Posted inଜାତୀୟ

ଜାନୁୟାରୀ ୩୧ରୁ ଆରମ୍ଭ ହେବ ଜାତୀୟ ପୋଲିଓ ଟିକାକରଣ କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୧୪।୧: ଜାତୀୟ ପୋଲିଓ ଟିକାକରଣ କାର୍ଯ୍ୟକ୍ରମ ଜାନୁୟାରୀ ୩୧ରୁ ଆରମ୍ଭ ହେବ ବୋଲି କେନ୍ଦ୍ରୀୟ ସ୍ବାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର ସୂଚନା ଦିଆଯାଇଛି। ଜାନୁୟାରୀ ୧୬ରୁ ଦେଶରେ କରୋନା ପ୍ରତିଷେଧକ ଟିକାଦାନ ପ୍ରକ୍ରିୟା ଆରମ୍ଭ ହେଉଥିବାରୁ ଜାନୁୟାରୀ ୧୭ଠାରୁ ଜାତୀୟ ପୋଲିଓ ଟିକାକରଣ ଦିବସ ଅବସରରେ ଆରମ୍ଭ ହେବାକୁ ଥିବା ପୋଲିଓ ଟିକାକରଣ କାର୍ଯ୍ୟକ୍ରମ ଉପରେ ସରକାରଙ୍କ ପକ୍ଷରୁ ବୁଧବାର ରୋକ ଲଗାଯାଇଥିଲା। ତେବେ ଏହାର ଆରମ୍ଭ ସମ୍ପର୍କରେ ମନ୍ତ୍ରଣାଳୟ ପକ୍ଷରୁ ଏବେ କୁହାଯାଇଛି। ଜାନୁୟାରୀ ୩୦ ପୂର୍ବାହ୍ନ ୧୧ଟା ୪୫ରେ ରାଷ୍ଟ୍ରପତି ଭବନ ପରିସରରେ କେତେକ ଶିଶୁଙ୍କୁ ପୋଲିଓ ବୁନ୍ଦା ପ୍ରଦାନ କରାଯିବା କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ପାକିସ୍ତାନ ମଧ୍ୟରେ ପରମାଣୁ ଯୁଦ୍ଧ ହେଲେ କ’ଣ ହେବ ଫଳାଫଳ

ଜମ୍ମୁ-କଶ୍ମୀରରୁ ୩୭୦ ଧାରା ଉଚ୍ଛେଦ ପରେ ଏବେ ପାକିସ୍ତାନ ବିଚଳିତ ହୋଇପଡିଛି। ଏହି ପ୍ରସ୍ତଙ୍ଗରେ ଜାତିସଂଘଠାରୁ ଆରମ୍ଭ କରି ବିଭିନ୍ନ ଦେଶର ସହାୟତା ମାଗୁଥିଲେ ମଧ୍ୟ...

ନୁହ ହିଂସାର ହେବ ସମ୍ପୂର୍ଣ୍ଣ ଯାଞ୍ଚ: ଅନିଲ ବିଜ୍‌

ଚଣ୍ଡିଗଡ,୨।୮: ହରିୟାଣାର ନୁହରେ ଘଟଥିବା ସାମ୍ପ୍ରଦାୟିକ ହିଂସାକୁ ନେଇ ରାଜନୀତି ଜୋର ଧରିଛି। ଏହି ହିଂସା ପାଇଁ ବିରୋଧୀ ହରିୟାଣାର ଭାଜପା-ଜେଜେପି ସରକାରଙ୍କୁ ଦାୟୀ କରିଛନ୍ତି।...

ଆର୍‌ଜେଡି ଅଧ୍ୟକ୍ଷ ଭାବେ ନିର୍ବାଚିତ ହେଲେ ଲାଲୁ

ପାଟନା,୩।୧୨: ବିହାରରେ ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି) ଅଧ୍ୟକ୍ଷ ଭାବେ ପୁଣିଥରେ ବିନା ପ୍ରତିଦ୍ୱନ୍ଦିରେ ନିର୍ବାଚିତ ହେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବ। ୧୧ ଥର...

ଗୋଟିଏ ଦେଶ, ଏକ ନିର୍ବାଚନ ପାଇଁ ମୋଦିଙ୍କ ଆହ୍ବାନ: ୧୯ରେ ସର୍ବଦଳୀୟ ବୈଠକ

ନୂଆଦିଲ୍ଲୀ,୧୭ା୬(ପି.ଟି./ଆଇଏଏନ୍‌ଏସ୍‌): ଦେଶରେ ଏକକାଳୀନ ନିର୍ବାଚନ କରାଇବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁତ୍ୱ ଦେଇଆସୁଛନ୍ତି। ଏହି ପରିପ୍ରେକ୍ଷୀରେ ସପ୍ତଦଶ ଲୋକ ସଭା ବଜେଟ ଅଧିବେଶନର ଅବ୍ୟବହିତ...

ପ୍ରଦୀପ ଜୋଷୀ ୟୁପିଏସ୍‌ସି ଅଧ୍ୟକ୍ଷ

ନୂଆଦିଲ୍ଲୀ, ୮।୮(ପି.ଟି.):ଦେଶରେ ସିଭିଲ୍‌ ସର୍ଭିସ୍‌ ପରୀକ୍ଷା ପରିଚାଳନା କରୁଥିବା ୟୁନିୟନ ପବ୍ଲିକ୍‌ ସର୍ଭିସ୍‌ କମିଶନ (ୟୁପିଏସ୍‌ସି)ର ନୂତନ ଅଧ୍ୟକ୍ଷ ଭାବେ ଶିକ୍ଷାବିତ୍‌ ପ୍ରଫେସର ପ୍ରଦୀପ କୁମାର...

ନିଦ ହେଲା ଶେଷନିଦ୍ରା, ଝୁମ୍ପୁଡ଼ି ଘରେ ନିଆଁ ଲାଗି ୭ ଜୀବନ୍ତ ଦଗ୍ଧ…

ଲୁଧିଆନା, ୨୦।୪ : ପଞ୍ଜାବର ଲୁଧିଆନାରେ ଦୁଃଖଦାୟକ ଘଟଣା ଘଟିଛି। ଏକ ଝୁମ୍ପୁଡ଼ି ଘରେ ନିଆ ଲାଗି ଗୋଟିଏ ପରିବାରର ୭ ଜଣ ଜୀବନ୍ତ ଦଗ୍ଧ...

ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟାଇବାକୁ ବିରୋଧ କରୁଥିବା ଲୋକେ ଜାଣନ୍ତିନି ଇତିହାସ-ଭୂଗୋଳ: ଗୁଲାମ ନବୀ ଆଜାଦ

ନୂଆଦିଲ୍ଲୀ,୭।୮: ଜାମ୍ମୁ-କାଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଡେମୋକ୍ରାଟିକ ପ୍ରୋଗ୍ରେସିଭ ଆଜାଦ ପାର୍ଟିର ମୁଖ୍ୟ ଗୁଲାମ ନବୀ ଆଜାଦ ଅନୁଚ୍ଛେଦ ୩୭୦ ହଟାଇବାକୁ ବିରୋଧ କରୁଥିବା ଲୋକଙ୍କୁ...

ୟୁପିରେ ମିଳିବ ଶସ୍ତା ଖାଦ୍ୟ: ଖୁବ୍‌ଶୀଘ୍ର ଯୋଗୀ ସରକାର ଆରମ୍ଭ କରିବେ ଅନ୍ନପୂର୍ଣ୍ଣା କ୍ୟାଣ୍ଟିନ

ଲକ୍ଷ୍ନୌ,୬।୪: ଉତ୍ତରପ୍ରଦେଶରେ ଲଗାତର ଦ୍ୱିତୀୟ ଥର ପାଇଁ ବିଧାନସଭା ନିର୍ବାଚନରେ ଏକ ଐତିହାସିକ ବିଜୟ ହାସଲ କରିଛି ଭାଜପା। ଏହାପରେ ଭାଜପା ନିଜର ସଂକଳ୍ପ ପତ୍ରରେ...

Advertisement
Archives

Model This Week