Posted inଫୁରସତ

ଭାରତର ‘ଜାତୀୟ ଖାଦ୍ୟ’ ଖେଚୁଡି, ବାଲାଂଦେଶର ଜାଣିଲେ…

‘ଖେଚୁଡି’ ଏଭଳି ଏକ ବ୍ୟଞ୍ଜନ, ଯାହା ଭାରତୀୟମାନଙ୍କୁ ବେଶ ପସନ୍ଦ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ମଧ୍ୟ ଏହା ପ୍ରିୟ ଖାଦ୍ୟ। ଲୋକପ୍ରିୟତା ଯୋଗୁ ‘ଖେଚେଡି’କୁ ଭାରତର ‘ଜାତୀୟ ଖାଦ୍ୟ’ ମାନ୍ୟତା ମିଳିଛି। ହେଲେ ଯଦି କେହି ଆପଣଙ୍କୁ ବାଲାଂଦେଶର ‘ଜାତୀୟ ଖାଦ୍ୟ’ ବିଷୟରେ ପଚାରେ ତେବେ କ’ଣ ଆପଣ ନାମ କହିପାରିବେ? ହୁଏତ ନା। ବାଲାଂଦେଶର ଜାତୀୟ ଖାଦ୍ୟ ହେଉଛି ‘ଇଲିସି ତରକାରୀ’। ଏହା କୁ ଦେଶର ପାରମ୍ପରିକ ବ୍ୟଞ୍ଜନ ବୋଲି ମଧ୍ୟ କୁହାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଲକଡାଉନ ଗୁଜବ ମଧ୍ୟରେ ଜବାବ ଦେଲେ କେନ୍ଦ୍ର ସରକାର, ପେଟ୍ରୋଲିୟମ ମନ୍ତ୍ରୀ କହିଲେ…..

ନୂଆଦିଲ୍ଲୀ,୨୭।୩: ଇରାନରେ ଯୁଦ୍ଧ ଯୋଗୁଁ ଭାରତରେ ଲକଡାଉନ ହେବା ନେଇ ଗୁଜବ ହେଉଛି । ଏହାରି ଭିତରେ କେନ୍ଦ୍ରସରକାରଙ୍କ ବୟାନ ସାମ୍ନାକୁ ଆସିଛି । କେନ୍ଦ୍ର ପେଟ୍ରୋଲିୟମ…

ଆମେରିକାର ବନ୍ଧୁ ଉପରେ ଇସ୍ରାଏଲୀ ଆକ୍ରମଣ! ନେତାନ୍ୟାହୁଙ୍କ ଭୁଲ୍‌ ନା ଷଡ଼ଯନ୍ତ୍ର?

ଓ୍ବାଶିଂଟନ୍‌,୨୭।୩: ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଏବଂ ଆମେରିକା-ଇସ୍ରାଏଲ ବିବାଦ ଏବେ ସିଧାସଳଖ ପାକିସ୍ତାନକୁ ପ୍ରଭାବିତ କରୁଛି। ତେହେରାନରେ ପାକିସ୍ତାନୀ ଦୂତାବାସ ଏବଂ ପାକିସ୍ତାନୀ ରାଷ୍ଟ୍ରଦୂତଙ୍କ ବାସଭବନ…

ଚନ୍ଦ୍ରଗିରି ଯାଉଥିବା ବେଳେ ଟ୍ରକକୁ ପଛପଟୁ ଧକ୍କା ଦେଲା ଆକ୍ଟିଭା

ମୋହନା, ୨୭ା୩(ମନ୍ମଥ ମିଶ୍ର): ରାସ୍ତା ପାର୍ଶ୍ୱରେ ଠିଆ ହୋଇଥିବା ଏକ ଟ୍ରକରେ ଦ୍ରୁତ ଗତିରେ ଆସୁଥିବା ଏକ ଆକ୍ଟିଭା (ଓଆର ୦୭ଏନ-୪୯୬୫) ପଛପଟୁ ଧକ୍କା ଦେଇଥିଲା। ଫଳରେ…

ଇରାନ ସଂଘର୍ଷ ଭିତରେ ଭାରତ ପାଇଁ ଆଶ୍ବସ୍ତି, ଆସିଲା LPG ବୋଝେଇ ଟ୍ୟାଙ୍କର

ନୂଆଦିଲ୍ଲୀ,୨୭ା୩: ଭାଡିନାର ବନ୍ଦରରୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ଖବର ମିଳିଛି । ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ପାଇଁ ଆଶ୍ୱସ୍ତିର ସଙ୍କେତ ଦେଖାଦେଇଛି । ଏଲପିଜି ବୋଝେଇ…

ଘରୋଇ ହିଂସାରୁ ମହିଳାଙ୍କୁ କିପରି ସୁରକ୍ଷା ଦେବ ଆଇନ

ଦିଗପହଣ୍ଡି,୨୭।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି (ଟିଏଲଏସସି )ପକ୍ଷରୁ ଗୁରୁବାର ସ୍ଥାନୀୟ ମିଶନ ଶକ୍ତି ଭବନ ପରିସରରେ ଏକ ଆଇନ…

ଶ୍ରୀରାମ ନବମୀ ପାଇଁ ଚଳଚଞ୍ଚଳ ଦିଗପହଣ୍ଡି: ଯୋଗଦେଲେ ଡ.ସିଦ୍ଧାନ୍ତ ମହାପାତ୍ର, ବିଶ୍ବହିନ୍ଦୁ ପରିଷଦ….

ଦିଗପହଣ୍ଡି,୨୭।୩(ଅଶେଷ ନାଥ ମିଶ୍ର): ଆଜି ପବିତ୍ର ଶ୍ରୀରାମ ନବମୀ। ଏ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଚଳଚଞ୍ଚଳ ହୋଇ ଉଠିଛି। ତେବେ ଗୁରୁବାର ସାରେ ଶ୍ରୀରାମ ନବମୀ…

ସିକ୍ରେଟ କ୍ୟାବିନରେ ଚାଲାଣ ହେଉଥିଲା ୧୮୭ କେଜି ଗଞ୍ଜେଇ, ମାଡ଼ିବସିଲା ସୁବଳୟା ପୋଲିସ

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ପୋଲିସ ଗୁରୁବାର ସୋନପୁର-ବୀରମହାରାଜପୁର ରାସ୍ତାର ଦୁରଦୁରା ନର୍ସରୀ ନିକଟରୁ ଏକ ପିକଅପରେ ଚାଲାଣ ହେଉଥିବା ୧୮୭ କେଜି ଗଞ୍ଜେଇ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ଗାଁଦାଣ୍ଡରେ ଯୁବକଙ୍କୁ ପିଟି ହତ୍ୟା

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ପିତାମହୁଲ ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ହତ୍ୟାର ଶିକାର ହୋଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri