Posted inଖେଳ

ଜାତୀୟ ସିନିୟର ଭଲିବଲ୍‌ ଚାମ୍ପିୟନଶିପ୍‌: ପୁରୁଷରେ ଓଡ଼ିଶା, ୟୁପି, ଏମ୍‌ପି, ଗୁଜରାଟ, ଆନ୍ଧ୍ର, ପଶ୍ଚିମବଙ୍ଗ ବିଜୟୀ

ଭୁବନେଶ୍ୱର,୭।୩(ସ୍ପୋର୍ଟ୍ସ ବ୍ୟୁରୋ): କିଟ୍‌ର ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମରେ ଚାଲିଥିବା ୬୯ତମ ଜାତୀୟ ସିନିୟର ଭଲିବଲ୍‌ ଚାମ୍ପିୟନଶିପ୍‌ରେ ଶନିବାର ଅନୁଷ୍ଠିତ ପୁରୁଷ ବିଭାଗ ମ୍ୟାଚ୍‌ଗୁଡିକରେ ଓଡ଼ିଶା, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ଉତ୍ତରାଞ୍ଚଳ, ଗୁଜରାଟ, ଝାଡ଼ଖଣ୍ଡ, ହିମାଚଳ ପ୍ରଦେଶ, ଆନ୍ଧ୍ରପ୍ରଦେଶ ଓ ପଶ୍ଚିମବଙ୍ଗ ବିଜୟୀ ହୋଇଛନ୍ତି।
ଓଡ଼ିଶା ୩-୦ରେ ଛତିଶଗଡ଼କୁ ହରାଇଛି। ଓଡ଼ିଶା ଆଧିପତ୍ୟ ବିସ୍ତାର କରି ୨୫- ୧୮, ୨୫- ୨୭, ୨୮-୨୬ରେ ବିଜୟୀ ହୋଇଛି। ସେହିପରି ୟୁପି ୩-୦ରେ ଲଦାଖ, ମଧ୍ୟପ୍ରଦେଶ ୩-୦ରେ ଛତିଶଗଡ଼, ଉତ୍ତରାଞ୍ଚଳ ୩-୨ରେ ତେଲେଙ୍ଗାନା, ଗୁଜରାଟ ୩-୦ରେ ମିଜୋରାମ, ଝାଡଖଣ୍ଡ ୩-୧ରେ ବିହାର, ହିମାଚଳ ପ୍ରଦେଶ ୩-୦ରେ ତ୍ରିପୁରା, ଆନ୍ଧ୍ରପ୍ରଦେଶ ୩-୦ରେ ମଣିପୁର ଓ ପଶ୍ଚିମବଙ୍ଗ ୩-୦ରେ ପଣ୍ଡିଚେରୀକୁ ପରାସ୍ତ କରିଛି।
ଓଡ଼ିଶା ମହିଳା ଦଳ ମଣିପୁରକୁ ହରାଇଲା
ଶନିବାର ଅନୁଷ୍ଠିତ ମହିଳା ବର୍ଗ ପ୍ରତିଯୋଗିତାରେ ଓଡ଼ିଶା ୩-୦ ବ୍ୟବଧାନରେ ମଣିପୁରକୁ ପରାସ୍ତ କରିଛି। ଓଡ଼ିଶା ମହିଳା ଦଳ ପ୍ରଭାବ ବିସ୍ତାର କରି ଖେଳିବା ସହ ମଣିପୁରକୁ କୌଣସି ସୁଯୋଗ ଦେଇ ନ ଥିଲା। ଓଡ଼ିଶା ୨୫-୭,୨୫-୯, ୨୫-୧୫ରେ ବିଜୟୀ ହୋଇଛି। ଅନ୍ୟ ମ୍ୟାଚ୍‌ଗୁଡିକରେ ତେଲେଙ୍ଗାନା ୩-୦ରେ ଲଦାଖ, ଚଣ୍ଡିଗଡ଼ ୩-୦ର ଜମ୍ମୁକଶ୍ମୀର, ବିହାର ୩-୦ରେ ଝାଡଖଣ୍ଡ, ଗୁଜରାଟ ୩-୦ରେ ପଞ୍ଜାବ, କର୍ନାଟକ ୩-୦ରେ ପଣ୍ଡିଚେରୀ, ଆନ୍ଧ୍ରପ୍ରଦେଶ ୩-୦ରେ ମିଜୋରାମ, ଆସାମ ୩-୦ରେ ଛତିଶଗଡ଼ ଓ ଉତ୍ତରପ୍ରଦେଶ ୩-୦ରେ ଝାଡ଼ଖଣ୍ଡକୁ ପରାସ୍ତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି-୨୦ ବିଶ୍ୱକପ୍: ପାକିସ୍ତାନକୁ ଧୂଳି ଚଟାଇ ସୁପର-୮ରେ ଭାରତ; ଧରାଶାୟୀ ପଡ଼ୋଶୀ ଦଳ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ହାଇଭୋଲ୍ଟେଜ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ର ଏକ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଲଗାତାର…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

ଟି-୨୦ ବିଶ୍ୱକପ୍: ପାକିସ୍ତାନୀ ବୋଲରଙ୍କୁ ଧୂଳି ଚଟାଇଲେ ଇଶାନ କିଷାନ; ୨୭ ବଲ୍‌ରେ ବିସ୍ଫୋରକ ଅର୍ଦ୍ଧଶତକ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ମହାମୁକାବିଲାରେ ଭାରତୀୟ ଓପନର୍ ଇଶାନ କିଷାନଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ରନ୍ ବର୍ଷା। ପାକିସ୍ତାନ ବିପକ୍ଷ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଇଶାନ ମାତ୍ର…

ଟି-୨୦ ବିଶ୍ୱକପ୍ ୨୦୨୬: ଟସ୍ ଜିତି ପାକିସ୍ତାନର ବୋଲିଂ ନିଷ୍ପତ୍ତି, ହ୍ୟାଣ୍ଡସେକ୍ ପାଇଁ ପୁଣି…

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ଗ୍ରୁପ୍-ଏ ମ୍ୟାଚରେ ପାକିସ୍ତାନ ଅଧିନାୟକ ସଲମାନ ଆଘା ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଭାରତୀୟ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri