Posted inଜାତୀୟ

ଦ୍ୱିତୀୟ ରାଉଣ୍ଡ ପରେ ପୁଣିଥରେ ଇଡିରେ ହାଜର ହେବେ ସୋନିଆ

ନୂଆଦିଲ୍ଲୀ,୨୭ ।୭: କଂଗ୍ରେସ ନେତା ଓ କର୍ମୀଙ୍କ ଘୋର ବିରୋଧ ପରେ ବି ଅଧ୍ୟକ୍ଷା ସୋନିଆ ଗାନ୍ଧୀ ନ୍ୟାଶନାଲ ହେରାଲ୍ଡ ମାମଲାରେ ପୁଣିଥରେ ବୁଧବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ରେ ହାର ହେବେ । ତାଙ୍କୁ ପଚରା ଉଚରା ପାଇଁ ଇଡିର ପ୍ରଶ୍ନର ତାଲିକା ପ୍ରସ୍ତୁତ ହୋଇ ସାରିଛି । ଇଡିର ଜେରାକୁ ନେଇ କଂଗ୍ରେସ କର୍ମୀ ଦୁଇଦିନ ହେବ ନୂଆଦିଲ୍ଲୀ ସମେତ ଦେଶର କିଛି ରାଜ୍ୟରେ ବିରୋଧ ପ୍ରଦର୍ଶନ କରିଛନ୍ତି ।
ଦିଲ୍ଲୀରେ ହୋଇଥିବା ବିରୋଧ ପ୍ରଦର୍ଶନରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ସଡ଼କ ଉପରେ ବସି ପଡିଥିଲେ । ପରେ ତାଙ୍କୁ ପୋଲିସ ଗିରଫ କରିଥିଲା । ଇନ୍ଦୋରରେ ହୋଇଥିବା ବିରୋଧ ପ୍ରଦର୍ଶନରେ ପୋଲିସ ସହ କଂଗ୍ରେସ କର୍ମୀଙ୍କର ଧସ୍ତାଧସ୍ତି ହୋଇଥିଲା ।
ସୂଚନାଯୋଗ୍ୟ, ନ୍ୟାଶନାଲ ହେରାଲ୍ଡ ମାମଲାରେ ସୋନିଆ ଗାନ୍ଧୀଙ୍କୁ ମଙ୍ଗଳବାର ଦୁଇ ରାଉଣ୍ଡ ପଚରା ଉଚରା ସରିଛି । ବୁଧବାର ତୃତୀୟ ରାଉଣ୍ଡ ପଚରା ଉଚରା କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବିପକ୍ଷରେ ମୈଦାନକୁ ଓହ୍ଲାଇଲେ ‘ଚାଚା ମ୍ୟାଗି ୱାଲା’

ପଟିଆଲା,୩।୨: ପଟିଆଲା ବିଧାନସଭା ଆସନରୁ କ୍ୟାପଟେନ ଅମରିନ୍ଦର ସିଂଙ୍କୁ ଚ୍ୟାଲେଞ୍ଜ କରିବାକୁ ‘ଚାଚା ମ୍ୟାଗି ୱାଲା’ ମୈଦାନରେ ଅଛନ୍ତି। ‘ଚାଚା ମ୍ୟାଗି ୱାଲା’ ନାମରେ ଜଣାଶୁଣା...

‘ସ୍ବାଧୀନତା ସମୟରେ ମୋଦି ପ୍ରଧାନମନ୍ତ୍ରୀ ଥିଲେ, କରତାରପୁର କରିଡର୍‌ ଭାରତରେ ଥାନ୍ତା’

ଚଣ୍ଡିଗଡ,୧୭।୨:ପଞ୍ଜାବ ବିଧାନସଭା ନିର୍ବାଚନ ସମୟରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ଫିରୋଜପୁରରେ ଏକ ନିର୍ବାଚନ ରାଲିରେ ଶାହା କହିଛନ୍ତି, ଯଦି...

ବିବେକ ଓବରୟଙ୍କ ଘର ଉପରେ ଚଢାଉ

ମୁମ୍ବାଇ,୧୫ ।୧୦: ବଲିଉଡ୍ ଅଭିନେତା ବିବେକ ଓବରୟଙ୍କ ଘରେ ବେଙ୍ଗାଲୁରୁ ପୋଲିସ ଦ୍ୱାରା ଚଢାଉ କରାଯାଇଛି । ବେଙ୍ଗାଲୁରୁ ପୋଲିସର ୨ ଜଣ ଇନସ୍‌ପେକ୍ଟର ଗୁରୁବାର...

‘ନେହେରୁ, ଗାନ୍ଧୀ ପରିବାର ପାଇଁ ଦେଶ ବଞ୍ଚିଛି’

ମୁମ୍ବାଇ, ୯ା୫: ଭାରତରେ କରୋନାର ଘାତକ ସଂକ୍ରମଣବେଳେ ବାହାର ଦେଶଗୁଡ଼ିକ ସହାୟତାର ହାତ ବଢ଼ାଇଛନ୍ତି। କିନ୍ତୁ ମୋଦି ସରକାର ଦିଲ୍ଲୀରେ ସେଣ୍ଟ୍ରାଲ ଭିଷ୍ଟା ନିର୍ମାଣ କାର୍ଯ୍ୟ...

କରୋନା ଯୋଗୁ ତୁଟିଲା ବାପ-ପୁଅ ସମ୍ପର୍କ

ଲକ୍ଷ୍ନୌ,୩୧।୫: କରୋନା ସମୟରେ ଅନେକ ଲୋକ ବିଭିନ୍ନ ସ୍ଥିତି ଦେଇ ଗତି କରୁଛନ୍ତି। କେହି ନିଜ ଆତ୍ମୀୟଙ୍କୁ ହରାଇଥିବା ବେଳେ ଆଉ କେହି ନିଜର ଚାକିରି...

ଦୈନିକ ମୃତ୍ୟୁ ସଂଖ୍ୟା ସଂକ୍ରମଣରେ ବ୍ରେକ୍‌…

ନୂଆଦିଲ୍ଲୀ, ୨୩।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...

ଏନ୍‌ପିଆର୍‌-ଏନ୍‌ଆର୍‌ସି ସମ୍ପର୍କ ନାହିଁ

ନୂଆଦିଲ୍ଲୀ,୨୫ା୧୨ (ପି.ଟି./ଆଇଏଏନ୍‌ଏସ୍‌): ଜାତୀୟ ଜନସଂଖ୍ୟା ପଞ୍ଜିକା (ଏନ୍‌ପିଆର୍‌) ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ମଧ୍ୟରେ କିଛି ସମ୍ପର୍କ ନାହିଁ। ତେଣୁ ଏନପିଆର୍‌କୁ ନେଇ ରାଜ୍ୟ...

କରୋନା ଲଢ଼େଇରେ ଅଣ୍ଟା ଭିଡ଼ିଲା ଇସ୍ରୋ: ତିଆରି କଲା ସ୍ବଦେଶୀ ଅକ୍ସିଜେନ୍‌ କନସେନଟ୍ରେଟର..

ନୂଆଦିଲ୍ଲୀ,୧୯।୫: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଏପରିସ୍ଥଳେ ଇସ୍ରୋ କରୋନା ଲଢ଼େଇ ପାଇଁ ଅଣ୍ଟା ଭିଡ଼ିଛି। ଇସ୍ରୋ...

Advertisement
Archives

Model This Week