Posted inଖେଳ

ରାଷ୍ଟ୍ରୀୟ କ୍ରୀଡ଼ା ପୁରସ୍କାର ଘୋଷଣା: ମହମ୍ମଦ ଶାମିଙ୍କ ସମେତ ୨୬ ଜଣଙ୍କୁ ଅର୍ଜୁନ ପୁରସ୍କାର, ୨ ଜଣଙ୍କୁ ଖେଳ ରତ୍ନ

ନୂଆଦିଲ୍ଲୀ,୨୦।୧୨: ଚଳିତ ବର୍ଷ କ୍ରୀଡ଼ା ପୁରସ୍କାର ପାଇଁ ଆଥଲେଟ୍ମାନଙ୍କ ନାମ ଘୋଷଣା କରାଯାଇଛି। ଏଥିରେ ବ୍ୟାଡମିଣ୍ଟନ ଷ୍ଟାର ଯୋଡି ଚିରାଗ ଶେଟ୍ଟୀ ଏବଂ ସତଭିକ୍ ସାଇରାଜ ରାଙ୍କିରେଡିଙ୍କୁ ସବୁଠାରୁ ବଡ ସମ୍ମାନ ଖେଳ ରତ୍ନ ପୁରସ୍କାର ପ୍ରଦାନ କରାଯିବ। ଷ୍ଟାର କ୍ରିକେଟର ମହମ୍ମଦ ଶାମି ମଧ୍ୟ ଅର୍ଜୁନ ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି।

୯ ଜାନୁଆରୀ ୨୦୨୪ ରେ ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମ ସମୟରେ ଏହି ସମସ୍ତ ଜାତୀୟ କ୍ରୀଡ଼ା ପୁରସ୍କାର ପ୍ରଦାନ କରାଯିବ। ରାତ୍ରପତି ଦ୍ରୌପଦୀ ମୁର୍ମୁ ଏହି ସମସ୍ତ ପୁରସ୍କାର କରିବେ ବୋଲି କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

କ୍ରୀଡ଼ା ମନ୍ତ୍ରଣାଳୟ କହିଛି ଯେ କମିଟିର ସୁପାରିଶ ଆଧାରରେ ଏବଂ ସଠିକ୍ ଅନୁସନ୍ଧାନ ପରେ ସରକାର ଏହି ସମସ୍ତ ଖେଳାଳି, କୋଚ୍ ଏବଂ ଅନୁଷ୍ଠାନକୁ ପୁରସ୍କାର ପାଇଁ ମନୋନୀତ କରିଛନ୍ତି। ମନ୍ତ୍ରଣାଳୟ ସମସ୍ତ ପୁରସ୍କାର ଗ୍ରହଣ କରୁଥିବା ଖେଳାଳି, ପ୍ରଶିକ୍ଷକ ଏବଂ ଅନୁଷ୍ଠାନର ତାଲିକା ମଧ୍ୟ ପ୍ରକାଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ନୀତୀଶ ରାଣାଙ୍କୁ ବଡ଼ ଜରିମାନା, କାହିଁକି ଜାଣନ୍ତୁ…

ଚେନ୍ନାଇ,୧୨ା୪:ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟର ନୀତୀଶ ରାଣାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌…

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…

ପତ୍ନୀ ନୁହନ୍ତି, ଏ ହେଉଛନ୍ତି ମୋର ଲକି ଚାର୍ମ; ଶତକ ମାରିବା ପରେ ଏମିତି କହି…

ଚେନ୍ନାଇ,୧୨।୪: ଚେନ୍ନାଇର ଐତିହାସିକ ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ଆଇପିଏଲ ୨୦୨୬ର ୧୮ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଚେନ୍ନାଇ ସୁପର କିଙ୍ଗସର ଉଇକେଟ କିପର ବ୍ୟାଟର…

ସଙ୍ଗୀତ ଜଗତରେ ଶୋକର ଛାୟା: ନୀରବି ଗଲେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର ଅନନ୍ୟ ପ୍ରତିଭା ତଥା ପ୍ରଖ୍ୟାତ ଗାୟିକା ଆଶା ଭୋସଲେଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ବୟସ ହୋଇଥିଲା।…

ଫେଲ ମାରିଲା ପାକିସ୍ତାନର ମଧ୍ୟସ୍ଥତା, ହର୍ମୁଜ ବନ୍ଦ! ୟୁ-ଟର୍ନ ନେଲା ୨ ତେଲ ଟ୍ୟାଙ୍କର, ପାକିସ୍ତାନ ଜାହାଜ ବି ସାମିଲ

ତେହରାନ,୧୨।୪: ଇସଲାମାବାଦରେ ଆମେରିକା ଏବଂ ପାକିସ୍ତାନ ମଧ୍ୟରେ ହୋଇଥିବା ଆଲୋଚନା ବିଫଳ ହୋଇଛି। ୧୪ ଦିନିଆ ଅସ୍ତ୍ରବିରତି ଉପରେ ସହମତି ପରେ ଉଭୟ ଦେଶ ଆଲୋଚନାରେ ସାମିଲ…

‘ସମସ୍ତ ଏମ୍‌ପି ଏପ୍ରିଲ ୧୬ ରୁ ୧୮ ପର୍ଯ୍ୟନ୍ତ ସଂସଦରେ ରହିବା ଜରୁରୀ’; ହ୍ବିପ ଜାରି କଲା ଭାଜପା

ନୂଆଦିଲ୍ଲୀ,୧୨।୪: ଭାରତୀୟ ଜନତା ପାର୍ଟି (ଭାଜପା) ଆଗାମୀ ସ୍ବତନ୍ତ୍ର ସଂସଦୀୟ ଅଧିବେଶନ ସମ୍ପର୍କରେ ଏହାର ସମସ୍ତ ଏମ୍‌ପିଙ୍କୁ କଡ଼ା ନିର୍ଦ୍ଦେଶ ଜାରି କରିଛି। ଲୋକ ସଭା ଏବଂ…

IPL 2026 ରେ ପ୍ରଥମ ବିଜୟ ପରେ ମଧ୍ୟ କାହିଁକି ଲକ୍ଷ ଲକ୍ଷ ଟଙ୍କାର କ୍ଷତି ସହିଲେ ଋତୁରାଜ ଗାୟକୱାଡ? ଜାଣନ୍ତୁ କିଏ ଲଗାଇଲା ଜରିମାନା

ନୂଆଦିଲ୍ଲୀ,୧୨।୪: ଶନିବାର ଅନୁଷ୍ଠିତ ଏକ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୨୩ ରନରେ ପରାସ୍ତ କରିଛି। ଏହା ଆଇପିଏଲ ୨୦୨୬ରେ ସିଏସକେର ପ୍ରଥମ ବିଜୟ;…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri