Posted inଖେଳ

ଜାତୀୟ ଜୁନିୟର ମହିଳା ହକି: ଫାଇନାଲରେ ହରିୟାଣା-ଝାଡ଼ଖଣ୍ଡ

କାକିନାଡା, ୧୦ା୮: ହକି ହରିୟାଣା ଓ ହକି ଝାଡ଼ଖଣ୍ଡ ଉଭୟେ ସମାନ ୩-୦ ଗୋଲ୍‌ରେ ବିଜୟ ହାସଲ କରି ଜାତୀୟ ଜୁନିୟର ମହିଳା ହକି ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି।

ଛତିଶଗଡ଼ ହକି ବିପକ୍ଷ ପ୍ରଥମ ସେମିଫାଇନାଲରେ ଅଧିନାୟକ ଶଶି କାଶା (୮ମ ମିନିଟ)ଏକ ଗୋଲ୍‌ ସ୍କୋର କରି ହରିୟାଣାକୁ ପ୍ରଥମେ ଅଗ୍ରଣୀ କରାଇଥିଲେ। ପରେ ସୁପ୍ରିୟା (୪୫ତମ ଓ ୪୭ତମ) କ୍ରମାଗତ ଦୁଇଟି ଗୋଲ ସ୍କୋର କରି ସେମାନଙ୍କ ଦଳକୁ ୩-୦ ଗୋଲରେ ବିଜୟୀ କରାଇଥିଲେ।

ଦ୍ୱିତୀୟ ସେମିଫାଇନାଲରେ ସ୍ବିଟି ଡୁଙ୍ଗ୍‌ ଡୁଙ୍ଗ୍‌ (୧୩ତମ), ରୀନା କୁଲୁ (୫୬ତମ) ଓ ଅଧିନାୟିକା ରଜ୍‌ନୀ କେର୍‌କେଟା (୫୯ତମ)ଙ୍କ ଗୋଲ ସହାୟତାରେ ଉତ୍ତର ପ୍ରଦେଶକୁ ୩-୦ରେ ହରାଇ ଦେଇଥିଲା ଝାଡ଼ଖଣ୍ଡ। ସୋମବାର ଫାଇନାଲ ମ୍ୟାଚ ଖେଳାଯିବାକୁ ଥିବା ବେଳେ ଛତିଶଗଡ଼ ଓ ଉତ୍ତର ପ୍ରଦେଶ ତୃତୀୟ ସ୍ଥାନ ପାଇଁ ମୁକାବିଲା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟେଷ୍ଟ କ୍ରିକେଟ୍‌କୁ ଫେରିବେ କି ବିରାଟ କୋହଲି, ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୬: ପ୍ରଖ୍ୟାତ ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଆଘାତ ଯୋଗୁ ପଡ଼ିଆରୁ ବାଦ୍‌ ପଡ଼ିଛନ୍ତି। ଏଥିପାଇଁ ସେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ସମ୍ପ୍ରତି ଅନୁଷ୍ଠିତ…

‘ଅଧିକ ଚିନ୍ତା କର ନାହିଁ’, କିଏ ଆଉ କାହିଁକି ଏମିତି କହିଲେ ବୈଭବ ସୂର୍ଯ୍ୟବଂଶୀଙ୍କୁ? ତା’ପରେ ଆସିଲା ଝଡ଼…

ନୂଆଦିଲ୍ଲୀ,୨୨।୬: ବୈଭବ ସୂର୍ଯ୍ୟବଂଶୀ ଜାଣିଥିଲେ ଯେ ଶ୍ରୀଲଙ୍କାରେ ତ୍ରି-ସିରିଜରେ ସମସ୍ତଙ୍କ ନଜର ତାଙ୍କ ଉପରେ ରହିବ। ୧୫ ବର୍ଷୀୟ ବ୍ୟାଟସମ୍ୟାନଙ୍କୁ ଭାରତ ଏ ପାଇଁ ଜଣେ ପ୍ରମୁଖ…

ଟିମ ଇଣ୍ଡିଆକୁ ଘାରିଲାଣି 2026 ଟି-20 ବିଶ୍ୱକପରୁ ବାହାରି ଯିବାର ଭୟ; ଗୋଟିଏ ପରାଜୟ ବଢାଇଲା ଟେନସନ

ନୂଆଦିଲ୍ଲୀ,୨୨।୬: ଜୁନ ୧ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ମ୍ୟାଚରେ ଭାରତ ପରାଜୟ ବରଣ କରିଥିଲା। ଏହି ଫଳାଫଳ ଗ୍ରୁପ ୧ ପଏଣ୍ଟ ଟେବୁଲର ଗତିଶୀଳତାକୁ ସମ୍ପୂର୍ଣ୍ଣ…

ପିତୃ ଦିବସରେ ବାପାଙ୍କୁ ବିଳାସପୂର୍ଣ୍ଣ କାର ଉପହାର ଦେଲେ ଏହି କ୍ରିକେଟର, ଦାମ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୨୨।୬: ଭାରତୀୟ ଟିମର ଇଂଲଣ୍ଡ ଗସ୍ତ ୧ ଜୁଲାଇରୁ ଆରମ୍ଭ ହେବାକୁ ଯାଉଛି। ଏହି ଗସ୍ତ ସମୟରେ, ଇଂଲଣ୍ଡ ଏବଂ ଭାରତ ମଧ୍ୟରେ ପାଞ୍ଚଟି ଟି-୨୦ ମ୍ୟାଚ…

ପ୍ଲେୟାର ଅଫ ଦ ମ୍ୟାଚ ବିବେଚିତ ହେବା ପରେ ସମାଲୋଚକମାନଙ୍କୁ କଡ଼ା ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୨।୬: ଶ୍ରୀଲଙ୍କା ଏ’କୁ ପରାସ୍ତ କରିବା ପରେ ‘ପ୍ଲେୟାର ଅଫ ଦି ମ୍ୟାଚ’ ବିବେଚିତ ବୈଭବ ସୂର୍ଯ୍ୟବଂଶୀ କହିଛନ୍ତି ଯେ ସେ ପ୍ରଥମ ୧୦ ଓଭରର ଫାଇଦା…

ତୁର୍କୀରେ ଇତିହାସ ରଚିଲେ କଳାହାଣ୍ଡି ପୁଅ ଆକାଶ, ଭାରତ ପାଇଁ ଆଣିଲେ…

ଭବାନୀପାଟଣା,୨୨ା୬(ଉତ୍ତମ କୁମାର ଦାଶ): ତୁର୍କୀ ଦେଶର ମରସିନ ସହରରେ ଗତ ୧୮ରୁ ଚାଲିଥିବା ଓ୍ବାଲର୍‌ଡ ଆବିଲିଟିସ୍ପୋର୍ଟ ୟୁଥ୍‌ ଗେମ୍ସ-୨୦୨୬ରେ କଳାହାଣ୍ଡି ପୁଅ ଆକାଶ ରଞ୍ଜନ ମୁଣ୍ଡ ଇତିହାସ…

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

କ୍ରିକେଟ ଇତିହାସରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ: ଯୁବରାଜ ସିଂହଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୯ ବଲ ରୁ ୯୪ ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ ୧୫ ବର୍ଷୀୟ ଖେଳାଳି ଶତକରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri