ନ୍ୟାସନାଲ କିକ୍‌ବକ୍ସିଂ ପ୍ରତିଯୋଗିତା: ଗଞ୍ଜାମକୁ ୪ ବ୍ରୋଞ୍ଜ, ଚମକିଲା ଭାଗ୍ୟ

ଗଞ୍ଜାମ,୨୭।୯(ବିଦ୍ୟାଧର ସାହୁ ): ହିମାଞ୍ଚଳ ପ୍ରଦେଶରେ ଅନୁଷ୍ଠିତ ନ୍ୟାସନାଲ ବକ୍ସିଂ ପ୍ରତିଯୋଗିତାରେ ଗଞ୍ଜାମର ୩ ଜଣ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ବିକାଶ କୁମାର ବେହେରା, ଲକ୍ଷ୍ମଣ ଆଚାରୀ, ପ୍ରତୀକ ନାୟକ ଓ ଦେବାଶିଷ ସାହୁ ପ୍ରମୁଖ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି l ୱାକ ଓଡ଼ିଶା ପ୍ରେସିଡେଣ୍ଟ କାର୍ତିକ ଡାକୁଆ, ଗଞ୍ଜାମ ଜିଲା କୋଚ ପ୍ରମୋଦ କୁମାର ଅପାତ, ଦୁର୍ଗା ପ୍ରସାଦ ଦାସ ଏବଂ ଶିବାଜୀ କୁମାର ବେଜଙ୍କ ନେତୃତ୍ୱରେ ଜିଲାର ଚାରିଜଣ ପ୍ରତିଯୋଗୀ ପ୍ରତୀକ ନାହାକ, ଦେବାଶିଷ ସାହୁ, ବିକାଶ ବେହେରା ଏବଂ ଲକ୍ଷ୍ମଣ ଆଚାର୍ଯ୍ୟ ପ୍ରମୁଖ ଶୁକ୍ରବାର ହିମାଞ୍ଚଳ ପ୍ରଦେଶ ଗ୍ରସ୍ତ କରିଥିଲେ । ଉପରୋକ୍ତ ପ୍ରତିଯୋଗୀ ମାନେ ଜୁନିୟର କିକ ବକ୍ସିଂ ପ୍ରତିଯୋଗିତାରେ ଖେଳି ଏହି ସଫଳତା ପାଇଛନ୍ତି। ବର୍ତ୍ତମାନ ଓଡିଶା କିକ୍‌ ବକ୍ସିଂ ହେଡ୍‌କ୍ୱାଟର୍ସ ଅନୁଗୁଳ କ୍ୟାମ୍ପରେ ସେମାନେ ଟ୍ରେନିଂ ନେଉଛନ୍ତି। ଏଠାରୁ ମନୋନୀତ ହୋଇଥିବା ସମସ୍ତ ଖେଳାଳି ଏସିଆନ କିକ୍‌ ବକ୍ସିଂ ପ୍ରତିଯୋଗିତାରେ ଖେଳିବେ ବୋଲି କୋଚ ଅପାତ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ ମାଡ଼ରେ ଯାତ୍ରା ଫିକା, ବିଧାୟକଙ୍କ ଦ୍ୱାରା ‘କବି ସମ୍ରାଟ ରଙ୍ଗମଞ୍ଚ’ ଉଦଘାଟିତ

ଭଞ୍ଜନଗର,୩୦/୪(ବାବୁଲା ପ୍ରଧାନ)-ପୂର୍ବ ଯାତ୍ରା ଅପେକ୍ଷା ଚଳିତ ଯାତ୍ରାକୁ ଅଧିକ ଆକର୍ଷଣୀୟ କରିବା ପାଇଁ ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା କମିଟି ପକ୍ଷରୁ ଅନେକ ପଦକ୍ଷେପ ନିଆଯାଇଛି।…

ଅବସର ନେଲେ କଳାହାଣ୍ଡି ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ, ସାମାଜିକ ସୁରକ୍ଷା ଅଧିକାରୀଙ୍କୁ…

ଭବାନୀପାଟଣା,୩୦।୪(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ହଳଧର ନିଆଲ ଗୁରୁବାର ଚାକିରୀ ଜୀବନରୁ ଅବସର ନେଇଛନ୍ତି। ଏହାପୂର୍ବରୁ ଭବାନୀପାଟଣା ସ୍ଥିତ କାର୍ଯ୍ୟାଳୟରେ ଏହାର…

ମହଙ୍ଗା ପଡିଲା ନିଜ ପିଅନଙ୍କଠାରୁ ଲାଞ୍ଚ ନେବା, ତହସିଲର ବରିଷ୍ଠ କିରାଣୀ ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

ଭବାନୀପାଟଣା,୩୦।୪(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଏମ .ରାମପୁର ତହସିଲର ପୂର୍ବତନ ବରିଷ୍ଠ କିରାଣୀ ହିମାଦ୍ରୀ କୁମାର ପଣ୍ଡା ଗତ ୨୦୧୪ ମସିହାରେ ନିଜ ପିଅନଠୁ ଲାଞ୍ଚ ନେବା…

ଏକ୍‌ଜିଟ୍‌ ପୋଲ୍‌କୁ ନେଇ ମମତାଙ୍କ ବଡ଼ ବୟାନ

କୋଲକାତା,୩୦ା୪: ପଶ୍ଚିମବଙ୍ଗରେ ଏଥର ଭାଜପା ଏବଂ ଟିଏମ୍‌ସି ମଧ୍ୟରେ କଡ଼ା ଟକ୍କର ହେବ ବୋଲି କେତେକ ପୋଲ୍‌ ଏଜେନ୍ସି ଆକଳନ କରିଥିଲାବେଳେ ଭାଜପା ସର୍ବାଧିକ ଆସନ ପାଇ…

TMCର ବଡ଼ ଅଭିଯୋଗ, ‘ବାଲଟ ବକ୍ସ ଖୋଲିବାକୁ ଚେଷ୍ଟା’, ଆସିଲା ସିସିଟିଭି ଫୁଟେଜ!

କୋଳକାତା,୩୦।୪: ବିଧାନସଭା ନିର୍ବାଚନ ପରେ ପଶ୍ଚିମବଙ୍ଗରେ ପୁଣିଥରେ ରାଜନୀତି ଉଷ୍ମ ହୋଇଛି। ନେତାଜୀ ଇଣ୍ଡୋର ଷ୍ଟାଡିୟମ ବାହାରେ ଥିବା ଷ୍ଟ୍ରଙ୍ଗ ରୁମ ସମ୍ମୁଖରେ ଟିଏମସି ନେତା ଶଶି…

୪,୪,୪,୪,୪… ଗୋଟିଏ ଓଭରରେ କ୍ରମାଗତ ୫ଟି ଚୌକା ମାରି ଇତିହାସ ସୃଷ୍ଟି କଲେ ବିରାଟ କୋହଲି, ଏହି ସ୍ବତନ୍ତ୍ର ତାଲିକାରେ ସ୍ଥାନ ପାଇଲେ

ନୂଆଦିଲ୍ଲୀ,୩୦।୪: ଗୁଜରାଟ ଟାଇଟାନ୍ସ ବିପକ୍ଷ ମ୍ୟାଚରେ ବିରାଟ କୋହଲି ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। କାଗିସୋ ରାବାଡାଙ୍କ ଦ୍ୱାରା ବୋଲ୍ଡ ହୋଇଥିବା ଗୋଟିଏ ଓଭରରେ ସେ…

ରାଗ ରଖି ଛୁରୀରେ ବେକ କାଟି ହତ୍ୟା: ଆସିଲା ମାମଲାର ରାୟ,ଅଭିଯୁକ୍ତଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ

ଭବାନୀପାଟଣା,୩୦।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ପରଲସିଙ୍ଗା ଗାଁରେ ଗତ ୨୦୨୪ ରେ ହୋଇଥିବା ଏକ ବର୍ବର ହତ୍ୟାକାଣ୍ଡ ମାମଳାର ରାୟ ଗୁରୁବାର…

ଶ୍ରମିକ କର୍ମଚାରୀମାନଙ୍କୁ ଛଟେଇ କରିବା ନିଷ୍ପତ୍ତିର ପ୍ରତିବାଦ: ପଶ୍ଚିମ ଓଡିଶା ବିଦ୍ୟୁତ ଶ୍ରମିକ ମହାସଂଘ ପକ୍ଷରୁ ବିକ୍ଷୋଭ

ଦେବଗଡ,୩୦ା୪(ଶଶାଙ୍କ ଶେଖର ଝାଙ୍କର): ଖର୍ଚ୍ଚକାଟ ନାମରେ ଶ୍ରମିକ କର୍ମଚାରୀ ମାନଙ୍କୁ ଛଟେଇ କରିବା ନିଷ୍ପତ୍ତିର ପ୍ରତିବାଦରେ ପଶ୍ଚିମ ଓଡିଶା ବିଦ୍ୟୁତ ଶ୍ରମିକ ମହାସଂଘ , ଦେବଗଡ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri