ଦିଗପହଣ୍ଡି କୋର୍ଟରେ ରାଷ୍ଟ୍ରୀୟ ଲୋକ ଅଦାଲତ, ୮୦ ମାମଲାର ଫୈସଲା

ଦିଗପହଣ୍ଡି,୧୩।୧୨,(ଅଶେଷ ନାଥ ମିଶ୍ର): ରାଜ୍ୟ ଆଇନ ସେବା ପ୍ରାଧିକରଣ କର୍ତ୍ତୃପକ୍ଷଙ୍କ ଆନୁକୂଲ୍ୟରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ଶନିବାର ସ୍ଥାନୀୟ କୋର୍ଟ ପରିସରରେ ୪ ର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। କମିଟି ଅଧ୍ୟକ୍ଷା ତଥା ସିଭିଲ କୋର୍ଟ ସିନିୟର ଡିଭିଜନର ମାଜିଷ୍ଟ୍ରେଟ ମହାଶ୍ୱେତା ପରିଜା ବିଦ୍ୟୁତ ବିଭାଗ ଟିପିଏସଓଡିଏଲ ପକ୍ଷରୁ ପଞ୍ଜୀକୃତ ୫୧ ଟି ମାମଲାର ଚୂଡାନ୍ତ ଶୁଣାଣି କରି ୬ ଲକ୍ଷ ୫୧ ହଜାର ୨୪୯ ଟଙ୍କା ଆଦାୟ କରାଯାଇଥିବା ବେଳେ ବିଭିନ୍ନ ବ୍ୟାଙ୍କ ପକ୍ଷରୁ ଆଗତ ୨୧ ଟି ଋଣ ସମ୍ପର୍କିତ ମାମଲାର ଫୈସଲା କରାଯାଇ। ୪ ଲକ୍ଷ ୫୨ ହଜାର ୫ ଶହ ଟଙ୍କା ଆଦାୟ କରାଯାଇଥିଲା। ସେହିପରି ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତର ମାଜିଷ୍ଟ୍ରେଟ ନିଳିମା ଷଡଙ୍ଗୀ ୮ଟି ଫୌଜଦାରୀ ମାମଲାର ଫୈସଲା କରିଥିଲେ। ସରକାରୀ ଓକିଲ ନକୁଳ ପ୍ରଧାନ, ବିଚାର ବିଭାଗୀୟ କର୍ମଚାରୀ ପ୍ରଦୀପ କୁମାର ଶତପଥି ,ଅଞ୍ଜଳି ମହାରଣା, ପ୍ରଦୀପ କୁମାର ପୁରୋହିତ, ସଂଗ୍ରାମ କେଶରୀ ପଣ୍ଡା, ଅଶ୍ବିନୀ କୁମାର ପଟ୍ଟନାୟକ, ରୁଦ୍ର ପ୍ରସାଦ ତାଣ୍ଡିଆ,ପିଲଚୁ ହେମ୍ବ୍ରମ, କେ. ନୋକେୟା , କାଳିଆ ନାୟକ, ବିକ୍ରମ ବେହେରାଙ୍କ ସମେତ ବହୁ ଆଇନଜୀବି ଉପସ୍ଥିତ ରହି ଅଦାଲତ ପରିଚାଳନାରେ ସହଯୋଗ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଇସାରାରେ ନାଚିବ ଚାଇନା? ବଡ଼ ବିବୃତ୍ତି ଜାରି – ଷ୍ଟ୍ରେଟ ଅଫ ହର୍ମୁଜ ଦଖଲ କରିବାକୁ ଧମକ; ଘଟିବ କିଛି ବଡ଼ ଘଟଣା…

ଓ୍ବାଶିଂଟନ,୧୬।୩: ଫାଇନାନ୍ସିଆଲ ଟାଇମ୍ସ (FT) ସହିତ ଏକ ସାକ୍ଷାତକାରରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ଉପରେ ସିଧାସଳଖ ଚାପ ପକାଇଛନ୍ତି। ସେ କହିଛନ୍ତି ଯେ ଷ୍ଟ୍ରେଟ…

ପାରାଦୀପରୁ ଫେରିଲେ ବିଧାୟକ: ରାଜ୍ୟ ସଭା ନିର୍ବାଚନ ପାଇଁ ଭୋଟିଂ ଆରମ୍ଭ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି। ବିଧାନସଭା ୫୪ ନଂ ପ୍ରକୋଷ୍ଠରେ ଚାଲିଛି ଭୋଟିଂ। ଅପରାହ୍ଣ ୪ଟା ଯାଏ ଚାଲିବ ମତଦାନ। ୫ଟାରେ…

IPL 2026 ବଡ଼ ଧମାକା କରିବେ ବୈଭବ ସୂର୍ଯ୍ୟବଂଶୀ! ଟୁର୍ନାମେଣ୍ଟ ଆରମ୍ଭ ପୂର୍ବରୁ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୧୬।୩: ଭାରତୀୟ କ୍ରିକେଟର ଉଦୀୟମାନ ଯୁବ ତାରକାଙ୍କ ମଧ୍ୟରୁ ଜଣେ ବୈଭବ ସୂର୍ଯ୍ୟବଂଶୀ ଏବେ ଏକ ପ୍ରମୁଖ ଲକ୍ଷ୍ୟ ସହିତ 2026 IPL ସିଜିନରେ ଆରମ୍ଭ କରିବାକୁ…

ଅସ୍ବାଭାବିକ ଋତୁ ପରିବର୍ତ୍ତନ ଜୀବଜଗତର ଆଚରଣ ବଦଳାଉଛି

ଓ୍ବାଶିଂଟନ୍‌ ,୧୬ା୩: ଜଳବାୟୁ ପରିବର୍ତ୍ତନ ଏବେ ବିଶ୍ୱ ସମାଜ ପାଇଁ ସବୁଠୁ ଚିନ୍ତାଜନକ ହୋଇପଡ଼ିଛି। ଜଳବାୟୁ ପରିବର୍ତ୍ତନର ଦୀର୍ଘସୂତ୍ରୀ ପ୍ରଭାବ ମାନବ ସମାଜ ପାଇଁ କେତେ ଅନିଷ୍ଟକର,…

ଆରାବଳୀ ସଂଜ୍ଞା ନିର୍ଦ୍ଧାରଣ ପାଇଁ ୧୦ ଜଣିଆ ବିଶେଷଜ୍ଞ କମିଟି

ନୂଆଦିଲ୍ଲୀ,୧୬ା୩(ପି.ଟି.): ଆରାବଳୀ ପର୍ବତମାଳାର ସାର୍ବଜନିକ ସଂଜ୍ଞା ନିର୍ଦ୍ଧାରଣ ପାଇଁ ୧୦ ଜଣିଆ ଉଚ୍ଚ କ୍ଷମତାସମ୍ପନ୍ନ ବିଶେଷଜ୍ଞ କମିଟି ଗଠନ ନିମନ୍ତେ କେନ୍ଦ୍ରୀୟ କ୍ଷମତାପ୍ରାପ୍ତ କମିଟି ଦେଇଥିବା ପ୍ରସ୍ତାବ ଉପରେ…

SCB ଅଗ୍ନିକାଣ୍ଡ: ମୃତକଙ୍କ ମିଳିଲା ପରିଚୟ

କଟକ,୧୬।୩: SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବାବେଳେ ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଏହି ଅଗ୍ନିକାଣ୍ଡରେ ୧୦…

ନକଲି ପୋଲିସକୁ ଧରିଲା ଅସଲି ପୋଲିସ: ଓଡ଼ିଶା ପୋଲିସ ଲେଖାଥିବା ଡ୍ରେସ୍ ପିନ୍ଧି…

ଅତାବିରା,୧୬ା୩(ଯୁଧିଷ୍ଠିର ମହାପାତ୍ର):ଅତାବିରା ଥାନା ଅନ୍ତର୍ଗତ ହୀରାକୁଦ ଜଳଭଣ୍ଡାର ଅଞ୍ଚଳରେ ରବିବାର ନକଲି ପୋଲିସ ଭାବରେ ବୁଲୁଥିବା ଜଣେ ବ୍ୟକ୍ତିଙ୍କୁ ସ୍ଥାନୀୟ ପୋଲିସ ଗିରଫ କରିଛି। ଗିରଫ ନକଲି…

ଡେପୁଟେସନ ନୁହେଁ, ସ୍ଥାୟୀ ଶିକ୍ଷକ ଦରକାର: ଆନ୍ଦୋଳନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୧୬।୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନ ବିରିକୋଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ସୃଷ୍ଟି ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri