ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଶୈକ୍ଷିକ ପରିଭ୍ରମଣରେ ଯାତ୍ରା କଲେ କୋକସରା ବ୍ଲକ ଛାତ୍ରୀଛାତ୍ର

କୋକସରା,୧୪।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ସମଗ୍ର ଶିକ୍ଷା ଅଭିଯାନ ପକ୍ଷରୁ ଛାତ୍ରୀଛାତ୍ରଙ୍କ ବାହ୍ୟଜ୍ଞାନ ଆହରଣ ପାଇଁ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଶୈକ୍ଷିକ ପରିଭ୍ରମଣ କାର୍ଯ୍ୟକ୍ରମ ଆୟୋଜିତ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଶୁକ୍ରବାର କୋକସରା ଗୋଷ୍ଠୀ ଶିକ୍ଷା ବିଭାଗ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଶୈକ୍ଷିକ ପରିଭ୍ରମଣରେ ୩ ଗୋଟି ବସ୍‌ରେ କୋରାପୁଟ ଜିଲାର ଅମ୍ବାଗୁଡାରେ ଥିବା ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ, ଉପର କୋଲାବ ଜୟପୁର, ଆଦିବାସୀ ସଂଗ୍ରହାଳୟ, ଶାବର ଶ୍ରୀକ୍ଷେତ୍ର କୋରାପୁଟ ପରିଭ୍ରମଣ କରି ଶୈକ୍ଷିକ ଜ୍ଞାନ ଆହରଣ ପାଇଁ ଯାତ୍ରା କରିଛନ୍ତି। କୋକସରା ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ବ୍ଲକର ବିଭିନ୍ନ ଉଚ୍ଚ ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟର ଛାତ୍ରୀଛାତ୍ର ଏକତ୍ରିତ ହେବାପରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ମହେଶ ଭାଟି, ବିଆରସିସି ତୋଫାନ ମାଝୀ, ନୋଡାଲ ସିଆରସିସି ବୈକୁଣ୍ଠ ଜାଲ ସମେତ ଅନ୍ୟ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଯାତ୍ରା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

ଗାଜଲବାଡି ଘାଟି ସିଲ୍‌କୁ ୩ ଦିନ: ଦାରିଙ୍ଗବାଡିରେ ମିଳୁନି ପନିପରିବା, ବୃଦ୍ଧି ପାଇଲା ଅତ୍ୟାବଶ୍ୟକ ସାମଗ୍ରୀର ଦର

ଦାରିଙ୍ଗବାଡି,୨୬।୯(ଅରୁଣ ସାହୁ): ଲଗାଣ ବର୍ଷା ଓ ଭୂସ୍ଖଳନ ଭୟ ଯୋଗୁ ସିଲ୍ ହୋଇଥିବା ଗାଜଲବାଡି ଘାଟି ରାସ୍ତା ଇତିମଧ୍ୟରେ ୩ ଦିନ ବିତିଯାଇଥିଲେ ବି ଖୋଲିପାରିନାହିଁ। ଗୁରୁବାର…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ନ୍ୟୁଜିଲାଣ୍ଡ ସିରିଜରୁ ବାଦ୍‌ ପଡ଼ିଲେ ହାର୍ଦ୍ଦିକ ପାଣ୍ଡ୍ୟା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୬ା୯: ଭାରତର ସିନିୟର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଆଘାତପ୍ରାପ୍ତ ହୋଇଛନ୍ତି। ତାଙ୍କ ଆଣ୍ଡୁ ତଳ ଭାଗରେ ଆଘାତ ଲାଗିଛି । ଫଳରେ ସେ ନ୍ୟୁଜିଲାଣ୍ଡ ହ୍ବାଇଟ୍‌…

ଗଞ୍ଜାମ ଜଳବନ୍ଦୀ ଅଞ୍ଚଳରେ ବିଧାୟକ: ଲୋକଙ୍କ ଦୁଃଖ ଶୁଣିଲେ, ତୁରନ୍ତ ସମାଧାନ ପାଇଁ ନିର୍ଦ୍ଦେଶ

ଗଞ୍ଜାମ,୨୬।୯(ଅନାଥ ତରାଇ): ଲଗାଣ ବର୍ଷା ଯୋଗୁ ଗଞ୍ଜାମ ଏନ୍‌ଏସି ଅଞ୍ଚଳର ବିଭିନ୍ନ ୱାର୍ଡରେ ସୃଷ୍ଟି ହୋଇଥିବା ଜଳବନ୍ଦୀ ଓ ରାସ୍ତାଘାଟ ସମସ୍ୟାର ସ୍ଥିତି ଶନିବାର ସକାଳେ ସ୍ଥାନୀୟ…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ବିପଦ ସଂକେତ ଟପିଲା କାଂଶବାଂଶ: ନଦୀ ଉପକୂଳବର୍ତ୍ତୀ ଅଞ୍ଚଳ ଜଳମଗ୍ନ

ସିମୁଳିଆ,୨୬।୯(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ-ଖଇରା ଏବଂ ସୋର ବ୍ଲକ ମଧ୍ୟରେ ପ୍ରବାହିତ କାଂଶବାଂଶ ନଦୀର ଜଳ ପତ୍ତନ ଶନିବାର ହଠାତ୍‌ ବଢ଼ିବାରେ ଲାଗିଛି। ଫଳରେ ଚତୁର୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?