେ ଛତୁଆ କେନ୍ଦ୍ର ବିରୋଧରେ ହୋଇଥିବା ଅଭିଯୋଗର ତଦନ୍ତ କରିବେ। ଏହା ସହିତ ବିଭିନ୍ନ ଅଙ୍ଗନୱାଡ଼ି କେନ୍ଦ୍ର ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି ।

ଏଠାରେ ସୂଚନାଯୋଗ୍ୟ ଯେ, ବରଗଡ଼ ସହରର ଏକ ଛତୁଆ କେନ୍ଦ୍ରରୁ ଦିଆଯାଉଥିବା ଛତୁଆ ନିମ୍ନମାନର ଏବଂ ସେଥିରୁ ପୋକ ବାହାରୁଥିବା ଅଭିଯୋଗ ନେଇ ୨ ଦିନ ତଳେ ବରଗଡ଼ ସହରର ବିଭିନ୍ନ ପଡ଼ାର ମହିଳାମାନେ ଜିଲାପାଳଙ୍କୁ ଫେରାଦ ହୋଇଥିଲେ । ଏ ନେଇ ସେମାନେ ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁଙ୍କୁ ଏକ ଅଭିଯୋଗପତ୍ର ପ୍ରଦାନ କରିଥିଲେ । ଅନ୍ୟପଟେ ଛତୁଆ କେନ୍ଦ୍ର ପରିଚାଳନା କରୁଥିବା ସମ୍ପୃକ୍ତ ସ୍ବୟଂ ସହାୟକ ଗୋଷ୍ଠୀ ସେଭଳି ଅଭିଯୋଗକୁ ଖଣ୍ଡନ କରିଛନ୍ତି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ଜନ୍ମଦିନ ପାଳିବାକୁ ଆସିଥିଲେ, ଭଡ଼ା ଘରୁ ମିଳିଲା CDA ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ: ସୁଇସାଇଡ୍ ନୋଟ୍‌କୁ ନେଇ ବଢ଼ିଲା…

ବାଲେଶ୍ୱର,୧୭। ୭(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହଦେବଖୁଣ୍ଟା ଥାନା ଅଧୀନ ଆଜିମାବାଦ ଅଞ୍ଚଳର ଏକ ଭଡ଼ା ଘରୁ ଜଣେ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯନ୍ତ୍ରୀ…

ବର୍ଷା ବିପତ୍ତି: ରାତ୍ରି ଭୋଜନ କରୁଥିବା ବେଳେ ଘର ଉପରେ ଭାଙ୍ଗିପଡ଼ିଲା ବିରାଟ ପଣସ ଗଛ, ଭୟଙ୍କର ଦୁର୍ଘଟଣାରେ…

ଥୁଆମୂଳ ରାମପୁର, ୧୭।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ୍‌ ଗୋପୀନାଥପୁର ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ତଳ ଚୋବରୀ ଗ୍ରାମରେ ଏକ ବଡ଼ ବିପତ୍ତି…

କେରଳରେ ଦାଦନ ଶ୍ରମିକଙ୍କ ମୃତ୍ୟୁ: ମରଶରୀର ପହଞ୍ଚିବା ପରେ କାନ୍ଦବୋବାଳିରେ ଫାଟି ପଡ଼ିଲା ଗାଁ ଦାଣ୍ଡ

ଗୁଡାରି, ୧୭।୭(ପ୍ରମୋଦ କୁମାର ପତି ): ଦାଦନ ଖଟିବାକୁ କେରଳ ଯାଇଥିବା ଗୁଡାରି ବ୍ଲକର ଜଣେ ଓଡ଼ିଆ ଯୁବକଙ୍କର ସେଠାରେ ମୃତ୍ୟୁ ହୋଇଛି। ମୃତକ ଜଣକ ହେଉଛନ୍ତି…

ପୁରୀ ଶ୍ରୀକ୍ଷେତ୍ରରୁ ଭଟଲି ଆସିବ ତିନି ରଥର ଚକ; ସ୍ୱାଗତ ପାଇଁ ଭକ୍ତଙ୍କ ମଧ୍ୟରେ ପ୍ରବଳ ଉତ୍ସୁକତା

ବରଗଡ଼,୧୭।୭(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଶ୍ରୀକ୍ଷେତ୍ର ଭାବେ ପରିଚିତ ଶ୍ରୀଶ୍ରୀ ଦଧିବାମନ ଧାମ, ଭଟଲି ପାଇଁ ଏକ ଗୌରବମୟ ତଥା ଐତିହାସିକ ମୁହୂର୍ତ୍ତ ଆସିବାକୁ ଯାଉଛି। ପୁରୀ…

ନିଟ୍-୨୦୨୬ରେ ଚମକିଲେ କୋରାପୁଟର ପୂଜ୍ୟମ ରାଜ, ସର୍ବଭାରତୀୟ ସ୍ତରରେ ରଖିଲେ…

କୋରାପୁଟ, ୧୭।୭ (ଅମିତାଭ ବେହେରା): ଜାତୀୟ ଯୋଗ୍ୟତା ତଥା ପ୍ରବେଶିକା ପରୀକ୍ଷା (NEET-2026) ରେ କୋରାପୁଟ ଜିଲା ପାଇଁ ଗୌରବ ଆଣିଛନ୍ତି ସ୍ଥାନୀୟ ଫ୍ୟୁଜନ୍ ୱର୍ଲ୍ଡ ସ୍କୁଲର…

ପୁଣି ଖାକିରେ ଦାଗ: ମହିଳାଙ୍କୁ ପ୍ରତାରଣା-ବଳାତ୍କାର ଅଭିଯୋଗରେ ପୋଲିସ ଓଏଏସଆଇ ଗୌରାଙ୍ଗ ବେହେରା ଗିରଫ

ଛତ୍ରପୁର, ୧୭।୭(ଦିଲ୍ଲୀପ ସାମଲ): ପୁଣି ଥରେ ଖାକି ପୋଷାକରେ ଲାଗିଛି ଦାଗ। ଜଣେ ମହିଳାଙ୍କ ଇଚ୍ଛା ବିରୋଧରେ ଜବରଦସ୍ତ ଶାରୀରିକ ସମ୍ପର୍କ ରଖିବା ଏବଂ ପ୍ରତାରଣା କରିବା…

ଘରେ ଏକୁଟିଆ ଦେଖି ଜବରଦସ୍ତି ଉଠାଇ ନେଇ ୮ ବର୍ଷର ନାବାଳିକାକୁ ବଳାତ୍କାର: ଅଭିଯୁକ୍ତ କୁଶୁନୁ ମୁଣ୍ଡାଙ୍କୁ…

ପାଟଣା,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୮ ବର୍ଷର ନାବାଳିକାକୁ ବଳାତ୍କାର କରାଯାଇଥିବା ନେଇ ଏକ ସଂଗୀନ ଅଭିଯୋଗ ସାମ୍ନାକୁ ଆସିଛି।…

ଦେଶୀ ମଦ କାରବାର, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୧୭ା୭ (ମନ୍ମଥ ମିଶ୍ର): ଅଡବା ଥାନା ପୋଲିସ ଗମ୍ଭାରିଗାଁ ଗ୍ରାମରେ ଦେଶୀ ମଦ ପ୍ରସ୍ତୁତି ଓ ବିକ୍ରି କରିବା ବିରୋଧରେ ଚଢ଼ାଉ କରି ୨ଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri