Posted inଜାତୀୟ

ଆମେ କାହା ହାତରେ ଚାଲୁଥିବା କଣ୍ଡେଇ ନୁହେଁ: ଫାରୁଖ

ନୂଆଦିଲ୍ଲୀ,୩୦।୮: ପଡୋଶୀ ଦେଶ ପାକିସ୍ତାନ ଉପରେ ବର୍ଷିଛନ୍ତି ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନ୍ୟାଶନାଲ କନଫରେନସର ନେତା ଫାରୁକ ଅବଦୁଲ୍ଲା। ସେ କହିଛନ୍ତି ସେମାନେ କାହାର ହାତରେ ଚାଲୁଥିବା କଣ୍ଢେଇ ନୁହେଁଁ। ପାକିସ୍ତାନ ସବୁବେଳେ ଜମ୍ମୁ କଶ୍ମୀରର ରାଜନୀତିକ ଦଳମାନଙ୍କୁ ସର୍ବଦା ଅପମାନିତ କରିଛି କିନ୍ତୁ ବର୍ତ୍ତମାନ ହଠାତ୍‌ ସେମାନେ ଆମକୁ ପସନ୍ଦ କରୁଛନ୍ତି। କଶ୍ମୀରକୁ ଆତଙ୍କବାଦ ନପଠାଇବାକୁ ନେଇ ମୁଁ ପାକିସ୍ତାନକୁ ଅନୁରୋଧ କରୁଛି। ଜମ୍ମୁ କଶ୍ମୀରରେ ହେଉଥିବା ରକ୍ତପାତ ଶେଷ ହେବା ଦରକାର। ଜମ୍ମୁ କଶ୍ମୀରରେ ଶାନ୍ତିପୂର୍ଣ୍ଣ ଲଢ଼େଇ ପାଇଁ ସମସ୍ତ ଦଳ ପ୍ରତିଶ୍ରୁତିବଦ୍ଧ ବୋଲି ଅବଦୁଲ୍ଲା କହିଛନ୍ତି। ଜମ୍ମୁ କଶ୍ମୀରରୁ ଧାରା ୩୭୦ ଉଚ୍ଛେଦକୁ ବିରୋଧ କରି ଜମ୍ମୁ କଶ୍ମୀରରେ ନ୍ୟାଶନାଲ କନଫରେନସ, ପିଡିପି, କଂଗ୍ରେସ ସମେତ ମୋଟ ୬ଟି ଦଳ ଏକାଠି ହୋଇଛନ୍ତି। ଏହି ୬ ଦଳର ନିଷ୍ପତ୍ତିକୁ ପ୍ରଶଂସା କରିଛନ୍ତି ପାକିସ୍ତାନର ବୈଦେଶିକ ମନ୍ତ୍ରୀ ମହମୁଦ କୁରେଶୀ। ପାକିସ୍ତାନର ଏହି ପ୍ରଶଂସା ପରେ ଅବଦୁଲ୍ଲା ତାଙ୍କୁ କଡା ଜବାବ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଲଡ଼ା ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ: ପ୍ରସଙ୍ଗ ଅନାସ୍ଥା ବୈଠକ କରିବାକୁ ଜିଲାପାଳଙ୍କୁ ଦାବିପତ୍ର

ନନ୍ଦପୁର,୨୭ା୨(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ବାଲଡ଼ା ପଞ୍ଚାୟତ ସରପଞ୍ଚ ବିକ୍ରମ ସୀସାଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବ ସମ୍ପର୍କିତ ବୈଠକ ଶୀଘ୍ର କରିବାକୁ…

ବାବୁଲ ସୁପ୍ରିୟୋ, ପୂର୍ବ DGP ରାଜୀବ କୁମାର…ରାଜ୍ୟ ସଭା ପାଇଁ ଏହି ୪ ପ୍ରାର୍ଥୀଙ୍କ ଉପରେ ଭରସା କଲେ ମମତା

କୋଲକାତା,୨୭।୨: ପଶ୍ଚିମବଙ୍ଗର ୫ଟି ରାଜ୍ୟ ସଭା ଆସନ ପାଇଁ ଶୁକ୍ରବାର ତୃଣମୂଳ କଂଗ୍ରେସ ନିଜର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଦଳ ଏଥର ପ୍ରଶାସନିକ ଅଭିଜ୍ଞତା, ଆଇନଗତ…

କର୍ଣ୍ଣାଟକରେ ପ୍ରେମୀଯୁଗଳଙ୍କ ମୃତ୍ୟୁ: ମୃତଦେହ ଗାଁକୁ ଆଣିବା ପାଇଁ ପୋଲିସ, ପ୍ରଶାସନ ନିକଟରେ ନିବେଦନ

ଗୁଣପୁର, ୨୭।୨ (ସଂକେତ ପାତ୍ର ): ପ୍ରଥମେ ଭଲ ପାଇଲେ, ପରେ ବାହା ହେଲେ। ବାହାଘର ପରେ କାମ ଅନ୍ବେଷଣରେ କର୍ଣ୍ଣାଟକ ଚାଲିଯାଇଥିଲେ। ସେଠାରେ କୌଣସି କାରଣରୁ…

ପୌର ପରିଷଦରେ ବ୍ୟାପକ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବି ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଦାବିପତ୍ର

ଗୁଣପୁର, ୨୭।୨ (ସଂକତେ ପାତ୍ର/ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବିଜେଡି ପକ୍ଷରୁ ଶୁକ୍ରବାର ବିଭିନ୍ନ ପ୍ରସଙ୍ଗକୁ ନେଇ ଶୋଭାଯାତ୍ରା ଏବଂ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା l…

ମଲା କୁକୁଡ଼ା ମାଂସ ଖାଇ ୪ ମହିଳା ଗୁରୁତର

କଲ୍ୟାଣସିଂହପୁର, ୨୭।୨ (ଦୀପକ କୁମାର ପରିଡା ): ମଲା କୁକୁଡ଼ା ମାଂସ ଖାଇ ଗୋଟିଏ ପରିବାରର ୪ ଜଣ ମହିଳା ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି।…

ଟିମ୍‌ ଇଣ୍ଡିଆକୁ ଫେରିବେ ରିଙ୍କୁ ସିଂ, ପିତାଙ୍କୁ ହରାଇଥିବା ସତ୍ତ୍ୱେ ଦେଶ ପାଇଁ ନେଲେ ବଡ଼ ନିଷ୍ପତ୍ତି 

ନୂଆଦିଲ୍ଲୀ,୨୭।୨: ଭାରତୀୟ କ୍ରିକେଟର ଯୁବ ତାରକା ରିଙ୍କୁ ସିଂ ବର୍ତ୍ତମାନ ନିଜ ଜୀବନର ସବୁଠାରୁ କଷ୍ଟକର ସମୟ ଦେଇ ଗତି କରୁଛନ୍ତି। ଟି-୨୦ ବିଶ୍ୱକପ ୨୦୨୬ ଅଭିଯାନ…

ବରଗଡ଼ରେ ଲଜ୍ଜା: ୧୨ ବର୍ଷୀୟ ନାବାଳିକାଙ୍କୁ ବଳାତ୍କାର, ଜଣେ ବ୍ୟକ୍ତିଙ୍କୁ ଅଟକ ରଖି…

ବରଗଡ଼,୨୭।୨(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲା ସଦର ଥାନା ଅଞ୍ଚଳରେ ଜଣେ ନାବାଳିକା(୧୨)ଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ଏ ନେଇ ଶୁକ୍ରବାର ବରଗଡ଼ ସଦର ଥାନାରେ ପୀଡିତାଙ୍କ ପରିବାର…

IPL ୨୦୨୬: ୩୦ ଦିନ ପୂର୍ବରୁ ବଦଳିଲା କାର୍ଯ୍ୟସୂଚୀ, ଏବେ ଏହି ତାରିଖରୁ ଆରମ୍ଭ ହେବ ୧୯ତମ ସିଜନ୍‌

ନୂଆଦିଲ୍ଲୀ,୨୭।୨: ଆଇସିସି ଟି-୨୦ ବିଶ୍ୱକପ୍‌ ୨୦୨୬ର ଉତ୍ସାହ ମଧ୍ୟରେ କ୍ରିକେଟ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ବିଶ୍ୱକପ୍‌ ଶେଷ ହେବାର ମାତ୍ର କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri