କୋଭିଡ-୧୯ ଭ୍ୟାକ୍ସିନର ଦ୍ୱିତୀୟ ଓ ବୁଷ୍ଟର ଡୋଜ ମଧ୍ୟରେ ଅନ୍ତର ୯ ମାସରୁ ୬ ମାସ କରିପାରନ୍ତି ସରକାର

ନୂଆଦିଲ୍ଲୀ,୨୮ ।୪: କେନ୍ଦ୍ର ସରକାର କୋଭିଡ-୧୯ ଭ୍ୟାକ୍ସିନର ଦ୍ୱିତୀୟ ଡୋଜ ଓ ବୁଷ୍ଟର ଡୋଜ ମଧ୍ୟରେ ଅନ୍ତର ୯ ମାସରୁ କମାଇ ୬ ମାସ କରିପାରନ୍ତି । ଅଧିକାରୀଙ୍କ ସୂତ୍ରରୁ ବୁଧବାର ମିଳିଥିବା ସୂଚନାରୁ ଏହା ଜଣାପଡିଛି । ଏମାନେ କହିଛନ୍ତି କୋଭିଡ-୧୯ ଭ୍ୟାକ୍ସିନର ଦ୍ୱିତୀୟ ଓ ବୁଷ୍ଟର ଡୋଜ ମଧ୍ୟରେ ଅନ୍ତର କମ କରିବାକୁ ଟିକାକରଣ ଉପରେ ରାଷ୍ଟ୍ରୀୟ ଟେକନିକ ପରାମର୍ଶ ସମୁହ(ଏନଟିଏଜିଆଇ) ଦ୍ୱାରା ସୁପାରିଶ କରାଯିବ ବୋଲି ଅନୁମାନ କରାଯାଉଛି ।
ଏହାକୁ ନେଇ ରାଷ୍ଟ୍ରୀୟ ଟେକନିକ ପରାମର୍ଶ ସମୁହ(ଏନଟିଏଜିଆଇ) ୨୯ ଏପ୍ରିଲରେ ବୈଠକ କରିବାର ଅଛି । ଆଇସିଏମଆର୍ ଓ ଅନ୍ୟ ଅନ୍ତରାଷ୍ଟ୍ରୀୟ ଗବେଷଣା ସଂସ୍ଥାର ଅଧ୍ୟୟନରେ କୁହାଯାଇଛି କି କୋଭିଡ-୧୯ ଭ୍ୟାକ୍ସିନର ଦୁଇଟି ଡୋଜ ସହ ପ୍ରାଥମିକ ଟିକାକରଣର ପ୍ରାୟ ୬ ମାସ ମଧ୍ୟରେ ଶରୀରରେ ଆଣ୍ଟିବଡି ସ୍ତର କମ୍ ହୋଇଯାଉଛି । ତେଣୁ ଏହାପରେ ବୁଷ୍ଟର ଡୋଜ ନେଲେ ମହାମାରୀ ବିରୋଧରେ ଶରୀରରେ ପ୍ରତିରକ୍ଷା ପ୍ରତିକ୍ରିୟା ବୃଦ୍ଧି ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ବଢିଲା ଉତ୍ତେଜନା: ୭ ଆଦିବାସୀ ନେତାଙ୍କୁ ରାତିଅଧିଆ ଉଠାଇନେଲା ପୋଲିସ

ବଲାଙ୍ଗୀର, ୨୩।୭(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଲୋୟର ସୁକତେଲ ପ୍ରକଳ୍ପ ପ୍ରଭାବିତ କୁମିଆଁପାଲି ଗାଁରେ ଉତ୍ତେଜନା ବଢ଼ିବାରେ ଲାଗିଛି। ବୁଧବାର ବିଳମ୍ବିତ ରାତିରେ ଗାଁର ୭…

୨୦୨୭ରେ ଏହି ୪ ରାଶି ହେବେ ମାଲାମାଲ: ଚାରିଆଡ଼ୁ ମିଳିବ ଶୁଭ ଫଳ

ସନାତନ ଧର୍ମରେ ଶନି ଦେବଙ୍କୁ ନ୍ୟାୟର ଦେବତା ଭାବରେ ପୂଜା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଗ୍ରହ ଭାବରେ ବିବେଚନା କରାଯାଏ, ଯାହା ଏହାର…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଘୋଷଣା ପରେ CJPର ଆସିଲା ବଡ଼ ବୟାନ, କହିଲା…

ନୂଆଦିଲ୍ଲୀ,୨୩।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଛନ୍ତି ଯେ ପେପର ଲିକ ଦୋଷୀମାନଙ୍କୁ ଦଣ୍ଡ ଦେବା ପାଇଁ ଫାଷ୍ଟ ଟ୍ରାକ କୋର୍ଟ ଗଠନ କରାଯିବ। ସେ କହିଛନ୍ତି…

ଏହିମାନେ ପାଇବେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ପ୍ରକାଶ ପାଇଲା ତାଲିକା, ଲିଷ୍ଟରେ ଅଛନ୍ତି…

କେସିଙ୍ଗା,୨୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଯୋଗ୍ୟ ହିତାଧିକାରୀଙ୍କୁ ବାଦ୍‌ ଦିଆଯାଇଥିବାକୁ ନେଇ ଜିଲାପାଳଙ୍କ ନିକଟରେ ଇତିମଧ୍ୟରେ ଅଭିଯୋଗ ହୋଇଛି। ପ୍ରଧାନମନ୍ତ୍ରୀ…

ରାଜନୀତିରେ ହଲଚଲ: ଓଡ଼ିଶାର ସାଂସଦଙ୍କ ସହ ଧର୍ମେନ୍ଦ୍ର ପ୍ରଧାନଙ୍କ ବଡ଼ ବୈଠକ, ସାମିଲ ହେଲେ…

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

ଆନ୍ଦୋଳନର ୩୪ ଦିନ: ଆଗକୁ କ’ଣ ହେବ? ସରକାରଙ୍କ ଚିନ୍ତା ବଢାଇଲା CJPର ଯୋଜନା

ନୂଆଦିଲ୍ଲୀ,୨୩।୭: ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନର ୩୪ ଦିନ ପୂରଣ ହେବା ପରେ ମଧ୍ୟ ପ୍ରଦର୍ଶନକାରୀଙ୍କ ଉତ୍ସାହ କମିନାହିଁ। କକ୍ରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜୀତ୍‌…

ପେପର୍‌ ଲିକ୍‌ ଘଟଣାରେ ମୋଦି କଲେ ବଡ଼ ଘୋଷଣା, ଜାତୀୟ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୩ା୭: ପ୍ରଧାନମନ୍ତ୍ରୀ ମୋଦୀ ପ୍ରଶ୍ନପତ୍ର ଲିକ୍ (Paper Leak) ମାମଲାକୁ ନେଇ ସୃଷ୍ଟି ହୋଇଥିବା ବିବାଦର ସମାଧାନ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ସେ ପ୍ରଶ୍ନପତ୍ର…

ସିଜେପି ବିକ୍ଷୋଭ ସ୍ଥଳ ନିକଟରେ ହିଂସା: ଟେକାମାଡ଼ରେ ୫ ପୋଲିସ ଆହତ

ନୂଆଦିଲ୍ଲୀ,୨୩ା୭: ନୂଆଦିଲ୍ଲୀର ଯନ୍ତରମନ୍ତରସ୍ଥିତ ବିକ୍ଷୋଭ ସ୍ଥଳ ନିକଟରେ ବୁଧବାର ସନ୍ଧ୍ୟାରେ ହିଂସାକାଣ୍ଡ ଘଟିଛି। ବିକ୍ଷୋଭକାରୀଙ୍କ ଟେକାମାଡ଼ରେ ୨ ଜଣ ଏସିପିଙ୍କ ସମେତ ୫ ପୋଲିସ ଆହତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri