୫୫ ନମ୍ବର ଜାତୀୟ ରାଜପଥ ଅବରୋଧ

ଢେଙ୍କାନାଳ ଅଫିସ, ୧୩।୭: ଢେଙ୍କାନାଳ ସହର କଲେଜ ବାଇପାସଠାରେ ୫୫ ନମ୍ବର ଜାତୀୟ ରାଜପଥକୁ ବୁଧବାର ସକାଳେ ଅଞ୍ଚଳବାସୀ ଅବରୋଧ କରିଛନ୍ତି। ୫୫ ନମ୍ବର ଜାତୀୟ ରାଜପଥ ମରାମତି କାର୍ଯ୍ୟ ଓ ସଂପ୍ରସାରଣ କାର୍ଯ୍ୟ ବନ୍ଦ ହୋଇ ରାସ୍ତା ବିପଦ ସଙ୍କୁଳ ଅବସ୍ତାରେ ପଡ଼ି ରହିଛି। ଏ ଥିଲାଗି ଦୁର୍ଘଟଣା ବଢୁଥିବା ବେଳେ ବାରମ୍ବାର ବିଭାଗୀୟ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିବା ପରେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଉ ନାହିଁ। ଏହାର ପ୍ରତିବାଦରେ ରାସ୍ତାରୋକୋ କରାଯାଇଛି। ଫଳରେ ରାଜପଥରେ ଯାନବାହାନ ଚଳାଚଳ ବାଧାପ୍ରାପ୍ତ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀରେ ମୁଖ୍ୟମନ୍ତ୍ରୀ, ସ୍ନାନମଣ୍ଡପରେ ଶ୍ରୀଜିଉଙ୍କୁ ଦର୍ଶନ କରି…

ପୁରୀ,୨୯ା୬: ସ୍ନାନପୂର୍ଣ୍ଣିମା ଉପଲକ୍ଷେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁରୀରେ ପହଞ୍ଚିଛନ୍ତି। ସ୍ନାନମଣ୍ଡପରେ ଶ୍ରୀଜିଉଙ୍କ ଦର୍ଶନ ମୁଖ୍ୟମନ୍ତ୍ରୀ ଆଶୀର୍ବାଦ ଭିକ୍ଷା କରିଛନ୍ତି। ଶ୍ରୀଜିଉଙ୍କ ଦର୍ଶନ ପରେ ମୁଖ୍ୟମନ୍ତ୍ରୀଙ୍କ…

ନୋଏଡାରେ ବଡ଼ ଦୁର୍ଘଟଣା: ଏସି ଫାଟିବାରୁ ଲାଗିଲା ନିଆଁ

ନୋଏଡା,୨୯।୬: ସୋମବାର ନୋଏଡାରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ସେକ୍ଟର ୧୧୯ ସ୍ଥିତ ଅରଣ୍ୟ ସୋସାଇଟିର ୨୨ତମ ମହଲାରେ ଥିବା ଏକ ଫ୍ଲାଟରେ ଏକ ଭୟଙ୍କର…

‘ମୁଁ ମୃତ୍ୟୁକୁ ଭୟ କରେ ନାହିଁ; ମୁଁ ଏହି ବର୍ଷ ଫେରିବି’ – ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ବୟାନକୁ ନେଇ ବାଂଲାଦେଶ ରାଜନୀତିରେ ହଇଚଇ

ଢାକା,୨୯।୬: ୨୦୨୪ ମସିହାରେ କ୍ଷମତାରୁ ବହିଷ୍କୃତ ହେବା ପରଠାରୁ ଭାରତରେ ରହୁଥିବା ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଏହି…

ଜର୍ମାନୀ ଜଙ୍ଗଲରେ ଲାଗିଲା ନିଆଁ, ତାପମାତ୍ରା ସର୍ବକାଳୀନ ରେକର୍ଡ

ବର୍ଲିନ,୨୯ା୬(ଏପି): ସମଗ୍ର ୟୁରୋପ ମହାଦେଶ ବର୍ତ୍ତମାନ ଭୟଙ୍କର ଗ୍ରୀଷ୍ମ ପ୍ରବାହ ମଧ୍ୟରେ ସନ୍ତୁଳିତ ହେଉଛି। ପ୍ରବଳ ଗରମ ଯୋଗୁ ଗତ ବୁଧବାର, ଗୁରୁବାର, ଶୁକ୍ରବାର କେବଳ ଫ୍ରାନ୍ସରେ…

ଆଜି ୭ ଜିଲାରେ ଝଡ଼ବର୍ଷା, ସତର୍କତା ଜାରି କରି ପାଣିପାଗ ବିଶେଷଜ୍ଞ କହିଲେ ଜୁନ୍‌ ୩୦ ବେଳକୁ…

ଭୁବନେଶ୍ୱର,୨୯ା୬(ବନ୍ଦନା ସେଠୀ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବାବେଳେ ବିଭିନ୍ନ ଜିଲାରେ କାଳବୈଶାଖୀ ବର୍ଷା ହେଉଛି। ତେବେ ଜୁନ୍‌ ୩୦ ବେଳକୁ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି…

ଆମେରିକା-ଇରାନ ଆଲୋଚନା ପୁଣିଥରେ ଟ୍ରାକରେ; ଶୀଘ୍ର ଖୋଲିବ ହର୍ମୁଜ ପ୍ରଣାଳୀ; କାତାରରେ ଉଭୟ ରାଷ୍ଟ୍ର ଏଥିରେ ସହମତ

ତେହରାନ,୨୯।୬: ଆମେରିକା ଏବଂ ଇରାନ ଆଲୋଚନା ପଥରେ ଫେରିଛନ୍ତି। ଏକ ଶାନ୍ତି ଚୁକ୍ତିନାମା ପରେ, ଦୁଇ ରାଷ୍ଟ୍ର ପରସ୍ପର ଉପରେ ଆକ୍ରମଣ ଆରମ୍ଭ କରିଥିଲେ; ତଥାପି, କାତାରରେ…

ମଣିଷ ହେବା ଏଥର

ଧନୀ ଲୋକଟିଏ ଥିଲା। କପଟ ଓ ଛଳନାକରି ତା’ର ବ୍ୟବସାୟ ଚଲେଇଥିଲା। ଖୁବ୍‌ କମ୍‌ ଦିନ ଭିତରେ ସେ ବିପୁଳ ସମ୍ପତ୍ତି ଅର୍ଜନକଲେ। ଲୋକେ କହିଲେ ଦୋ…

ବାମପନ୍ଥୀରୁ ଦକ୍ଷିଣପନ୍ଥୀ ଆଡ଼କୁ

ଭାରତବର୍ଷରେ ବାମପନ୍ଥୀ ଆନ୍ଦୋଳନ କ୍ରମେ ଦୁର୍ବଳ ହେବାପରି ମନେ ହେଉଛି। ନିକଟରେ ଅନୁଷ୍ଠିତ ୫ ରାଜ୍ୟରେ ବିଧାନସଭା ନିର୍ବାଚନରୁ ଏହା ଜଣାପଡ଼ିଛି। କେରଳ ଥିଲା ଶେଷ ବାମପନ୍ଥୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri