Posted inଜାତୀୟ

କଳ୍ପନାଜଳ୍ପନା ମଧ୍ୟରେ ଭାଜପାରେ ସାମିଲ ହେବେ କି ନାହିଁ ସ୍ପଷ୍ଟ କଲେ କମଲନାଥ

ଭୋପାଳ,୧୯।୨: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା କମଲନାଥ ସୋମବାର ଭାଜପାରେ ଯୋଗଦେବା ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ସେ ଏକ ନ୍ୟୁଜ୍‌ ଚ୍ୟାନେଲ ମାଧ୍ୟମରେ କହିଛନ୍ତି ଯେ ସେ ଭାଜପାରେ ଯୋଗଦେବେ ନାହିଁ। କମଲନାଥ ଖୁବ୍‌ଶୀଘ୍ର ଏକ ଖବରଦାତା ସମ୍ମିଳନୀ କରିବେ। ଏହାପୂର୍ବରୁ ସେ ଦିଲ୍ଲୀରେ ତାଙ୍କର ଘନିଷ୍ଠ ନେତାଙ୍କ ସହ ଏକ ବୈଠକ କରିଛନ୍ତି। ବୈଠକ ପରେ ସଜ୍ଜନ କୁମାର ଭର୍ମା କହିଛନ୍ତି , କମଲନାଥଙ୍କ ଭାଜପାରେ ସାମିଲ ଦେବା ପ୍ରଶ୍ନ କାଳ୍ପନିକ ଅଟେ।

ଏହାପୂର୍ବରୁ ଭାଜପାରେ ସାମିଲ ହେବା କଳ୍ପନାଜଳ୍ପନା ମଧ୍ୟରେ କମଲନାଥ ଶନିବାର ଦିଲ୍ଲୀରେ ପହଞ୍ଚିଥିଲେ। ସେବେ ସେଠାରେ କହିଥିଲେ, ଯଦି ଏପରି କିଛି ଘଟେ ତେବେ ସେ ପ୍ରଥମେ ଗଣମାଧ୍ୟମକୁ ଏହା ବିଷୟରେ ସୂଚନା ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟ କୋହଲି ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ପରେ ପ୍ରତିକ୍ରିୟା ରଖିଲେ ମହମ୍ମଦ ଶାମି,ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୫।୮: ସାମ୍ପ୍ରତିକ ବର୍ଷଗୁଡ଼ିକରେ, ବିରାଟ କୋହଲି ଆଧ୍ୟାତ୍ମିକତା ପ୍ରତି ଆଗ୍ରହ ଦେଖାଇଛନ୍ତି। ତାଙ୍କୁ ତାଙ୍କ ଆଙ୍ଗୁଠିରେ ପ୍ରାର୍ଥନା ମାଳି ଏବଂ ଏକ ଟାଲି କାଉଣ୍ଟର ସହିତ ଦେଖାଯାଇଛି,…

୨୦୨୭ ବିଶ୍ୱକପ ପାଇଁ ସୁନୀଲ ଗାଭାସ୍କର ବାଛିଲେ ଭାରତୀୟ ଦଳ; ବାଦ ପଡ଼ିଲେ ବଡ଼ ବଡ଼ ନାମ

ନୂଆଦିଲ୍ଲୀ,୫।୮: ଆସନ୍ତା ବର୍ଷ (୨୦୨୭) ହେବାକୁ ଥିବା ଏକଦିବସୀୟ ବିଶ୍ୱକପ ପାଇଁ ଭାରତୀୟ ଦଳରେ କିଏ ସ୍ଥାନ ପାଇବ ସେ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ…

NEET-UG ପ୍ୟାଟର୍ଣ୍ଣରେ ହେବ ବଡ଼ ପରିବର୍ତ୍ତନ, ସୁପ୍ରିମକୋର୍ଟରେ ଯୋଜନାର ରୂପରେଖା ପ୍ରଦାନ କଲେ ସରକାର

ନୂଆଦିଲ୍ଲୀ,୫।୮: ଜାତୀୟ ଡାକ୍ତରୀ ପ୍ରବେଶିକା ପରୀକ୍ଷା, NEET-UGର ଢାଞ୍ଚାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଚାଲିଛି। କେନ୍ଦ୍ର ସରକାର ଏକ ସତ୍ୟପାଠ ମାଧ୍ୟମରେ ସୁପ୍ରିମକୋର୍ଟକୁ ଏହା ଜଣାଇ…

‘ବନ୍ଦେ ମାତରମ୍‌ ନ ଗାଇଲେ କ’ଣ ଆକାଶ ଛିଣ୍ଡି ପଡିବ?’ ରୋକ୍‌ଠୋକ୍‌ ଶୁଣାଇଦେଲେ କୋଲକାତା ହାଇକୋର୍ଟ

କୋଲକାତା,୫।୮: କୋଲକାତା ହାଇକୋର୍ଟ ମଙ୍ଗଳବାର ଦିନ ମଦ୍ରାସାଗୁଡ଼ିକରେ ‘ବନ୍ଦେ ମାତରମ୍’ର ଛଅଟିଯାକ ପଦ ଗାଇବା ବାଧ୍ୟତାମୂଳକ କରିବା ବିରୋଧରେ ଦାୟର ଏକ ଜନସ୍ୱାର୍ଥ ମାମଲା (PIL)ର ଶୁଣାଣି…

୭୫ ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ ପାଇଁ ରହିଛନ୍ତି ଜଣେ ମହିଳା ସୂପରଭାଇଜର-ସିଡ଼ିପିଓ: ଖାଲି ପଦବୀ ପୂରଣ ଦାବି

କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ୧୨ଟି ପଞ୍ଚାୟତରେ ରହିଛି ୬୨ଟି ରାଜସ୍ବ ଗ୍ରାମ। ଶିଶୁ, ଗର୍ଭବତୀ, ପ୍ରସୂତୀ, କିଶୋରୀ ବାଳିକାମାନଙ୍କ ପାଇଁ ସରକାରଙ୍କ…

ଉପନିର୍ବାଚନରେ ପରାଜୟ ପରେ ଆକ୍ସନ ମୋଡକୁ ଆସିଲେ ପିଏମ୍‌ ମୋଦି: ନୀତୀଶ କୁମାର-ଶିବରାଜ ସିଂହଙ୍କୁ…

ନୂଆଦିଲ୍ଲୀ,୫।୮: ମଧ୍ୟପ୍ରଦେଶର ଦତିଆ ଏବଂ ବିହାରର ବାଙ୍କିପୁର ବିଧାନସଭା ଉପନିର୍ବାଚନରେ ଭାଜପା ପ୍ରାର୍ଥୀଙ୍କୁ କଡ଼ା ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ଏହାକୁ ନେଇ ଦଳ ଭିତରେ ତୀବ୍ର…

ଜଣେ ଶିକ୍ଷକରେ ଚାଲିଛି ଶିକ୍ଷାଦାନ: ସମସ୍ୟା ସମାଧାନର ପ୍ରତିଶ୍ରୁତି ଦେଲେ ବିଇଓ

କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ବୋରପଦର ଗ୍ରାମ ପଞ୍ଚାୟତ ବତିକୁପା ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘଦିନ ଧରି ମାତ୍ର ଜଣେ ଶିକ୍ଷକଙ୍କ ଭରସାରେ ପାଠପଢ଼ା ଚାଲିଥିବାରୁ…

ଅନଲାଇନ ପେମେଣ୍ଟବେଳେ ଏକ୍ସଟ୍ରା ଚାର୍ଜ ଲାଗିଲେ କେତେ ଲୋକ ଛାଡିଦେବେ UPI? ସର୍ଭେରେ ବଡ଼ ଖୁଲାସା

ନୂଆଦିଲ୍ଲୀ,୫।୮: ଭାରତରେ ୟୁପିଆଇ (UPI) ଏବେ ଏକ ନୂଆ ପ୍ରସ୍ତାବକୁ ନେଇ ବେଶ ଚର୍ଚ୍ଚାରେ ଅଛି। ପ୍ରକୃତରେ ସରକାର ଡିଜିଟାଲ୍ ପେମେଣ୍ଟ ସହିତ ଜଡ଼ିତ ଆଇନରେ ପରିବର୍ତ୍ତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri