Posted inଫୁରସତ

National Youth Day 2025: ସ୍ବାମୀ ବିବେକାନନ୍ଦ ଜୟନ୍ତୀକୁ କାହିଁକି ଜାତୀୟ ଯୁବ ଦିବସ ଭାବେ କରାଯାଏ ପାଳନ, ଜାଣନ୍ତୁ ଏହାର ମହତ୍ୱ, ଇତିହାସ

ସ୍ବାମୀ ବିବେକାନନ୍ଦଙ୍କ ଜୟନ୍ତୀକୁ ମନେ ପକାଇବା ପାଇଁ ସାରା ଦେଶରେ ପ୍ରତିବର୍ଷ ଜାନୁଆରୀ ୧୨କୁ ଜାତୀୟ ଯୁବ ଦିବସ ଭାବେ ପାଳନ କରାଯାଏ। ବିବେକାନନ୍ଦଙ୍କ ଚିନ୍ତାଧାରା, ମୂଲ୍ୟବୋଧ ଏବଂ ଆଦର୍ଶକୁ ଯୁବପିଢ଼ିଙ୍କ ମଧ୍ୟରେ ପ୍ରସାର କରିବା ହେଉଛି ଏହାର ଉଦ୍ଦେଶ୍ୟ, ଯାହା ଦ୍ୱାରା ଯୁବପିଢ଼ି ଦେଶର ବିକାଶରେ ସକ୍ରିୟ ଅଂଶଗ୍ରହଣ କରିପାରିବେ। ଏହି ଦିନରେ ଦେଶର ବିଭିନ୍ନ ସ୍କୁଲ, କଲେଜ ସମେତ ବିଭିନ୍ନ ଅନୁଷ୍ଠାନରେ ଅନେକ କାର୍ଯ୍ୟକ୍ରମ, ବକ୍ତୃତା ପ୍ରତିଯୋଗିତା ଇତ୍ୟାଦି ଆୟୋଜନ କରାଯାଏ। ଏଥିସହ ସହରଗୁଡ଼ିକରେ ରାଲି ଇତ୍ୟାଦିର ମଧ୍ୟ ଆୟୋଜନ କରାଯାଏ।

ଚଳିତ ବର୍ଷ ଜାତୀୟ ଯୁବ ଦିବସର ବିଷୟବସ୍ତୁ ହେଉଛି”ରାଷ୍ଟ୍ର ନିର୍ମାଣ ପାଇଁ ଯୁବ ସଶକ୍ତିକରଣ”। ଏହି ବର୍ଷ ଏହାର ଥିମ୍‌ ରହିଛି “ଏକ ସ୍ଥାୟୀ ଭବିଷ୍ୟତ ପାଇଁ ଯୁବପିଢ଼ି: ସ୍ଥିରତା ଏବଂ ଦାୟିତ୍ୱ ସହିତ ରାଷ୍ଟ୍ରକୁ ଗଠନ କରିବା”।

୧୯୮୪ ମସିହାରେ ଏହି ଦିନକୁ ଜାତୀୟ ଯୁବ ଦିବସ ଭାବେ ପାଳନ କରିବାକୁ ଭାରତ ସରକାର ସ୍ବୀକୃତି ଦେଇଥିଲେ। ଏହା ପରଠାରୁ ପ୍ରତିବର୍ଷ ବିବେକାନନ୍ଦଙ୍କ ଜନ୍ମବାର୍ଷିକୀ ଜାନୁଆରୀ ୧୨ ତାରିଖକୁ ଜାତୀୟ ଯୁବ ଦିବସ ଭାବରେ ପାଳନ କରାଯାଉଛି।

ଜେଲ ନୁହେଁ ନର୍କ! ଆମେରିକାର ଏହି ଜେଲ୍‌କୁ ଯିବାକୁ ଭୟ କରନ୍ତି କଏଦୀ, ମିଳେ କଳାପାଣିଠାରୁ ଅଧିକ ଦଣ୍ଡ

କହିରଖୁଛୁ,ସ୍ବାମୀ ବିବେକାନନ୍ଦଙ୍କ ଜନ୍ମ ୧୨ ଜାନୁଆରୀ ୧୮୬୩ ରେ କୋଲକାତାରେ ହୋଇଥିଲା। ତାଙ୍କ ପିଲାଦିନର ନାମ ଥିଲା ନରେନ୍ଦ୍ରନାଥ ଦତ୍ତ। ତାଙ୍କ ପିତାଙ୍କ ନାମ ବିଶ୍ୱନାଥ ଦତ୍ତ ଏବଂ ମାତାଙ୍କ ନାମ ଭୁବନେଶ୍ୱରୀ ଦେବୀ ଥିଲା। ତାଙ୍କ ପିତା ବିଶ୍ୱନାଥ କଲିକତା ହାଇକୋର୍ଟର ଜଣେ ପ୍ରସିଦ୍ଧ ଓକିଲ ଥିଲେ। ପିଲାଦିନରୁ ନରେନ୍ଦ୍ର ପ୍ରତିଭାର ଅଧିକାରୀ ଥିଲେ। ମାତା ସରସ୍ବତୀ ତାଙ୍କୁ ଆଶୀର୍ବାଦ କରିଥିଲେ। ତାଙ୍କର ଭଗବାନଙ୍କ ପ୍ରତି ଅପାର ପ୍ରେମ ଥିଲା। ୧୮୬୯ ମସିହାରେ ୧୬ ବର୍ଷ ବୟସରେ ସେ କଲିକତା ବିଶ୍ୱବିଦ୍ୟାଳୟର ପ୍ରବେଶ ପରୀକ୍ଷା ଦେଇଥିଲେ ଏବଂ ଏହି ପରୀକ୍ଷାରେ ସଫଳ ହୋଇଥିଲେ। ଏହା ପରେ ସେ ସେହି ବିଶ୍ୱବିଦ୍ୟାଳୟରୁ ନିଜର ସ୍ନାତକ ଡିଗ୍ରୀ ହାସଲ କରିଥିଲେ। ଏହି ସମୟ ମଧ୍ୟରେ ସେ ପରମହଂସ ମହାରାଜଙ୍କୁ ଭେଟିଥିଲେ। ପରେ ସେ ବ୍ରହ୍ମ ସମାଜରେ ଯୋଗଦେଇଥିଲେ।

 

ଦୁବାଇରେ କେତେ ହିନ୍ଦୁ ରୁହନ୍ତି? ଉତ୍ତର ଜାଣିଲେ ଚକିତ ହେବେ…


Enter your email to get our daily news in your inbox.

All Right Reserved By Dharitri.Com

ଇଶାନଙ୍କ ବିସ୍ଫୋରକ ଶତକ: ୪-୧ରେ ଭାରତର ସିରିଜ ବିଜୟ

ଥିରୁଭାନନ୍ତପୁରମ,୩୧ା୧- ଇଶାନ କିଶନଙ୍କ ବିସ୍ଫୋରକ ଶତକ ଓ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ସହ ଦ୍ରୁତ ୧୩୭ ରନର ଭାଗୀଦାରି ଏବଂ ଅର୍ଶଦୀପଙ୍କ ୫ ଉଇକେଟ ସଫଳତାକୁ ପାଥେୟ…

ଖଣି ଭୁଶୁଡ଼ି ଚାଲିଗଲା ୨୦୦ ଲୋକଙ୍କ ଜୀବନ, ପଶି ରହିଛନ୍ତି ଅନେକ…

ଗୋମା(କଙ୍ଗୋ),୩୧ା୧ପୂର୍ବ କଙ୍ଗୋର କୋଲଟାନ ଖଣି ଅଞ୍ଚଳରେ କେତେକ ଖଣି ଭୁଶୁଡ଼ିପଡ଼ିବାରୁ ଅନୂ୍ୟନ ୨୦୦ ଲୋକଙ୍କ ମୃତ୍ୟୁ ଘଟିଥିବା ଶନିବାର ବିଦ୍ରୋହୀ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏମ୍‌୨୩…

ଖାଦ୍ୟ ପରିବେଷଣରେ ବିଳମ୍ବ ହେବାରୁ ସଂଘର୍ଷ: ଗଡ଼ିଲା ୨ ମୁଣ୍ଡ

ଗାଜିଆବାଦ,୩୧ା୧: ଗାଜିଆବାଦର ଏକ ଭୋଜନାଳୟରେ ଖାଦ୍ୟ ପରିବେଷଣରେ ବିଳମ୍ବକୁ ନେଇ ବିବାଦ ଦେଖାଦେବା ସହ ଛୁରାମାଡ଼ରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ଜଣେ ଗୁରୁତର…

ଦାଦନ ସାଜିଲା କାଳ: କେରଳରୁ ଫେରିବା ବେଳେ ଯୁବକ ନିଖୋଜ, ମୁକ୍ତି ପାଇଁ ମଗାଯାଉଛି ଟଙ୍କା,ଶୁଖୁ ନାହିଁ…

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଆଉ ପରିବାର ପ୍ରତିପୋଷଣର ଚିନ୍ତା ଜଣେ ଗରିବ ଯୁବକଙ୍କୁ ସୁଦୂର କେରଳକୁ ଟାଣି ନେଇଥିଲା। କିନ୍ତୁ ସେହି…

ବାଇକ୍‌କୁ ଧକ୍କା ଦେଇ ଘୋଷାଡ଼ି ନେଲା ବୋଲେରୋ: ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ ଗୁରୁତର

ଗୋଡ଼ଭଗା,୩୧ା୧(ସୁରେଶ ଦାଶ): ଗୋଡ଼ଭଗା ଫାଣ୍ଡି ଅନ୍ତର୍ଗତ ଗୋଡ଼ଭଗା ମାରୱାଡି ଧର୍ମଶାଳା ପାଖରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ କଳାମାଟି ପଞ୍ଚାୟତ ମାଉଲିଭାଗର ହେମସାଗର…

ସୀମାନ୍ତ ଗ୍ରାମରେ ଗୋଷ୍ଠୀ କେନ୍ଦ୍ର ଉଦଘାଟନ କଲା ବ୍ଲକ ପ୍ରଶାସନ 

ପଟ୍ଟାଙ୍ଗି,୩୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତର ସୀମାନ୍ତ ନେରିଡିବାଲସା ଗ୍ରାମରେ ବ୍ଲକ ପ୍ରଶାସନ ପକ୍ଷରୁ ନବନିର୍ମିତ ଗୋଷ୍ଠୀ କେନ୍ଦ୍ର ଗୃହକୁ…

କାଉନ୍‌ସିଲରଙ୍କ ଘରୁ ଲୁଟ୍‌: ବର୍ଷକର ଝିଅ ବେକରେ ଛୁରୀ ଲଗାଇ ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ, ଭୟରେ…

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ବର୍ଷକର ଝିଅ ବେକରେ ଛୁରୀ ଲଗାଇଲେ। ପରେ ମା’ଙ୍କୁ କାବୁ କରି ଘରୁ ସୁନା ଲୁଟିନେଲେ ଦୁଇ ଦୁର୍ବୃତ୍ତ। ଏଭଳି ଘଟଣା ଘଟିଛି…

ସୁଧୁରୁନି ପାକିସ୍ତାନ! ଜମ୍ମୁ-କଶ୍ମୀରର ଅନ୍ତର୍ଜାତୀୟ ସୀମାରେଖା ନିକଟରେ ଉଡିଲା ସନ୍ଦିଗ୍ଧ ଡ୍ରୋନ୍‌, ସକ୍ରିୟ ହେଲା… 

ଶ୍ରୀନଗର,୩୧।୧: ସୁଧୁରୁନି ପାକିସ୍ତାନ। ପୁଣି ଜମ୍ମୁ-କଶ୍ମୀରର ଅନ୍ତର୍ଜାତୀୟ ସୀମାରେଖା ନିକଟରେ ଉଡ଼ିଲା ସନ୍ଦିଗ୍ଧ ପାକିସ୍ତାନୀ ଡ୍ରୋନ୍‌। ଏହାକୁ ନେଇ ଭାରତୀୟ ସୁରକ୍ଷାବାହିନୀ ସକ୍ରିୟ ହୋଇପଡ଼ିଥିଲା। ସୁରକ୍ଷାକର୍ମୀମାନେ ସର୍ଚ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri