ନ୍ୟାଶନାଲ କିକବକ୍ସିଂ ପ୍ରତିଯୋଗିତା: ଚେନ୍ନାଇ ଗସ୍ତ କଲେ ପାୟଲ-କଳ୍ପଜିତ, ଲକ୍ଷ୍ୟ…

ଗଞ୍ଜାମ,୨୬।୮(ବିଦ୍ୟାଧର ସାହୁ): ୨୭ ରୁ ଆରମ୍ଭ ହେଉଥିବା ନ୍ୟାସନାଲ କିକ ବକ୍ସିଂ ପ୍ରତିଯୋଗିତାରେ ଭାଗ ନେବା ପାଇଁ ଗଞ୍ଜାମ ଜିଲାରୁ ଚାରି ଜଣ ଚେନ୍ନାଇ ଗ୍ରସ୍ତ କରିଛନ୍ତି l କୋଚ ଜି ପ୍ରମୋଦ ଅପାତ ଓ ଦୁର୍ଗା ପ୍ରସାଦ ଦାସଙ୍କ ନେତୃତ୍ୱରେ ଇଂଲିଶ ମିଡ଼ଇମ ଦ୍ୱିତୀୟ ଶ୍ରେଣୀ ଛାତ୍ର କଳ୍ପଜିତ ପାତ୍ର,ତୃତୀୟ ଶ୍ରେଣୀ ଛାତ୍ରୀ ପାୟଲ ନାହାକ, କେ. ବଳରାମ ପାତ୍ର ଓ ଏସ୍‌ ସିଦ୍ଧରlଜ ସୋରୂପ ପ୍ରମୁଖ ନେଶନାଲ କିକ ବକ୍ସିଂ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିବାକୁ ମଙ୍ଗଳବାର ଯାଇଛନ୍ତି। ପାୟଲ ପୁଇଁତୋଳା ପ୍ରଶାନ୍ତ କୁମାର ନାହାକଙ୍କ ଝିଅ ଏବଂ କଳ୍ପଜିତ ହେଉଛନ୍ତି ଗଞ୍ଜାମ ଥାନା ଆଇଆଇସି ସୁମିତ୍ରା ପାତ୍ରଙ୍କ ପୁଅ ବୋଲି ଜଣା ପଡିଛି l ଆସନ୍ତାକାଲି ଅର୍ଥାତ ୨୭ ରୁ ୩୧ ପର୍ଯ୍ୟନ୍ତ ଚାରି ଦିନ ଧରି ପ୍ରତିଯୋଗିତା ଅନୁଷ୍ଠିତ ହେବ ବୋଲି କୋଚ ସୂଚନା ଦେଇଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ଭଙ୍ଗା ଝାଟିମାଟି ଘରେ ରାଘବଙ୍କ ପରିବାର : ସହାୟତା ପାଇଁ… 

କେସିଙ୍ଗା,୬।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କସୃପଡା ଗ୍ରାମର ରାଘ କରୁଆ (୬୦)ଙ୍କ ପରିବାର  ଝାଟିମାଟି ଘରେ ଅସହାୟ ଅବସ୍ଥାରେ ଜୀବନଯାପନ କରି...

ବେଆଇନ ଚୋରା ବାଲି ଚାଲାଣ: ୨ ହାଇୱାକୁ ମାଡିବସିଲା…

ପୋଲିସ।ପାଟଣା,୬।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡା ଫାଣ୍ଡି ପୋଲିସ ସାହାରପଡା ପେଟ୍ରୋଲ ପମ୍ପ ନିକଟରୁ ଶନିବାର ଭୋର ସକାଳୁ ୨ଟି ଚୋରା ବାଲି...

ଧନୁଯାତ୍ରା ପାଇଁ ଶୁଭସ୍ତମ୍ଭ: ପ୍ରସ୍ତୁତି ଜୋରଦାର…

ନୂଆପଡ଼ା,୬ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ଲଖନା ଗାଁରେ ଶୁକ୍ରବାର ୧୭ତମ ଧନୁଯାତ୍ରା ପାଇଁ ନୂତନ କମିଟି ଗଠନ ସହ ଶୁଭସ୍ତମ୍ଭ...

ଫଳ ଦୋକାନ ଉପରକୁ ମାଡିଗଲା ମ୍ୟୁନିସିପାଲଟି ଗାଡି, ମୋବାଇଲ ଫୋନରେ କଥା ହୋଇ…

ବଲାଙ୍ଗୀର,୬।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବସ୍‌ ଟର୍ମିନାଲ ସମ୍ମୁଖରେ ଥିବା ଫଳ ଦୋକାନ ଉପରକୁ ଶନିବାର ସକାଳେ ବଲାଙ୍ଗୀର ମ୍ୟୁନିସିପାଲଟିରେ ରେଜିଷ୍ଟେଶନ ହୋଇଥିବା ସୁଲଭ ଶୌଚାଳୟର...

ଗୃହରକ୍ଷୀବାହିନୀ ପୋଲିସର ଅଭିନ୍ନ ଅଙ୍ଗ: ଜନସାଧାରଣଙ୍କ ହୋଇଛନ୍ତି ଆସ୍ଥାଭାଜନ

ବଲାଙ୍ଗୀର, ୬।୧୨(ସୁନିଲ କୁମାର ମହାନ୍ତି): ଓଡ଼ିଶା ଗୃହରକ୍ଷୀ ବାହିନୀର ୬୩ତମ ପ୍ରତିଷ୍ଠା ଦିବସ ସ୍ଥାନୀୟ ବଲାଙ୍ଗୀର ରିଜର୍ଭ ପୋଲିସ ପରେଡ ପଡିଆଠାରେ ଶନିବାର ପାଳିତ ହୋଇଯାଇଛି...

ବିପୁଳ ଗଞ୍ଜେଇ ଜବତ,  ଜଣଙ୍କ ପରେ ଜଜଙ୍କୁ ମାଡିବସିଲା…

ନୂଆପଡ଼ା,୬ା୧୨ (ମକାରୁ ବେମାଲ): ନୂଆପଡ଼ା ଅବକାରୀ ବିଭାଗ ଶୁକ୍ରବାର ବିଭିନ୍ନ ସ୍ଥାନରେ ଚଢାଉ କରି ବିପୁଳ ପରିମାଣ ଗଞ୍ଜେଇ ଜବତ ସହ ୬ ଜଣଙ୍କୁ ଗିରଫ...

ବାଇକ୍‌ ଚାଳକଙ୍କ ଉପରେ ମାଡ଼ିଗଲା ଟ୍ରଲର: ଜାତୀୟ ରାଜପଥ ରକ୍ତଚଞ୍ଜିତ

ବଣାଇଁ, ୬।୧୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ଗମଲେଇ ନିକଟ ୧୪୩ ନମ୍ବର ଜାତୀୟ ରାଜପଥରେ କିଛି ସମୟ ପୂର୍ବରୁ ଘଟିଛି ଏକ ମର୍ମନ୍ତୁଦ...

ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ

ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri