Posted inଜାତୀୟ

ବିଭ୍ରାନ୍ତିକର ବିଜ୍ଞାପନକୁ ନେଇ ‘ପତଞ୍ଜଳି’କୁ ଅଦାଲତ ଅବମାନନା ନୋଟିସ୍‌

ନୂଆଦିଲ୍ଲୀ,୨୭।୨: ଯୋଗଗୁରୁ ରାମଦେବଙ୍କ ଅଡ଼ୁଆ ବଢ଼ିଛି। ପତଞ୍ଜଳି ଆୟୁର୍ବେଦ ଏବଂ ଏହାର ପରିଚାଳନା ନିର୍ଦ୍ଦେଶକ ଆଚାର୍ଯ୍ୟ ବାଲକ୍ରିଷ୍ଣାଙ୍କୁ ସୁପ୍ରିମକୋର୍ଟ ମଙ୍ଗଳବାର ଅଦାଲତ ଅବମାନନା ନୋଟିସ ଜାରି କରିଛନ୍ତି। ପୂର୍ବରୁ ଉତ୍ପାଦଗୁଡ଼ିକ ଉପରେ ବିଭ୍ରାନ୍ତିକର ବିଜ୍ଞାପନ ବନ୍ଦ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏହାସତ୍ତ୍ୱେ ପତଞ୍ଜଳି ଏହାର ଅବମାନନା କରିଥିଲା। ଏଣୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଉକ୍ତ ସଂସ୍ଥା ଏହାର ଔଷଧୀୟ ଉତ୍ପାଦ ଉପରେ ବିଜ୍ଞାପନ ଦେବାରୁ ବିରତ ରହିବାକୁ ଜଷ୍ଟିସ୍‌ ହିମା କୋହଲି ଏବଂ ଏ. ଅମନୁଲ୍ଲାଙ୍କ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଭୁଲ୍‌ ବିଜ୍ଞାପନ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇ ନ ଥିବାରୁ ଖଣ୍ଡପୀଠ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି। ସରକାର ଆଖି ବନ୍ଦ କରି ବସିଥିବା ଅଦାଲତ କହିଛନ୍ତି।

କହିରଖୁଛୁ, କୋଭିଡ୍‌ ଟିକାକରଣ ବିରୋଧରେ ପତଞ୍ଜଳି ଗ୍ରୁପ୍‌ ମିଥ୍ୟା ପ୍ରଚାର ଚଳାଇଥିବା ନେଇ ଆଇଏମ୍‌ଏ ପିଟିଶନର ଶୁଣାଣି କରି ଗତବର୍ଷ ନଭେମ୍ବରରେ ସର୍ବୋଚ୍ଚ ଅଦାଲତ ବିଭ୍ରାନ୍ତିକର ବିଜ୍ଞାପନକୁ ନିୟନ୍ତ୍ରଣ କରିବା ନିମନ୍ତେ ପ୍ରସ୍ତାବ ଦେବାକୁ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏଥିସହ ପତଞ୍ଜଳି ସମସ୍ତ ମିଥ୍ୟା ଓ ବିଭ୍ରାନ୍ତିକର ବିଜ୍ଞାପନ ତୁରନ୍ତ ବନ୍ଦ କରିବା ପାଇଁ କୋର୍ଟ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri