କେସିଙ୍ଗାରେ ଜାତୀୟ ପଞ୍ଚାୟତିରାଜ ଦିବସ

କେସିଙ୍ଗା,୨୪ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପରିସରରେ ବ୍ଲକସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ବ୍ଲକ ପରିସରରେ ମଧ୍ୟରେ ଗୁରୁବାର ମହାସାମାରୋହ ପାଳିତ ହୋଇଯାଇଛି। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତି ଯୋଗଦେଇ ଉଦ୍‌ଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବେ କେସିଙ୍ଗା ତହସିଲଦାର ପ୍ରଶାନ୍ତି ପ୍ରଧାନ, ବିଡିଓ ଜନ୍ମେଜୟ ସ୍ବାଇଁ, ଅତିରିକ୍ତ ବିଡିଓ ସିଧେଶ୍ୱର ମେହେର, କନିଷ୍ଠ ଯନ୍ତ୍ରୀ ସୁବାସ ଚନ୍ଦ୍ର ନାୟକ, ଜଳେଶ୍ବର ନାଏକ, ସିଡିପିଓ ସସ୍ମିତା ମିଶ୍ର, ସମସ୍ତ ଯନ୍ତ୍ରୀ, ଅତିରିକ୍ତ ଖାଦ୍ୟ ଯୋଗାଣ ଅଧିକାରୀ ସୁଶାନ୍ତ ସ୍ବାଇଁ, ମହିଳା ଗ୍ରୁପ ପ୍ରମୁଖ ଯୋଗଦେଇଥିଲେ। ଛାତ୍ରୀମାନଙ୍କ ଦ୍ୱାରା ବିଭିନ୍ନ ଭଜନ, ନାଚ ଗୀତ ଓ ସଂସ୍କୃତି କାର୍ଯ୍ୟ ଅନୁଷ୍ଠିତ ହୋଇଥିଲା। ବିଜେତା ଛାତ୍ରୀମାନଙ୍କୁ ଅଧ୍ୟକ୍ଷଙ୍କ ଦ୍ୱାରା ପୁରସ୍କାର ପ୍ରଦାନ କରିଥିଲେ। ମଞ୍ଚ ପରିଚାଳନା କରିଥିଲେ କ୍ୟାସିୟର ବିନାୟକ ବିଶ୍ୱାଳ। ପରିଶେଷରେ ପୁରୀ ବେଳା ଭୂମିରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭିଡିଓ କନ୍‌ଫରେରନି୍ଂସ ଦ୍ୱାରା ଏହି କାର୍ଯ୍ୟକ୍ରମ ଉଦ୍‌ଘାଟନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨ ଯାଏଁ ଗଞ୍ଜାମରେ ସ୍କୁଲ ଛୁଟି: ସୂଚନା ଦେଇ ଜିଲାପାଳ କହିଲେ…

ଛତ୍ରପୁର, ୩୧।୧୦: ଗଞ୍ଜାମ ଜିଲାରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ସମସ୍ତ ସ୍କୁଲକୁ ଆସନ୍ତା ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା କରାଯାଇଛି। ଏ ନେଇ…

ବନ୍ୟାଞ୍ଚଳ ପରିଦର୍ଶନବେଳେ ଖଲ୍ଲିକୋଟ ବିଧାୟକଙ୍କୁ ଆକ୍ରମଣ କଲେ ଲୋକେ, ଭିଡିଓ ଭାଇରାଲ…

ପୁରୁଷୋତ୍ତମପୁର,୩୧ା୧୦(ସବିତା ମିଶ୍ର): ବାତ୍ୟା ଅର୍ଣ୍ଣବର ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଭୟଙ୍କର ବନ୍ୟାରେ ଲୋକଙ୍କ ଘରଦ୍ୱାର ଭାଙ୍ଗି ଜୀବନଜୀବିକା ଉଜୁଡ଼ିଯାଇଛି। ହେଲେ ବନ୍ୟା ବିପନ୍ନ ଲୋକେ ପାଣିଘରରେ…

ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ଗଞ୍ଜାମ ଜିଲାରେ ୧୦ ଅଧିକାରୀ ନିଯୁକ୍ତ

ଛତ୍ରପୁର,୩୧ା୧୦(ଦିଲ୍ଲୀପ ସାମଲ): ‘ଅର୍ଣ୍ଣବ’ ଯୋଗୁ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତିର ମୁକାବିଲା ଏବଂ ରିଲିଫ କାର୍ଯ୍ୟକୁ ସୁଦୃଢ଼ କରିବା ପାଇଁ ଗୃହ ଓ ନଗର ଉନ୍ନୟନ ବିଭାଗ…

ବନ୍ୟାଞ୍ଚଳ ସ୍ଥିତି ପରଖିଲେ ଜଳସମ୍ପଦ ପ୍ରମୁଖ ସଚିବ, ବିପର୍ଯ୍ୟସ୍ତର ବାସ୍ତବ ଚିତ୍ର ଦେଖି…

ପୁରୁଷୋତ୍ତମପୁର,୩୧ା୧୦(ସବିତା ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଋଷିକୁଲ୍ୟା ନଦୀରେ ପ୍ରଳୟଙ୍କରୀ ବନ୍ୟା ଆସି କୂଳ ଲଂଘନ ସହ ବନ୍ଧ ଭାଙ୍ଗିଯିବା ଫଳରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ…

ଅପରାଧ ନିୟନ୍ତ୍ରଣ ପାଇଁ କଡ଼ା ପଦକ୍ଷେପ, ଫୋନ୍‌ କଲ୍‌ ପ୍ରତି…

ପାଟଣା,୩୧ା୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ପରିସରରେ ଶନିବାର ‘ଆମ ପୋଲିସ’ ସମିତି, ନିଶାମୁକ୍ତ ଭାରତ ପାଇଁ ଶପଥ ପାଠ, ରାଷ୍ଟ୍ରୀୟ ଏକତା ଦିବସ…

ପ୍ରଖର ସ୍ରୋତରେ ଦବିଲା ଋଷିକୁଲ୍ୟା ନଦୀ ପଥର ବନ୍ଧ, ପାଣି ପଶିବା ଭୟରେ ତୁରନ୍ତ ସହାୟତା ପାଇଁ ଆଗେଇ ଆସିଲେ…

ଗଞ୍ଜାମ, ୩୧।୧୦(ବିଦ୍ୟାଧର ସାହୁ): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଋଷିକୁଲ୍ୟା ନଦୀରେ ପ୍ରଳୟଙ୍କରୀ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଉପରମୁଣ୍ଡରେ ପ୍ରବଳ ବର୍ଷା ହେବା ଯୋଗୁ ନଦୀର ସ୍ରୋତ…

ରାତିରୁ ନିଖୋଜ ଥିଲେ, ପୋଖରୀ କୂଳରୁ ମିଳିଲା ଛାତ୍ରୀଙ୍କ ମୃତଦେହ; ଏକତରଫା ପ୍ରେମରୁ ହତ୍ୟାକୁ ନେଇ…

ମାର୍ଶାଘାଇ, ୩୧।୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଯଦୁପୁର ଗ୍ରାମରେ ଏକ ଅଭାବନୀୟ ଓ ସନ୍ଦେହଜନକ ଘଟଣା ସାମ୍ନାକୁ ଆସିଛି। ଗତକାଲି ରାତିରୁ…

ଗଞ୍ଜାମ-କନ୍ଧମାଳ ସୀମାନ୍ତରେ ବନ୍ୟା-ଭୂସ୍ଖଳନ ବିଭୀଷିକା: ୧୫ ନିଖୋଜଙ୍କ ମଧ୍ୟରୁ ଜଣେ ଜୀବିତ ଉଦ୍ଧାର, ଜାରି ରହିଛି…

ଭଞ୍ଜନଗର, ୩୧।୧୦(ବାବୁଲା ପ୍ରଧାନ): ଗଞ୍ଜାମ ଓ କନ୍ଧମାଳ ଜିଲା ସୀମାନ୍ତବର୍ତ୍ତୀ ଡାଙ୍ଗେଶୀ ଏବଂ ଗିଡ଼ିପାବାଲି ଅଞ୍ଚଳରେ ଗୁରୁବାର ରାତିରେ ଘଟିଥିବା ଭୟାବହ ବନ୍ୟା ଓ ଭୂସ୍ଖଳନ ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?