Posted inଫୁରସତ

ଜାଣନ୍ତୁ କାହିଁକି ପାଳନ କରାଯାଏ ଜାତୀୟ ପ୍ରେସ ଦିବସ

ଜାତୀୟ ପ୍ରେସ ଦିବସ ପ୍ରତିବର୍ଷ ୧୬ ନଭେମ୍ବରରେ ଦେଶରେ ପାଳନ କରାଯାଏ। ଏହି ଦିନଟି ଗଣମାଧ୍ୟମର ସ୍ବାଧୀନତା ଏବଂ ସମାଜ ପ୍ରତି ଦାୟିତ୍ୱର ପ୍ରତୀକ ଅଟେ। ଏହି ଦିନ ହିଁ ପ୍ରେସ କାଉନସିଲ ଅଫ୍‌ ଇଣ୍ଡିଆ କାର୍ଯ୍ୟ ଆରମ୍ଭ କରିଥିଲା।

ଯଦିଓ ସମଗ୍ର ବିଶ୍ୱରେ ଅନେକ ପ୍ରେସ ଏବଂ ମିଡିଆ କାଉନସିଲ ଅଛି, ପ୍ରେସ କାଉନସିଲ ଅଫ୍‌ ଇଣ୍ଡିଆ ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଛି।

ବାସ୍ତବରେ, ପ୍ରଥମ ପ୍ରେସ୍‌ କମିଶନ ଭାରତରେ ଖବରଦାତାଙ୍କ ସ୍ବାଧୀନତାକୁ ସୁରକ୍ଷା ଦେବା ଏବଂ ସାମ୍ବାଦିକତାରେ ଉଚ୍ଚ ମାନର ଲକ୍ଷ୍ୟ ରଖି ଏକ ପ୍ରେସ କାଉନସିଲ ଗଠନ କରିଥିଲେ। ଏହାର ଫଳ ସ୍ବରୂପ ୪ ଜୁଲାଇ ୧୯୬୬ରେ ଭାରତରେ ପ୍ରେସ୍‌ କାଉନସିଲ ପ୍ରତିଷ୍ଠା କରାଯାଇଥିଲା। ୧୬ ନଭେମ୍ବର ୧୯୬୬ରୁ ଏହାର ଆଇନଗତ କାର୍ଯ୍ୟ ଆରମ୍ଭ କରିଥିଲା। ସେବେଠାରୁ ଦେଶରେ ନଭେମ୍ବର ୧୬କୁ ପ୍ରତିବର୍ଷ ଜାତୀୟ ଗଣମାଧ୍ୟମ ଦିବସ ଭାବେ ପାଳନ କରାଯାଏ। ଏହି ଦିନଟି ପ୍ରେସ ସ୍ବାଧୀନତା ଏବଂ ଦାୟିତ୍ୱ ପ୍ରତି ଆମର ବିଶେଷ ଧ୍ୟାନ ଆକର୍ଷଣ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

‘ଲହରୀ’ ଶ୍ରେଷ୍ଠ ଓଡ଼ିଆ ଫିଚର ଫିଲ୍ମ

ଭୁବନେଶ୍ୱର,୧୯।୭ (ସୌମ୍ୟରଞ୍ଜନ ରାଉତ): ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ୨୦୨୪ ବର୍ଷ ପାଇଁ ଶନିବାର ୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି। ‘ଲହରୀ’ ଶ୍ରେଷ୍ଠ…

ଏଇ ଭାରତରେ

ପ୍ରଦ୍ୟୋତ ଭୋଲେଟି ଗରିବ ଓ ଅସହାୟ ପିଲାଙ୍କୁ ମାଗଣାରେ ବାସ୍କେଟବଲ ପ୍ରଶିକ୍ଷଣ ଦେଉଛନ୍ତି। ସେ ଡ୍ରିବଲ ଏକାଡେମୀ ମାଧ୍ୟମରେ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି ରଖିଛନ୍ତି। ସେ…

ନୂଆ ପିଢ଼ି ପାଇଁ ଅପରିଚିତ ଅକ୍ଷର

ଭାଷା କେବଳ ଭାବ ବିନିମୟର ମାଧ୍ୟମ ନୁହେଁ; ଏହା ଏକ ଜାତିର ସଭ୍ୟତା, ସଂସ୍କୃତି, ଇତିହାସ ଓ ଅସ୍ମିତାର ବାହକ। ମଣିଷର ଚିନ୍ତାଧାରା, ସୃଜନଶୀଳତା ଏବଂ ସାଂସ୍କୃତିକ…

ବ୍ୟାଙ୍କ ଜାତୀୟକରଣର ପୃଷ୍ଠଭୂମି

ଇଷ୍ଟ ଇଣ୍ଡିଆ କମ୍ପାନୀ ଭାରତରେ କାୟା ବିସ୍ତାର କରି ୧୭୭୦ ମସିହାରେ କଲିକତାରେ ବ୍ୟାଙ୍କ ଅଫ୍‌ ହିନ୍ଦୁସ୍ତାନ ନାମକ ବାଣିଜି୍ୟକ ବ୍ୟାଙ୍କ ଖୋଲିଥିଲା। ଏ ବ୍ୟାଙ୍କ ତିଷ୍ଠି…

ଆନ୍ଦୋଳନର ତିନୋଟି କଥା

କକ୍‌ରୋଚ୍‌ ଜନତା ପାର୍ଟିର ବିକ୍ଷୋଭ ପ୍ରଦର୍ଶନକୁ ନେଇ ମୋ ମନକୁ କିଛି କଥା ବା ବିଚାର ଆସୁଛି। ପ୍ରଥମ କଥା ହେଉଛି, ସୋନମ ୱାଙ୍ଗଚୁକଙ୍କ ସମେତ ଏହାର…

ଜଗା ମଥାରେ ଝଟକିଲା ଟାହିଆ, ଜନ୍ମବେଦିକୁ ବିଜେ କଲେ ମହାପ୍ରଭୁ

ପୁରୀ,୧୮।୭: ମହାପ୍ରଭୁ ଜଗନ୍ନାଥଙ୍କ ମଥାରେ ଝଟକିଲା ଟାହିଆ। ଆଡ଼ପ ବିଜେରେ ମହାପ୍ରଭୁ ମସ୍ତକରେ ତୁଳସୀ, ସୋଲ ଏବଂ ବିଭିନ୍ନ ଫୁଲରେ ନିର୍ମିତ ଟାହିଆ ମଣ୍ଡିତ ହୋଇ ଭକ୍ତଜନଙ୍କୁ…

ଟିଏମ୍‌ସି ନେତା ଅଭିଷେକଙ୍କ କାର୍ଯ୍ୟାଳୟ ଭାଙ୍ଗିଲା ପ୍ରଶାସନ

କୋଲକାତା,୧୮।୭: ଟିଏମ୍‌ସିର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ତଥା ଲୋକ ସଭା ସଦସ୍ୟ ଅଭିଷେକ ବାନାର୍ଜୀଙ୍କ ଦଳୀୟ କାର୍ଯ୍ୟାଳୟ ଉପରେ ଶନିବାର ବୁଲ୍‌ଡୋଜର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଉକ୍ତ…

ଫିଫା ବିଶ୍ୱକପ୍‌ ଫାଇନାଲରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ହେବ ଅବିସ୍ମରଣୀୟ, ଯୋଗଦେବେ ନାମିଦାମି

ନ୍ୟୁୟର୍କ,୧୮।୭: ଫିଫା ବିଶ୍ୱକପ୍‌ ୨୦୨୬ର ଉଦ୍‌ଯାପନୀ ଉତ୍ସବକୁ ଯେପରି ଅବିସ୍ମରଣୀୟ କରାଯାଇପାରିବ ସେଥିପାଇଁ ଆୟୋଜକଙ୍କ ପକ୍ଷରୁ ସବୁମତେ ଉଦ୍ୟମ କରାଯାଇଛି। ରବିବାର ଆର୍ଜେଣ୍ଟିନା ବନାମ ସ୍ପେନ୍‌ ଫାଇନାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri