Posted inଜାତୀୟ

ମାର୍ଚ୍ଚ ୧୧ରେ ସର୍ବଦଳୀୟ ବୈଠକ ଡକାଇଲେ ଫାରୁକ ଅବଦ୍ଦୁଲା

ଶ୍ରୀନଗର,୧୦।୩: ସଂସଦର ସଦସ୍ୟ ତଥା ନ୍ୟାସନାଲ କନ୍‌ଫରେନ୍ସର ଅଧ୍ୟକ୍ଷ ଡକ୍ଟର ଫାରୁକ ଅବଦ୍ଦୁଲା ଜମ୍ମୁ-କଶ୍ମୀରର କେନ୍ଦ୍ରଶାସିତ ଅଞ୍ଚଳ ସମ୍ପର୍କରେ ଏକ ସର୍ବଦଳୀୟ ବୈଠକ ଡକାଇଛନ୍ତି। ରାଜ୍ୟ ସମ୍ମୁଖୀନ ହେଉଥିବା ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ପାଇଁ ଏହି ବୈଠକ ଅନୁଷ୍ଠିତ ହେବ। ମାର୍ଚ୍ଚ ୧୧ରେ ଜମ୍ମୁରେ ଦ୍ୱିପ୍ରହର ପ୍ରାୟ ୩ଟା ସମୟରେ ଫାରୁକ ଅବଦ୍ଦୁଲା ଏହି ବୈଠକ କରିବେ।
ଏନେଇ ଫାରୁକ୍‌ ଶୁକ୍ରବାର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟା ଜଳ ନିଷ୍କାସନ: ଖୋଲିଲା ୪ ସ୍ଲୁଇସ ଗେଟ

ସମ୍ବଲପୁର,୯।୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ ପ୍ରକ୍ରିୟା ଆରମ୍ଭ ହୋଇଛି। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ବଡ଼ ଡିଲ୍‌: ଚାଇନା-ପାକିସ୍ତାନ ଛାନିଆ

ମେଲବୋର୍ନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଣ୍ଟୋନି ଆଲବାନିଜଙ୍କ ଉପସ୍ଥିତିରେ ମେଲବୋର୍ନରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ଚୁକ୍ତି ସ୍ବାକ୍ଷରିତ ହୋଇଛି।…

ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ଶସ୍ତା ହେବ ମୋବାଇଲ୍-ଲାପ୍‌ଟପ୍‌, ସରକାର ନେଲେ ଏହି ପଦକ୍ଷେପ

ନୂଆଦିଲ୍ଲୀ,୯।୭: କେନ୍ଦ୍ର ସରକାର ସ୍ମାର୍ଟଫୋନ୍, ୱାୟାରଲେସ୍ ଚାର୍ଜର୍, କମ୍ପ୍ୟୁଟର, ଲାପଟପ୍, ସ୍ମାର୍ଟ ଟିଭି, ସ୍ମାର୍ଟୱାଚ୍ ଏବଂ ଫିଟନେସ୍ ବ୍ୟାଣ୍ଡ ଭଳି ଇଲେକ୍ଟ୍ରୋନିକ୍ ଜିନିଷରେ ବ୍ୟବହୃତ ଉପାଦାନଗୁଡ଼ିକ ଉପରେ…

ଦୃଷ୍ଟି ଦେଉନି ଜାତୀୟ ରାଜପଥ ବିଭାଗ: ଖାଲଖମାରେ ଫସିରହୁଛି ଗାଡି, ଯାତାୟାତ ବାଧାପ୍ରାପ୍ତ

ପଟ୍ଟାଙ୍ଗି,୯।୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ଠାରୁ ଅଳ୍ପ କିଛି ଦୂରରେ ଜାତୀୟ ରାଜପଥ ବିଭାଗ ପକ୍ଷରୁ ନୂତନ କରି ନିର୍ମାଣ…

ପାଠ ପଢ଼ିବାକୁ ଭୁବନେଶ୍ବର ଆସିଥିଲେ ଝିଆରୀ; ବଳାତ୍କାର କରୁଥିଲେ ମଉସା, ସହଯୋଗ କରୁଥିଲେ ମାଉସୀ

ଭୁବନେଶ୍ୱର,୯।୭(ପ୍ରସନଜିତ୍‌ ସାହୁ): ରାଜଧାନୀ ଭୁବନେଶ୍ୱରରେ ଏକ ବଳାତ୍କାର ଘଟଣା ସାମ୍ନାକୁ ଆସିଛି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିସ୍ଥିତ ଏକ ଆପାର୍ଟମେଣ୍ଟରେ ଜଣେ ନାବାଳିକା ଝିଆରୀଙ୍କୁ ତାଙ୍କ ମଉସା…

ପିଏମ ମୋଦିଙ୍କ ସ୍ବାଗତ ପୂର୍ବରୁ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା: ସାରା ବିଶ୍ୱରେ ପଡିଗଲା ଚହଳ

ୱେଲିଂଟନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ୩ଟି ଦେଶ ଗସ୍ତର ଦ୍ୱିତୀୟ ପର୍ଯ୍ୟାୟରେ ଏବେ ଅଷ୍ଟ୍ରେଲିଆରେ ପହଞ୍ଚିଛନ୍ତି। ଅଷ୍ଟ୍ରେଲିଆ ଗସ୍ତ ଶେଷ କରି ସେ ସେଠାରୁ ସିଧାସଳଖ…

ଜନ୍ମଦିନରେ ଘରକୁ ଫେରିଲା ଖେଳାଳିଙ୍କ ପାର୍ଥିବ ଶରୀର, କାନ୍ଦୁଛି ପୂରା ପରିବାର; ଆଖି ଭିଜାଇ ଦେବ ଏହି ଦୃଶ୍ୟ

କାବୁଲ: ଯେଉଁ ଦିନ ଜନ୍ମଦିନର ଖୁସି ମନାଯାଇଥାନ୍ତା, ସେହି ଦିନ ଘରକୁ ଫେରିଲା ପାର୍ଥିବ ଶରୀର। ଆଫଗାନିସ୍ତାନର ପୂର୍ବତନ ଦ୍ରୁତ ବୋଲର ଶାପୁର ଜାଦ୍ରନଙ୍କ ଦେହାନ୍ତ ପରେ…

ଇଟାର ଜବାବ ପଥରରେ ଦେବୁ: ଆମେରିକାକୁ ଚେତାବନୀ ଦେଲା ଇରାନ

ଓ୍ବାଶିଂଟନ୍‌,୯।୭: ଆମେରିକା ପୁଣିଥରେ ଇରାନର ଅନେକ ସ୍ଥାନକୁ ଟାର୍ଗେଟ କରିଛି। ଇରାନ ଜୋରଦାର ପ୍ରତିକ୍ରିୟା ଦେଇ ବାହାରିନ ଏବଂ କୁଏତରେ ଥିବା ସ୍ଥାନଗୁଡ଼ିକୁ ଆକ୍ରମଣ କରିଛି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri