ଗୁଜରାଟରେ କରୋନା ବିସ୍ଫୋରଣ: ଅହମଦାବାଦ ଇନଷ୍ଟିଚ୍ୟୁଟ କ୍ୟାମ୍ପସ କଣ୍ଟେନମେଣ୍ଟ ଜୋନ ଘୋଷଣା

ଗାନ୍ଧିନଗର,୯ ।୫: ଗୁଜରାଟରେ ବେଳକୁ ବେଳ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଅହମଦାବାଦରେ ଥିବା ନ୍ୟାଶନାଲ ଇନଷ୍ଟିଚ୍ୟୁଟ ଅଫ୍ ଡିଜାଇନରେ ୨୪ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ୧୭୮ ଜଣଙ୍କୁ କ୍ୱାରାଣ୍ଟାଇନରେ ରଖାଯାଇଛି । ଏହାକୁ ଦୃଷ୍ଟିରେ ରଖି ଅହମଦାବାଦ ନଗର ନିଗମ ଏନଆଇଡି କ୍ୟାମ୍ପସକୁ ଛୋଟ କଣ୍ଟେନମେଣ୍ଟ ଜୋନ ଘୋଷଣା କରିଛି । ଏନଆଇଡିର ଦୁଇ ଜଣ ଛାତ୍ରଙ୍କ ଅବସ୍ଥା ଗୁରୁତର ରହିଛି । ସେମାନେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ।
ସୂଚନାଯୋଗ୍ୟ, ଗୁଜରାଟର ଶିକ୍ଷାନୁଷ୍ଠାନରେ ଦ୍ୱିତୀୟ ଥର କରୋନା ବିସ୍ଫୋରଣ ସାମ୍ନାକୁ ଆସିଛି ।


Enter your email to get our daily news in your inbox.

All Right Reserved By Dharitri.Com

୧୦ ଦିନରେ ୪୦ ଶିଶୁଙ୍କ ମୃତ୍ୟୁ…

ଲକ୍ଷ୍ନୌ,୩୦।୮: ଉତ୍ତରପ୍ରଦେଶ ଫିରୋଜାବାଦରେ ଭାଇରାଲ ଫିଭର ଏବଂ ଡେଙ୍ଗୁ ଆତଙ୍କ ଦେଖାଦେଇଛି। ଏଥିରେ ଅଧିକ ସଂଖ୍ୟକ ଶିଶୁ ଆକ୍ରାନ୍ତ ହେଉଛନ୍ତି। ଗତ ୧୦ ଦିନ ମଧ୍ୟରେ...

ବାପାଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଯିବା ନେଇ ଝିଅ କହିଲେ…

ଗାନ୍ଧିନଗର,୧୪।୯: ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ଝିଅ ରାଧିକା ତାଙ୍କ ଫେସବୁକ ପୃଷ୍ଠାରେ ଏକ ଭାବପ୍ରବଣ ପୋଷ୍ଟ ଲେଖି ତାଙ୍କ ବାପାଙ୍କ ସଂଘର୍ଷ ବିଷୟରେ ବର୍ଣ୍ଣନା...

ଭୂକମ୍ପ ପ୍ରଭାବିତ ତୁର୍କୀକୁ ସହାୟତାର ହାତ ବଢ଼ାଇଲା ଭାରତ: ଖୁବ୍‌ଶୀଘ୍ର ପଠାଯିବ ରିଲିଫ୍‌ ସାମଗ୍ରୀ, ପିଏମ୍‌ଓ ବୈଠକରେ ନିଷ୍ପତ୍ତି

ନୂଆଦିଲ୍ଲୀ,୬।୨: ତୁର୍କୀରେ ସୋମବାର ଭୋରରୁ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଫଳରେ ସହରର ବହୁ ବଡ଼ ବଡ଼ କୋଠା, ଅଟ୍ଟାଳିକାମାନ ଭୁଷୁଡିପଡ଼ିଛି। ଏହି ଦୁର୍ଘଟଣାରେ...

ଟାଟା ହସ୍ପିଟାଲ ହେବ ଆଇସୋଲେଟେଡ୍‌ ଡାକ୍ତରଖାନା

ଛତ୍ରପୁର,୨୬ା୩(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାକୁ ବାହାର ରାଜ୍ୟରୁ ଆସିଥିବା ୧୫,୩୭୭ ଏବଂ ବିଦେଶରୁ ଆସିଥିବା ୩୭୨ ଜଣଙ୍କର ପ୍ରତ୍ୟହ ସ୍ବାସ୍ଥ୍ୟାବସ୍ଥା ତଦାରଖ କରାଯିବ। ଶୀତଳାପଲ୍ଲୀସ୍ଥିତ ଟାଟା ମେମୋରିଆଲ...

ଅନୀଲ ଦେଶମୁଖଙ୍କୁ ଜାମିନ, ୧୩ ମାସ ପରେ ବି ମୁକୁଳିବା ଆଶା ନୋହିଲା, ରହିବେ ଜେଲରେ…

ମୁମ୍ବାଇ,୧୨।୧୨ : କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ (ସିବିଆଇ) ଦ୍ୱାରା ଦାଖଲ ହୋଇଥିବା ଦୁର୍ନୀତି ମାମଲାରେ ସୋମବାର ବମ୍ବେ ହାଇକୋର୍ଟ ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନୀଲ ଦେଶମୁଖଙ୍କୁ...

ସୁବର୍ଣ୍ଣପୁର ଜିଲା ହେଲା କରୋନା ମୁକ୍ତ: ସମସ୍ତ ୨୯ ସଂକ୍ରମିତ ସୁସ୍ଥ

ସୋନପୁର,୧୩।୬(ନି.ପ୍ର.)-ସୁବର୍ଣ୍ଣପୁର ଜିଲାବାସୀଙ୍କ ପାଇଁ ଖୁସି ଖବର । ଏହି ଜିଲା କରୋନା ମୁକ୍ତ ହୋଇଥିବା ଜିଲାପାଳ ମୋନିଷା ବାନାର୍ଜୀ କହିଛନ୍ତି । ଆଇଟିଆଇସ୍ଥିତ ଜିଲା ଅସ୍ଥାୟୀ...

କଂଗ୍ରେସ ନେତା ପୱନ ଖେରା ଗିରଫ

ନୂଆଦିଲ୍ଲୀ,୨୩।୨: କଂଗ୍ରେସ ନେତା ପୱନ ଖେରାଙ୍କୁ ଆସାମ ପୋଲିସ ଦିଲ୍ଲୀ ବିମାନବନ୍ଦରରେ ଗିରଫ କରିଛି। ଗୁରୁବାର ପୱନ ଅନ୍ୟ ଦଳୀୟ ନେତାଙ୍କ ସହ ରାୟପୁରରେ ଆୟୋଜିତ...

ପୁଣି ଫେରିଲା କରୋନା: ମହାରାଷ୍ଟ୍ର ପରେ କର୍ନାଟକରେ ରାତ୍ରକାଳୀନ କର୍ଫ୍ୟୁ ଜାରି

ବେଙ୍ଗାଲୁରୁ,୨୩।୧୨: ଦେଶର କେତେକ ରାଜ୍ୟରେ ପୁଣି କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ପୂର୍ବରୁ ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ସରକାରଙ୍କ ପକ୍ଷରୁ...

Advertisement
Archives

Model This Week