ଜାତୀୟ କ୍ରୀଡା ସମ୍ମିଳନୀ: ଯୋଗ ଦେବେ କଳାହାଣ୍ଡିର ସୁନା ଝିଅ ସାନଭିପ୍ରଜ୍ଞା

ଭବାନୀପାଟଣା,୨।୯(ଉତ୍ତମ କୁମାର ଦାଶ)-ଜାତୀୟ ମହିଳା କ୍ରିକେଟ ସମ୍ମିଳନୀରେ ଯୋଗ ଦେବାପାଇଁ ମନୋନୀତ ହୋଇଛନ୍ତି କଳାହାଣ୍ଡିର ସୁନା ଝିଅ ସାନଭିପ୍ରଜ୍ଞା ରାଉତ (ମାହୀ)। ଏହି ଖବର ଜଣାପଡ଼ିବା ପରେ ଜିଲାରେ ଖୁସିର ଲହରୀ ଖେଳିଯାଇଛି। ଜିଲାର କୋକସରା ବ୍ଲକ ଖପରାମାଲ ଗ୍ରାମେ ତଥା ଡହଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସଂସ୍କୃତ ଶିକ୍ଷକ ମୋହିତ କୁମାର ରାଉତ ଓ ଜିଲା ଯାଦବ ମହିଳା ସଭାନେତ୍ରୀ ରଶ୍ମିରେଖା ରାଉତ ଯାଦବଙ୍କ ଝିଅ ହେଉଛନ୍ତି ସାନଭିପ୍ରଜ୍ଞା। ସେ ଅଲ୍‌ ଓଡିଶା କେନ୍ଦ୍ରୀୟ ବିଦ୍ୟାଳୟ ଭୁବନେଶ୍ବର ଟିମରେ ମନୋନୀତ ହେଇଛନ୍ତି। ବର୍ତ୍ତମାନ ସାନଭିପ୍ରଜ୍ଞା ଧର୍ମଗଡ କେନ୍ଦ୍ରୀୟ ବିଦ୍ୟାଳୟରେ ନବମ ଶ୍ରେଣୀରେ ଅଧ୍ୟୟନ କରୁଛନ୍ତି। ଆସନ୍ତା ଅକ୍ଟୋବର ମାସ ୭ ରୁ ୧୧ ତାରିଖରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ଜାତୀୟ କ୍ରୀଡା ସମ୍ମିଳନୀରେ ୧୭ ବର୍ଷରୁ କମ ବୟସ ମହିଳା କ୍ରିକେଟର ଭାବେ ଅଂଶଗ୍ରହଣ କରିବେ। ଏହି ସଫଳତାକୁ ଜିଲାର ବିଭିନ୍ନ ମହଲରୁ ତାଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

ସ୍କୁଲରେ ଛାତ୍ରଙ୍କ ଅଙ୍ଗୁଳି ଛିଣ୍ଡାଇନେଲା କୁକୁର: କ୍ଷତିପୂରଣ ଦାବି

ବାଲେଶ୍ୱର,୧୩ା୮(ମୃତ୍ୟୁଞ୍ଜୟ ପଟ୍ଟନାୟକ):ବାଲେଶ୍ୱର ସଦର ଥାନା ରସାଳପୁର ନିକଟସ୍ଥ ଭୀମପୁରରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ମଙ୍ଗଳବାର ଭୀମପୁର ସତ୍ୟନାରାୟଣ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ତୃତୀୟ ଶ୍ରେଣୀ…

ଭବାନୀପାଟଣାରେ ଚୋରି ସାମଗ୍ରୀ ଜବତ: ନାବାଳକ ଗିରଫ

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ପୋଲିସ ଚୋରି ସାମଗ୍ରୀ ସହ ଜଣେ ନାବାଳକଙ୍କୁ କାବୁ କରିଛି। ତାଙ୍କ ନିକଟରୁ ବିଭିନ୍ନ ସୁନାଗହଣା, ନଗଦ…

ଦାରିଙ୍ଗବାଡ଼ି ଓଡିଶା ଆଦର୍ଶ ବିଦ୍ୟାଳୟରେ ପୋଲିସ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ: ୧୮ କୃତି ଛାତ୍ରଛାତ୍ରୀ ପୁରସ୍କୃତ

ଦାରିଙ୍ଗବାଡି, ୧୨।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଜିଲା ପୋଲିସ ପକ୍ଷରୁ ଏସପି ରମେନ୍ଦ୍ର ପ୍ରସାଦ ଏବଂ ବାଲିଗୁଡା…

ତ୍ରିରଙ୍ଗା ଆମ ଦେଶର ଗର୍ବ ଓ ଏକତାର ପ୍ରତୀକ: ହାଟଡିହୀରେ ଭାଜପାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ହାଟଡିହୀ,୧୨।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଶାଳଣିଆଁ ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ…

ସାନଖେମୁଣ୍ଡିରେ ଧାନମଣ୍ଡି ପଞ୍ଜୀକରଣର ନୂଆ ନିୟମ କୋହଳ କରିବାକୁ ଦାବି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୧୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଅଞ୍ଚଳରେ ଚଳିତ ବର୍ଷ ଧାନମଣ୍ଡିରେ ନାମ ପଞ୍ଜୀକରଣ ପାଇଁ ସରକାରଙ୍କ ଆଣିଥିବା ନୂତନ ନିୟମକୁ କୋହଳ କରାଯିବା ନେଇ…

ପାଟଣାରେ ଭାଜପା ପକ୍ଷରୁ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା, ସାମିଲ ହେଲେ ବିଧାୟକଙ୍କ ସହ…

ପାଟଣା,୧୨।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ମୁଖ୍ୟାଳୟ ପ୍ରାଚୀନ ଆନନ୍ଦେଶ୍ୱର…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri