ଅଙ୍ଗ ଦାନ କରିବେ ବଲିଉଡର ରକ୍‌ଷ୍ଟାର ରଣବୀର କପୁର

ମୁମ୍ବାଇ, ୨୯।୧୧-ଅଙ୍ଗ ଦାନ କରିବେ ବଲିଉଡର ରକଷ୍ଟାର ରଣବୀର କପୁର। ନଭେମ୍ବର ୨୭ରେ ଜାତୀୟ ଅଙ୍ଗ ଦାନ ଦିବସରେ ଅମର ଗାନ୍ଧୀ ଫାଉଣ୍ଡେସନ ପକ୍ଷରୁ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରଣବୀର ଏହି ଘୋଷଣା କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ଅଙ୍ଗଦାନ କରିବାକୁ ମୁଁ ନିଷ୍ପତ୍ତି ନେଇଛି । ମୋର ଏହି ପଦକ୍ଷେପ ନିଶ୍ଚିନ୍ତ ରୂପେ ଜଣେ କିମ୍ବା ଦୁଇ ଜଣ ବ୍ୟକ୍ତିଙ୍କ ଜୀବନରେ ପରିବର୍ତ୍ତନ ଆଣିବ। ତାଙ୍କର ଏହି ପଦକ୍ଷେପକୁ ତାଙ୍କ ପ୍ରଶଂସକମାନେ ଖୁବ୍‌ ପ୍ରଶଂସା କରିଛନ୍ତି। ଅନ୍ୟପକ୍ଷରେ ରଣବୀରଙ୍କ ଏହି ନିଷ୍ପତ୍ତି ଉପରେ ତାଙ୍କ ଗାର୍ଲଫ୍ରେଣ୍ଡ ଆଲିଆ ଭଟ୍ଟ ମତ ରଖି କହିଛନ୍ତି, ସାଧାରଣ ଲୋକଙ୍କ ମନରେ ଅଙ୍ଗଦାନକୁ ନେଇ ସଚେତନତା ସୃଷ୍ଟି କରିବା ନିହାତି ଜରୁରୀ। ଫଳରେ ସ୍ବାସ୍ଥ୍ୟ କ୍ଷେତ୍ରରେ ବିରାଟ ପରିବର୍ତ୍ତନ ଆସିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଜୁ ବୁଦାରେ ଝୁଲୁଛି ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ମୃତଦେହ: ଖେଳିଗଲା ଚାଞ୍ଚଲ୍ୟ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନା ଅନ୍ତର୍ଗତ ରାଉତରାପୁର ପଞ୍ଚାୟତର ନୂଆସାହି ଗ୍ରାମରେ ଜଣେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ମିଳିବା ଘଟଣାକୁ ନେଇ…

ରୁଷିକୁଲ୍ୟାରୁ କମୁଛି ଜଳସ୍ତର: ଟଳିଲା ବନ୍ୟା ଆଶଙ୍କା

ପୁରୁଷୋତ୍ତମପୁର, ୨୬।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତର ପ୍ରଭାବରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ଗତ ଚାରିଦିନ ଧରି ଲଗାଣ ବର୍ଷା ଜାରି…

ପ୍ରଶାନ୍ତ କିଶୋରଙ୍କୁ ଜୋରଦାର ଝଟ୍‌କା: ପ୍ରାର୍ଥୀ ଘୋଷଣାର ୨୪ ଘଣ୍ଟାରେ…

ପାଟନା,୨୬।୯: ବିହାର ବିଧାନ ପରିଷଦ ନିର୍ବାଚନ ପୂର୍ବରୁ ପ୍ରଶାନ୍ତ କିଶୋରଙ୍କ ଦଳ ଜନ ସୁରଜକୁ ଝଟକା ଲାଗିଛି। ତିରହୁତ ଶିକ୍ଷକ ନିର୍ବାଚନମଣ୍ଡଳୀ ପାଇଁ ଦଳର ପ୍ରାର୍ଥୀ ଘୋଷଣା…

ଭଜନ କ୍ଲବିଂରେ ସାମିଲ ପ୍ରଧାନମନ୍ତ୍ରୀ ମୋଦି: ରାମ ଭଜନରେ ବଜାଇଲେ ଡଫଲି

ନୂଆଦିଲ୍ଲୀ,୨୬।୯: ଦିଲ୍ଲୀର ଦୀନ ଦୟାଲ ଉପାଧ୍ୟାୟ ପାର୍କରେ ଆୟୋଜିତ ‘ଭଜନ କ୍ଲବିଂ’ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ୧୧୦ତମ ଜୟନ୍ତୀ…

ରାହୁଙ୍କ ଘରେ ଶୁକ୍ରଙ୍କ ପ୍ରବେଶ: ଆଜିଠୁ ଆରମ୍ଭ ହେଲା ୩ ରାଶିଙ୍କ ଗୋଲଡେନ୍‌ ଟାଇମ୍‌, ଜାଣନ୍ତୁ ସେହି ଭାଗ୍ୟଶାଳୀ ରାଶି କିଏ…

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଙ୍କୁ ପ୍ରେମ, ସୌନ୍ଦର୍ଯ୍ୟ, ଧନ, ଐଶ୍ୱର୍ଯ୍ୟ ଏବଂ ଭୌତିକ ସୁଖ-ସୁବିଧାର କାରକ ଗ୍ରହ ଭାବେ ମନେ କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁସାରେ ଶୁକ୍ରଙ୍କ ଶୁଭ…

ଦୁର୍ଗାପୂଜା ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ବଡ଼ ଖୁସି! ଜାଣନ୍ତୁ କେତେ ପ୍ରତିଶତ ବଢ଼ିବ DA

ନୂଆଦିଲ୍ଲୀ,୨୬।୯: ଯଦି ଆପଣ କିମ୍ବା ଆପଣଙ୍କ ପରିବାରର କେହି କେନ୍ଦ୍ର ସରକାରୀ କର୍ମଚାରୀ (Central Government Employee) କିମ୍ବା ପେନସନଭୋଗୀ ଅଛନ୍ତି, ତେବେ ପାର୍ବଣ ଋତୁରେ ଆପଣଙ୍କ…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଢିଲା ଟେନ୍‌ସନ୍‌: ଲାଗିଲା ପୁଣି ଝଟକା

ନୂଆଦିଲ୍ଲୀ,୨୬।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମଇଦାନକୁ ଫେରିବା ଅପେକ୍ଷା ଆହୁରି ଲମ୍ବା ହୋଇଛି। ୱେଷ୍ଟଇଣ୍ଡିଜ ବିପକ୍ଷ ଘରୋଇ ଦିନିକିଆ ସିରିଜ୍‌ରୁ ବାଦ…

ଅଧିକାରୀଙ୍କ ପାଇଁ ଏଆଇ

ଭାରତର ପ୍ରଶାସନିକ ବ୍ୟବସ୍ଥାରେ ପରବର୍ତ୍ତୀ ବଡ଼ ପରିବର୍ତ୍ତନ ହୁଏତ ଅନ୍ୟ କୌଣସି କ୍ୟାଡର୍‌ ସଂସ୍କାର କିମ୍ବା ନୂଆ ନିୟମାବଳୀ ମାଧ୍ୟମରେ ଆସି ନ ପାରେ। ବରଂ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?