Posted inଜାତୀୟ

‘ପରିବାର ପକେଟ୍‌ରେ କଂଗ୍ରେସ ସମ୍ପତ୍ତି’

ନୂଆଦିଲ୍ଲୀ,୨୧।୭: କଂଗ୍ରେସ ସଭାପତି ସୋନିଆ ଗାନ୍ଧୀଙ୍କୁ ଗୁରୁବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ପଚରାଉଚରା ପାଇଁ ଡକାଯାଇଛି। ଏହାକୁ ବିରୋଧ କରି କଂଗ୍ରେସ କର୍ମୀମାନେ ସାରା ଦେଶରେ ବିରୋଧ କରିବାକୁ ଯାଉଛନ୍ତି। କଂଗ୍ରେସର ଏହି ପ୍ରତିବାଦକୁ ତାଚ୍ଛଲ୍ୟ କରିଛନ୍ତି ଭାଜପା ନେତା ରବି ଶଙ୍କର ପ୍ରସାଦ। ସେ କହିଛନ୍ତି, ଆଜି ଇଡି ସୋନିଆ ଗାନ୍ଧୀଙ୍କୁ ପଚରାଉଚରା କରିବ। କଂଗ୍ରେସ ସତ୍ୟାଗ୍ରହ କରିବାକୁ ଯାଉଛି। ଏହା ସତ୍ୟାଗ୍ରହ ନୁହେଁ ବରଂ ଏକ ଦୁରାଗ୍ରହ। ପ୍ରକୃତରେ ସେମାନେ ଏହି ମାମଲାରେ ଜାମିନରେ ଅଛନ୍ତି। କଂଗ୍ରେସ ଗୋଟିଏ ପରିବାର ଦଳ ହୋଇ ରହିଯାଇଛି। ଏବେ କଂଗ୍ରେସର ସମ୍ପତ୍ତି ପରିବାରର ପକେଟ୍‌କୁ ଆଣିବାକୁ ଉଦ୍ୟମ କରାଯାଉଛି। ନ୍ୟାଶନାଲ ହେରାଲ୍ଡ ମାମଲାରେ ମଧ୍ୟ ସମାନ ପ୍ରୟାସ କରାଯାଉଛି।
କଂଗ୍ରେସ ଏବଂ ସୋନିଆ ଗାନ୍ଧୀଙ୍କୁ ଟାର୍ଗେଟ୍‌ କରି ରବି ଶଙ୍କର ପ୍ରସାଦ ଆହୁରି ମଧ୍ୟ କହିଛନ୍ତି, ଦିଲ୍ଲୀ, ମୁମ୍ବାଇ, ମୋହାଲିରେ ନ୍ୟାଶନାଲ ହେରାଲ୍ଡର ହଜାରେ କୋଟି ସମ୍ପତ୍ତି ରହିଛି ଏବଂ ଏହାର ତଦନ୍ତ ଚାଲିଛି। ମୋଦିଜୀ ମୁଖ୍ୟମନ୍ତ୍ରୀ ଥିବାବେଳେ ତାଙ୍କୁ ହଇରାଣ କରିବାକୁ ଚେଷ୍ଟା କରାଯାଇଥିଲା। ସେତେବେଳେ ଭାଜପା ବିରୋଧ ପ୍ରଦର୍ଶନ କରିଥିଲା କି? ଏବେ ସୋନିଆ ଏବଂ ରାହୁଲଙ୍କ ପାଇଁ କଂଗ୍ରେସ ଦଳ ଏଭଳି ବିରୋଧ ପ୍ରଦର୍ଶନ କରିବା ତାଙ୍କ ନିରାଶାକୁ ଦର୍ଶାଏ।

 


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

ପାରାଗୁଏକୁ ହରାଇ କ୍ୱାର୍ଟର ଫାଇନାଲରେ ପହଞ୍ଚିଲା ଫ୍ରାନ୍ସ

ଫିଲାଡେଲଫିଆ, ୫ା୭: ପେନାଲ୍ଟି କିକ୍‌ରୁ କିଲିଆନ ଏମ୍‌ବାପେଙ୍କ ଗୋଲ ବଳରେ ରବିବାର ଖେଳାଯାଇଥିବା ରାଉଣ୍ଡ ଅଫ୍‌-୧୬ ମ୍ୟାଚ୍‌ରେ ଫ୍ରାନ୍ସ ୧-୦ ଗୋଲରେ ପାରାଗୁଏକୁ ପରାସ୍ତ କରି କ୍ୱାର୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri