Posted inବରଗଡ଼

ପାଳନ ହେଲା ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ

ପଦ୍ମପୁର,୩୦ା୩(ପ୍ରଦୀପ୍ତ ଦାଶ): ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର, ପଦ୍ମପୁରରେ ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ପ୍ରାରମ୍ଭରେ ପ୍ରଧାନ ଆଚାର୍ଯ୍ୟ ଚୈତନ୍ୟ ଭୋଇ ଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଅତିଥି ପରିଚୟ ପ୍ରଦାନ କରିବା ସହିତ ହିନ୍ଦୁ ନବବର୍ଷର ପୌରାଣିକ କଥାବସ୍ତୁ ସହିତ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। କଳ୍ପନାବତୀ ସାହୁ ଗୁରୁମା
ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷର ବିଶେଷତ୍ତ୍ୱ ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ। ସୁଷମା ମେହେର ଗୁରୁମା କାର୍ଯ୍ୟକ୍ରମକୁ ସଂଯୋଜନା କରିଥିବା ବେଳେ ସୁଶ୍ରୀ ମିନତୀ ପଟ୍ଟନାୟକ ଗୁରୁମା ଧନ୍ୟବାଦ ପ୍ରଦାନ କରିଥିଲେ। ସମସ୍ତ ଭଉଣୀ ଭାଇ, ଗୁରୁମା ଗୁରୁଜୀ,ସେବିକାସେବକମାନଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସମାପ୍ତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…

ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା…

କଢ଼ାଗଲା ଝଡ଼ ବତାସରେ ଛିଣ୍ଡିଥିବା ତ୍ରିରଙ୍ଗା: ପୁଣି ଗାନ୍ଧିଛକରେ ଉଡିଲା …

ବରଗଡ଼,୩୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଗାନ୍ଧିଛକରେ ଉଡୁଥିବା ଛିଣ୍ଡା ତ୍ରିରଙ୍ଗାକୁ ମଙ୍ଗଳବାର ଅପସାରିତ କରାଯାଇଛି। ଅପସାରଣ ପରେ ସେଠାରେ ନୂଆ ତ୍ରିରଙ୍ଗା ଉଡୁଛି। ଏଠାରେ ଉଲ୍ଲେଖନୀୟ, ସହର…

ଗାନ୍ଧିଛକରେ ଉଡୁଛି ଛିଣ୍ଡା ତ୍ରିରଙ୍ଗା: ନୂଆ ଲଗାଇବାକୁ ଦାବି, ଦେଖନ୍ତୁ Video

ବରଗଡ,୩୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ସୌନ୍ଦର୍ଯ୍ୟକରଣ ପାଇଁ ସ୍ଥାନୀୟ ଗାନ୍ଧିଛକରେ ସୁଉଚ୍ଛରେ ଜାତୀୟ ପତାକା ତ୍ରିରଙ୍ଗା ଉଡାଯାଇଛି। ତେବେ ଝଡବତାସରେ ଜିଲାର ଉଚ୍ଚତମ ଏହି ତ୍ରିରଙ୍ଗାର କିଛି…

ରାଜ୍ୟ ସଭାରେ ମୋଦି ସରକାରଙ୍କୁ ଘେରିଲେ ଓଡ଼ିଶା ଏମ୍‌ପି: କେନ୍ଦ୍ରୀକରଣ ବଢ଼ିଲେ ସମନ୍ବୟ ନୁହେଁ, ବଢ଼ିବ ସଂଘର୍ଷ

ପଦ୍ମପୁର, ୩୧।୩(ପ୍ରଦୀପ୍ତ ଦାଶ): ରାଜ୍ୟ ସଭା ଏମ୍‌ପି ନିରଞ୍ଜନ ବିଶି କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ (ସାଧାରଣ ପ୍ରଶାସନ) ବିଧେୟକ, ୨୦୨୬ ଉପରେ ଚର୍ଚ୍ଚା କରି ବିଲ୍‌ରେ…

ଶୌଚ ହେବାକୁ ଯାଇଥିଲେ ମଥୁରୀ: ୪ ଦିନ ପରେ ଘଟିଲା…

ମହାକାଳପଡ଼ା, ୩୧ ା ୩ (ପ୍ରତାପ ଚନ୍ଦ୍ର ସ୍ବାଇଁ ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅନ୍ତର୍ଗତ ବାହାରସୋବଳା ମୌଜାର ଅକ୍ଷୟ ରାଉତଙ୍କ ସ୍ତ୍ରୀ ମଥୁରୀ ରାଉତ ଶୁକ୍ରବାର…

ସରକାରୀ ବସ୍‌ଷ୍ଟାଣ୍ଡ୍‌, ମିଳୁନି ମୌଳିକ ସେବା: ଯାତ୍ରୀ ହଟହଟା

ବରଗଡ଼,୩୧।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ବିକଶିତ ହେଉଛି। ରାସ୍ତାଘାଟ ପ୍ରଶସ୍ତୀକରଣ ସହିତ ରାସ୍ତାପାର୍ଶ୍ୱରେ ନୂତନ ଡ୍ରେନ୍‌ ନିର୍ମାଣ କରାଯାଉଛି। ଏଥିପାଇଁ ଅନେକ ଗରିବ ଖଟିଖିଆ ଲୋକଙ୍କୁ ସେମାନଙ୍କ ଉଠା…

ହେମସାଗର ଭୋଇ ହେଲେ ପଦ୍ମପୁର ନୂତନ ଉପଜିଲାପାଳ

ପଦ୍ମପୁର,୩୦।୩( ପ୍ରଦୀପ୍ତ ଦାଶ ): ପଦ୍ମପୁର ଉପଖଣ୍ଡରେ ନୂତନ ଉପଜିଲାପାଳ ଭାବେ ହେମସାଗର ଭୋଇଙ୍କୁ ନିଯୁକ୍ତି ଦିଆଯାଇଛି। ଏନେଇ ଓଡିଶା ସରକାରଙ୍କ ସାଧାରଣ ପ୍ରଶାସନ ଓ ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri