ଦିଗପହଣ୍ଡି କୋର୍ଟରେ ରାଷ୍ଟ୍ରୀୟ ଲୋକ ଅଦାଲତ: ୫୭ ମାମଲାର ଫଇସଲା

ଦିଗପହଣ୍ଡି,୯|୫(ଅଶେଷ ନାଥ ମିଶ୍ର) ରାଜ୍ୟ ଆଇନ ସେବା ପ୍ରାଧିକରଣ କର୍ତ୍ତୃପକ୍ଷ ଙ୍କ ଆନୁକୂଲ୍ୟରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ଶନିବାର ସ୍ଥାନୀୟ କୋର୍ଟ ପରିସରରେ  ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି।କମିଟି ଅଧ୍ଯକ୍ଷା ତଥା ସିଭିଲ କୋର୍ଟ ସିନିୟର ଡିଭିଜନର  ମାଜିଷ୍ଟ୍ରେଟ ମହାଶ୍ୱେତା ପରିଜା , ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତର ମାଜିଷ୍ଟ୍ରେଟ ନିଳିମା ଷଡଙ୍ଗୀଙ୍କ ଉପସ୍ଥିତିରେ ୫୬  ଟି ଫୌଜଦାରୀ ମାମଲା ଏବଂ ଗୋଟିଏ ଦେୱାନି ମାମଲାର ଫଇସଲା କରାଯାଇଥିଲା। ସରକାରୀ ଓକିଲ ହେମନ୍ତ କୁମାର ପାଣିଗ୍ରାହୀ, ବିଚାର ବିଭାଗୀୟ କର୍ମଚାରୀ ପ୍ରଦୀପ କୁମାର ଶତପଥି, ଶିବରାମ ସାହୁ  ,ଅଞ୍ଜଳି ମହାରଣା, ପ୍ରଦୀପ କୁମାର ପୁରୋହିତ, ସଂଗ୍ରାମ କେଶରୀ ପଣ୍ଡା, ଅଶ୍ବିନୀ କୁମାର ପଟ୍ଟନାୟକ, ରୁଦ୍ର ପ୍ରସାଦ ତାଣ୍ଡିଆ,ପିଲଚୁ ହେମ୍ବ୍ରମ , ପପୁନ୍ ମହାରଣା, ଆକାଶ କୁମାର ପାଢ଼ୀ, କାଳିଆ ନାୟକଙ୍କ ସମେତ ବହୁ ଆଇନଜୀବି ଉପସ୍ଥିତ ରହି ଅଦାଲତ ପରିଚାଳନାରେ ସହଯୋଗ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ହତ୍ୟାକାଣ୍ଡ: ମୁଖ୍ୟ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର କଲା ପୋଲିସ

ପୁରୀ,୨୪ା୬(ଅଜିତ କୁମାର ମହାନ୍ତି): ପୁରୀରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବଳିଆପଣ୍ଡା ଥାନା ଅଞ୍ଚଳରେ ଜଣେ ହୋଟେଲ ମାଲିକଙ୍କୁ ବୀଭତ୍ସ ହତ୍ୟା…

ହ୍ରାସ ପାଉଛି ଜମିର ଉର୍ବରତା: ଜୈବିକ ପଦ୍ଧତିରେ ଚାଷ କରିବାକୁ ଆହ୍ବାନ

ଦାରିଙ୍ଗବାଡ଼ି,୨୪ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟ ପରିସରରେ ବିକାଶର ଧାରା ଓଡ଼ିଶା ସାରା କାର୍ଯ୍ୟକ୍ରମର ଶେଷ ଦିବସ ଅବସରରେ ବିଡିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ…

ଅବସରର ସପ୍ତାହେ ପୂର୍ବରୁ ଗିରଫ ହେଲେ ନିର୍ବାହୀ ଯନ୍ତ୍ରୀ: ୨ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ମାଡ଼ିବସିଲା ଭିଜିଲାନ୍ସ

ରାୟଗଡା,୨୪।୬: ରାୟଗଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ବାହୀ ଯନ୍ତ୍ରୀ ପ୍ରସନ୍ନ ପଟ୍ଟନାୟକ ଗିରଫ କରିଛି। ଭିଜିଲାନ୍ସ। ୨ ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଥିଲେ ପ୍ରସନ୍ନ। କାର୍ଯ୍ୟ…

ବନ୍ଦ ହୋଇଯିବ ବରଗଡ଼ ସିମେଣ୍ଟ କାରଖାନା, ତେଜିଲା ଅସନ୍ତୋଷ

ବରଗଡ଼,୨୪ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ସିମେଣ୍ଟ କାରଖାନା ଆସନ୍ତା ଅଗଷ୍ଟ ୧୯ରୁ କାରଖାନା ସମ୍ପୂର୍ଣ୍ଣ ବନ୍ଦ ହୋଇଯିବ। କାରଖାନା କର୍ତ୍ତୃପକ୍ଷ ଏ ନେଇ ଗତ ୧୯ ତାରିଖ ଭାରତ…

ଭାଜପା ବୁଥ୍‌ ସଭାପତିଙ୍କୁ ବିଚ୍‌ ରାସ୍ତାରେ ନିର୍ମମ ହତ୍ୟା: କାଠ ଫାଳିଆରେ ବାଡେଇ ବାଡେଇ ମାରିଦେଲେ…

ମହାକାଳପଡ଼ା,୨୪।୬( ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ସ୍ଥାନୀୟ ରାମନଗର ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ…

ଗୁରୁ-ଶିଷ୍ୟ ସମ୍ପର୍କରେ କଳଙ୍କ: ଟ୍ୟୁସନ ବାହାନାରେ ନାବାଳକଙ୍କୁ ବଳାତ୍କାର କରି ଫସିଲେ ଶିକ୍ଷକ, ପୂରା ଘଟଣା ଜାଣିଲେ…

କଟକ,୨୪।୬(ପ୍ରଭୁ କଲ୍ୟାଣ ପାଲ): ଅପ୍ରାକୃତିକ ଯୌନ ଲାଳସା ହେଲା କାଳ। ନାବାଳକଙ୍କୁ ବଳାତ୍କାର କରି ଫସିଲେ ଉର୍ଦ୍ଦୁ ଶିକ୍ଷକ। ଟ୍ୟୁସନ ବାହାନାରେ ନାବାଳକକୁ ବାରମ୍ବାର ପକାଉଥିଲେ ଲୋଲୁପ…

ଦୁର୍ବୃତ୍ତଙ୍କ ଟାର୍ଗେଟରେ ମନ୍ଦିର; ରାମ ମନ୍ଦିର ହୁଣ୍ଡି ତାଡ଼ି ଲକ୍ଷାଧିକ ଟଙ୍କା ଚୋରି

ଛତ୍ରପୁର, ୨୪।୬ (ଦିଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ନିକଟରେ ଅବସ୍ଥିତ ଶ୍ରୀରାମ ମନ୍ଦିର ହୁଣ୍ଡିରୁ ଲକ୍ଷାଧିକ ଟଙ୍କା ବୁଧବାର ସକାଳେ ଚୋରି…

ସ୍ବାମୀ ସ୍ମାର୍ଟ ଚାଷୀ, ସ୍ତ୍ରୀ ରୋଲ ମଡେଲ: ମଫସଲରେ ସଫଳ ସ୍ମାର୍ଟ ଫାର୍ମିଂ

ବଲାଙ୍ଗୀର,୨୪ା୬(ବୀରେନ୍ଦ୍ର କୁମାର ଝାଙ୍କର): ଚାଷୀ ଦମ୍ପତିଙ୍କ କଠିନ ପରିଶ୍ରମ, ଗଭୀର ଆତ୍ମବିଶ୍ୱାସ ଏବଂ ସରକାରୀ ଯୋଜନାଗୁଡ଼କର ଉପଯୁକ୍ତ ସମନ୍ବୟ ଏବେ ବଲାଙ୍ଗୀର ଜିଲାରେ ସ୍ବାବଲମ୍ବନ ଓ ସଫଳତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri