Posted inଜାତୀୟ

ମହିଳାଙ୍କ ଭାଇରାଲ ଭିଡିଓ ମାମଲାରେ ଆଜି ସୁପ୍ରିମକୋର୍ଟରେ ଶୁଣାଣି

ନୂଆଦିଲ୍ଲୀ,୧।୮: ମଣିପୁର ମହିଳାଙ୍କ ଭାଇରାଲ ଭିଡିଓ ମାମଲା ସମେତ ମଣିପୁର ଜାତି ହିଂସା ସହ ଜଡିତ ଅନେକ ଆବେଦନ ଉପରେ ମଙ୍ଗଳବାର ସୁପ୍ରିମକୋର୍ଟ ଶୁଣାଣି କରିବେ। ଏହା ସହିତ ସୁପ୍ରିମକୋର୍ଟ ମଧ୍ୟ କେନ୍ଦ୍ର ଦ୍ୱାରା ଦାଖଲ ହୋଇଥିବା ଆଫିଡେଭିଟ ଉପରେ ବିଚାର କରିବେ। ସୋମବାର ମାମଲାର ଶୁଣାଣି ବେଳେ ସୁପ୍ରିମକୋର୍ଟ ଏସଆଇଟି ଏବଂ ଏକ ଉଚ୍ଚ ସ୍ତରୀୟ କମିଟି ଗଠନ କରିବାକୁ ନିର୍ଦ୍ଦେଶ ଦେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri