କଟ୍‌ନି ଛଟ୍‌ନିକୁ ନେଇ ଜାତୀୟ ରାଜପଥ ଅବରୋଧ

କେସିଙ୍ଗା,୪ା୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଭାଜପା ପକ୍ଷରୁ ଧାନର କଟ୍‌ନି ଛଟ୍‌ନି, କପାର ଅଭାବୀ ବିକ୍ରି ,ମଦ ଦୋକାନ ଉଚ୍ଛେଦ,ବିଦ୍ୟୁତ୍‌ ଦରଦାମ ବୃଦ୍ଧି ଆଦି ସମସ୍ୟାକୁ ନେଇ ସହରର ଆମ୍ବେଦକର ଛକ,ବଲାଙ୍ଗୀର ଛକ ସମେତ ବିଭିନ୍ନ ଛକରେ ଜାତୀୟ ରାଜପଥ ୨୬କୁ ଗୁରୁବାର ଅବରୋଧ କରିଥିଲେ। ସହରର ସମସ୍ତ ଦୋକାନ ବଜାର, ସ୍କୁଲ, କଲେଜ, ଏନଏସି, ବ୍ଲକ କାର୍ଯ୍ୟାଳୟ ସମେତ ସମସ୍ତ ସରକାରୀ ବେସରକାରୀ କାର୍ଯ୍ୟାଳୟ ସକାଳୁ ବନ୍ଦ ରହିଛି। କେସିଙ୍ଗା ଭବାନୀପାଟଣା, ବଲାଙ୍ଗୀର, ଟିଟିଲାଗଡ଼ ଆଦି ସହରକୁ ସଂଯୋଗ କରୁଥିବା ରାସ୍ତାକୁ ଅବରୋଧ କରିଥିବାରୁ ଯାନବାହନ ଗମନାଗମନ କ୍ଷେତ୍ରରେ ବାଧା ସୃଷ୍ଟି ହୋଇଥିଲା। ଏହି ବନ୍ଦ ପାଳନରେ ଭାଜପାର ପୂର୍ବତନ ଏନ୍‌ଏସିର ଉପାଧ୍ୟକ୍ଷ ଗୋବିନ୍ଦ ବନଛୋର, ପୂର୍ବତନ ନଗର ସଭାପତି ପ୍ରଶାନ୍ତ ବାନାର୍ଜୀ, ଆଇନଜୀବୀ ସନ୍ତୋଷ କୁମାର ଦାଶ, ମଗନ ସିନ୍ଧୁର, ଶିରୋଲ ପଞ୍ଚାୟତର ସମିତିସଭ୍ୟ ପ୍ରଦୀପ ବାଗ,ବଂଶୀପାଣି ସାହା,ବସନ୍ତ କୁମାର ପୁରୋହିତଙ୍କ ସମେତ ଭାଜପାର କର୍ମକର୍ତ୍ତା ଏହି ଆନ୍ଦୋଳନରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ଵର ଅରଡ ବଜାରରେ ଗୁଳିକାଣ୍ଡ, ଦୁଇ ଯୁବକ…

ବାଲେଶ୍ଵର,୨୪।୩( ବାଞ୍ଛାନିଧି ଦେ): ଅଶାନ୍ତ ହୋଇପଡିଛି ବାଲେଶ୍ଵର ସହର । ସହଦେଵଖୁଣ୍ଟା ଥାନା ଅନ୍ତର୍ଗତ ଅରଡ ବଜାର ଅଞ୍ଚଳରେ ପୁଣିଥରେ ଗୁଳିକାଣ୍ଡ ହୋଇଛି। ସୋମବାର ମଧ୍ୟରାତିରେ ଫୁଟିଲା…

ଦୂର ହେବ ଚିନ୍ତା! LPG-Petrol ନେଇ ଭାରତ ଆସୁଛି ଆଉ ୩ ଜାହାଜ, ପାର କଲା Strait of Hormuz

ନୂଆଦିଲ୍ଲୀ,୨୪।୩: ଇରାନ ଏବଂ ଆମେରିକା-ଇସ୍ରାଏଲ ମଧ୍ୟରେ ସଂଘର୍ଷ ଏବଂ ହର୍ମୁଜ ପ୍ରଣାଳୀ ବନ୍ଦ ହେବା ଯୋଗୁ ଦେଖାଦେଇଥିବା ରୋଷେଇ ଗ୍ୟାସର ଅଭାବ ପାଇଁ ଏବେ ଆଶ୍ୱସ୍ତି ଆଶା…

ଲିଙ୍କ୍ ରୋଡ୍ LIC ଅଫିସରେ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା….

କଟକ,୨୪।୩: କଟକ ଲିଙ୍କ୍‌ରୋଡରେ ଥିବା LIC ଅଫିସ୍‌ରେ ଅଗ୍ନିକାଣ୍ଡ । ହୁତୁ ହୁତୁ ହୋଇ ଜଳୁଛି ବିଲ୍ଡିଂ । କେଉଁ ପରିସ୍ଥିତିରେ ନିଆଁ ଲାଗିଲା ତାହା ବର୍ତ୍ତମାନ…

ଯୁଦ୍ଧରେ ରୁଷିଆର ଏଣ୍ଟ୍ରିକୁ ନେଇ ଏମିତି କହିଲା ୟୁକ୍ରେନ, ସଭିଏଁ ଚକିତ!

କ୍ୱିଭ,୨।୪୩: ପଶ୍ଚିମ ଏସିଆରେ କ୍ରମାଗତ ଭାବରେ ବୃଦ୍ଧି ପାଉଥିବା ଉତ୍ତେଜନା ମଧ୍ୟରେ, ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍ସକି ଏକ ପ୍ରମୁଖ ଦାବି କରିଛନ୍ତି। ମଙ୍ଗଳବାର, ଜେଲେନ୍ସକି କହିଛନ୍ତି…

ମିଛ କହୁଥିଲେ ଟ୍ରମ୍ପ! ଇରାନର ଦୁଇ ଏନର୍ଜି ପ୍ଲାଣ୍ଟ ଉପରେ ଏୟାରଷ୍ଟ୍ରାଇକ…..

ନୂଆଦିଲ୍ଲୀ,୨୪।୩:ଗୋଟିଏ ପଟେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସଂଘର୍ଷର ଅନ୍ତ ହେବାର ସଙ୍କେତ ଦେଉଛନ୍ତି । ଅନ୍ୟପଟେ, ଇରାନ ଆକ୍ରମଣ ସମ୍ପର୍କରେ ଏକ ବଡ଼ ଦାବି କରିଛି…

‘ହଁ ଆମେ ଯୁଦ୍ଧ ଶେଷ କରିବୁ…’, ଆମେରିକାକୁ ଇରାନର ସିଧା ଜବାବ, ସାମ୍ନାରେ ରଖିଲା ୨ ବଡ଼ ସର୍ତ୍ତ

ତେହରାନ୍‌,୨୪।୩: ଆମେରିକା ଏବେ ଇରାନ ସହିତ ସଂଘର୍ଷ ସମାପ୍ତ କରିବାକୁ ପ୍ରସ୍ତୁତ। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ ଇରାନ ଆଉ ଯୁଦ୍ଧ କରିବାକୁ…

ପାଡୁଆ ପୋଲିସକୁ ଚ୍ୟାଲେଞ୍ଜ, ବୋଲେରୋ-ବାଇକ ପରେ ଏବେ ସ୍କୁଟି ଚୋରି

ନନ୍ଦପୁର/ପାଡୁଆ,୨୪।୩(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ଥାନା ପୋଲିସକୁ ଗାଡ଼ି ଚୋର ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି । ରବିବାର…

ହାର ମାନିବାକୁ ପ୍ରସ୍ତୁତ ନୁହେଁ ଇରାନ, କେମିତି ହେବ ଶାନ୍ତି ଆଲୋଚନା? ଟ୍ରମ୍ପଙ୍କୁ ଫୋନ ଲଗାଇଲେ ନେତାନ୍ୟାହୁ

ଓ୍ବାଶିଂଟନ,୨୪।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଏକ ଉତ୍କଟ ସ୍ଥିତିରେ ପହଞ୍ଚିଛି। ଗୋଟିଏ ପଟେ, ବେଞ୍ଜାମିନ ନେତାନ୍ୟାହୁ ଜାରି ଆକ୍ରମଣ ବିଷୟରେ କହୁଛନ୍ତି, ଅନ୍ୟପଟେ ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri