Posted inଜାତୀୟ

ଜାନୁୟାରୀ ୩୧ରୁ ଆରମ୍ଭ ହେବ ଜାତୀୟ ପୋଲିଓ ଟିକାକରଣ କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୧୪।୧: ଜାତୀୟ ପୋଲିଓ ଟିକାକରଣ କାର୍ଯ୍ୟକ୍ରମ ଜାନୁୟାରୀ ୩୧ରୁ ଆରମ୍ଭ ହେବ ବୋଲି କେନ୍ଦ୍ରୀୟ ସ୍ବାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର ସୂଚନା ଦିଆଯାଇଛି। ଜାନୁୟାରୀ ୧୬ରୁ ଦେଶରେ କରୋନା ପ୍ରତିଷେଧକ ଟିକାଦାନ ପ୍ରକ୍ରିୟା ଆରମ୍ଭ ହେଉଥିବାରୁ ଜାନୁୟାରୀ ୧୭ଠାରୁ ଜାତୀୟ ପୋଲିଓ ଟିକାକରଣ ଦିବସ ଅବସରରେ ଆରମ୍ଭ ହେବାକୁ ଥିବା ପୋଲିଓ ଟିକାକରଣ କାର୍ଯ୍ୟକ୍ରମ ଉପରେ ସରକାରଙ୍କ ପକ୍ଷରୁ ବୁଧବାର ରୋକ ଲଗାଯାଇଥିଲା। ତେବେ ଏହାର ଆରମ୍ଭ ସମ୍ପର୍କରେ ମନ୍ତ୍ରଣାଳୟ ପକ୍ଷରୁ ଏବେ କୁହାଯାଇଛି। ଜାନୁୟାରୀ ୩୦ ପୂର୍ବାହ୍ନ ୧୧ଟା ୪୫ରେ ରାଷ୍ଟ୍ରପତି ଭବନ ପରିସରରେ କେତେକ ଶିଶୁଙ୍କୁ ପୋଲିଓ ବୁନ୍ଦା ପ୍ରଦାନ କରାଯିବା କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ପୋଲିସ -ଗ୍ରାମବାସୀ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri