Posted inଜାତୀୟ

ଆଜି ଦେଶବ୍ୟାପୀ କଳାଦିବସ କୃଷକଙ୍କ ଉପରକୁ ଗୁଳିମାଡ଼ର ପ୍ରତିବାଦ

ଭୁବନେଶ୍ୱର,୨୩।୨(ବନ୍ଦନା ସେଠୀ): ପଞ୍ଜାବ-ହରିୟାଣା ସୀମା ଖାନାଉରିଠାରେ ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା କରୁଥିବା କୃଷକଙ୍କ ଉପରକୁ ରବର ଗୁଳିମାଡ଼ ଭଳି ବର୍ବର ଆକ୍ରମଣକୁ ସଂଯୁକ୍ତ କିଷାନ ମୋର୍ଚ୍ଚା, କେନ୍ଦ୍ରୀୟ ଟ୍ରେଡ୍‌ୟୁନିୟନଗୁଡିକର ମିଳିତ ମଞ୍ଚ ଏବଂ ସ୍ବାଧୀନ ଫେଡେରେଶନ ସମୂହ ଓଡିଶା ପକ୍ଷରୁ ତୀବ୍ର ନିନ୍ଦା କରାଯାଇଛି। ଏହି ଗୁଳିରେ ପଞ୍ଜାବର ଭଟିଣ୍ଡା ଜିଲା ବାଲନ୍‌ ଗ୍ରାମର ଯୁବଚାଷୀ ଶୁଭ କରଣ ସିଂ(୨୩)ଙ୍କ ମୃତ୍ୟୁ ଘଟିଛି। ସେହିପରି ୬ଜଣ ଗୁରୁତର ଏବଂ ଅନେକ ଆହତ ହୋଇଛନ୍ତି।

ଏହାର ପ୍ରତିବାଦରେ ଶୁକ୍ରବାର ୨୩ ତାରିଖକୁ ‘କଳାଦିବସ’ ଭାବେ ପାଳନ କରାଯିବା ନେଇ ସୂଚନା ଦିଆଯାଇଛି। ଓଡ଼ିଶାର ସହରାଞ୍ଚଳ ଏବଂ ଗ୍ରାମାଞ୍ଚଳରେ ସବୁଠି ‘କଳାଦିବସ’ ପାଳନ କରାଯିବ। କଳାପଟି ପରିଧାନ, ବିକ୍ଷୋଭ, ପଟୁଆର ସହ ସଭା ଆଦି ମାଧ୍ୟମରେ କୃଷକଙ୍କୁ ଗୁଳିମାଡ଼ ଘଟଣାର ତୀବ୍ର ପ୍ରତିବାଦ କରିବାକୁ ଆହ୍ବାନ ଦିଆଯାଇଛି। ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ ଛକଠାରେ ପ୍ରତିବାଦ କାର୍ଯ୍ୟକ୍ରମ ସଂଗଠିତ ହେବ।

ସେହିପରି ଗୁଳିକାଣ୍ଡ ପାଇଁ ନିର୍ଦ୍ଦେଶ ଦେଇଥିବା ପୋଲିସ ମୁଖ୍ୟ ଓ ସମ୍ପୃକ୍ତ ଅଧିକାରୀଙ୍କ ବିରୋଧରେ ତୁରନ୍ତ ଆଇନଗତ କାର୍ଯ୍ୟାନୁଷ୍ଠାନ ପାଇଁ ଶ୍ରମିକ, କୃଷକ ଏବଂ କର୍ମଚାରୀଙ୍କ ମିଳିତ ମଞ୍ଚ ପକ୍ଷରୁ ଦାବି କରାଯାଇଛି। ମୋଦି ସରକାର ଆନ୍ଦୋଳନରତ କୃଷକ ଓ ଯୁବକମାନଙ୍କୁ ଦେଶର ଶତ୍ରୁ ଭଳି ବ୍ୟବହାର ପ୍ରଦର୍ଶନ କରୁଛନ୍ତି। ଏଥିସହ କର୍ପୋରେଟରଙ୍କ ବିକାଶ ଲକ୍ଷ୍ୟରେ ଏତେ ଗଭୀର ଭାବରେ ଯୋଡ଼ି ହୋଇଛନ୍ତି ଯେ, ସେମାନେ କୃଷକ ଏବଂ ଯୁବକମାନଙ୍କୁ ହତ୍ୟା କରିବା ପାଇଁ ଦ୍ୱିଧା ପ୍ରକାଶ କରୁନାହାନ୍ତି ବୋଲି ମଞ୍ଚ ଅଭିଯୋଗ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଝାଡଖଣ୍ଡକୁ କାହିଁକି ଗଲେନି ରାହୁଲ ଗାନ୍ଧୀ? ସିଧା ସିଧା ଉତ୍ତର ଦେଲେ ପ୍ରିୟଙ୍କା

ନୂଆଦିଲ୍ଲୀ, ୧୧।୮: ମୌସୁମୀ ଅଧିବେଶନ ଚାଲିଥିବା ସମୟରେ ମଙ୍ଗଳବାର ଦିନ ସଂସଦ ପରିସର ବାହାରେ NDA ଏବଂ ବିରୋଧୀ ଦଳର ସାଂସଦମାନେ ମୁହାଁମୁହିଁ ହୋଇଛନ୍ତି। ଗୋଟିଏ ପଟେ…

Blinkit ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ: ସସ୍‌ପେଣ୍ଡ ହେଲା ଲାଇସେନ୍ସ; ସାମ୍ନାକୁ ଆସିଲା ଗୁରୁତର ତ୍ରୁଟି

ନୂଆଦିଲ୍ଲୀ, ୧୧।୮: ମହାରାଷ୍ଟ୍ରରେ IAS ଅଧିକାରୀ ତୁକାରାମ ମୁଣ୍ଡେଙ୍କ ଖରାପ ଓ ଅସୁରକ୍ଷିତ ଖାଦ୍ୟ ପଦାର୍ଥ ବିରୋଧୀ ଅଭିଯାନ ଜାରି ରହିଛି। ଦେଶର ପ୍ରସିଦ୍ଧ କମ୍ପାନୀ Blinkit…

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

୧୯୪୭ରେ ଟଙ୍କାକର ମୂଲ୍ୟ କେତେ ଥିଲା? ଜାଣି ତାଜୁବ ହେବେ ୧ଟଙ୍କାରେ ୮ଲିଟର କ୍ଷୀର ଆଉ ସପ୍ତାହକର ଆସୁଥିଲା ରାଶନ…

ନୂଆଦିଲ୍ଲୀ, ୧୧।୮: ୧୫ ଅଗଷ୍ଟ ୧୯୪୭ରେ ଭାରତ ଯେତେବେଳେ ସ୍ୱାଧୀନ ହୋଇଥିଲା, ସେତେବେଳେ ଏହାର ଟଙ୍କା ଆମେରିକାର ଡଲାର ତୁଳନାରେ ବହୁତ ପଛରେ ନ ଥିଲା। ସେତେବେଳେ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରତିମାସରେ କେତେ ଦରମା ମିଳେ? ବଙ୍ଗଳା-ଭତ୍ତା ଛଡା ବେସିକ୍‌ ସାଲାରୀ କେତେ ଜାଣିଲେ ଚମକି ପଡିବେ…

ନୂଆଦିଲ୍ଲୀ, ୧୧।୮: ଆପଣ ଡାକ୍ତର, ଇଞ୍ଜିନିୟର ଏବଂ ସରକାରୀ କର୍ମଚାରୀଙ୍କ ଭଳି ବିଭିନ୍ନ ବୃତ୍ତିଗତଙ୍କ ଦରମା ବିଷୟରେ ଶୁଣିଥିବେ। ଏହି ପରିପ୍ରେକ୍ଷୀରେ, ଭାରତର ପ୍ରଧାନମନ୍ତ୍ରୀଙ୍କ ଦରମା କେତେ…

NEET ବିରୋଧରେ ବିଜୟ ସରକାରଙ୍କ ବଡ଼ ପଦକ୍ଷେପ, ବିରୋଧୀ DMK କଲା ସମର୍ଥନ

ନୂଆଦିଲ୍ଲୀ, ୧୧।୮: ତାମିଲନାଡୁର ବିଜୟ ସରକାର ମଙ୍ଗଳବାର ବିଧାନସଭାରେ NEET ପରୀକ୍ଷାକୁ ଉଚ୍ଛେଦ କରିବା ଏବଂ ସ୍ନାତକସ୍ତରୀୟ ମେଡିକାଲ ପାଠ୍ୟକ୍ରମରେ ନାମଲେଖା ପାଇଁ ଦ୍ୱାଦଶ ଶ୍ରେଣୀର ନମ୍ବରକୁ…

ଜାପାନରୁ ଆସୁ ନେତାଜୀଙ୍କ ଅସ୍ଥି: ସୁପ୍ରିମକୋର୍ଟର ଦ୍ବାରସ୍ଥ ହେଲେ ସୁଭାଷ ଚନ୍ଦ୍ର ବୋଷଙ୍କ ଝିଅ, କେନ୍ଦ୍ରକୁ ନୋଟିସ୍!

ନୂଆଦିଲ୍ଲୀ,୧୧।୮: ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଅସ୍ଥିକୁ ଜାପାନର ଟୋକିଓ ସ୍ଥିତ ରେଙ୍କୋଜି ମନ୍ଦିରରୁ ଭାରତ ଆଣିବା ଦାବିକୁ ନେଇ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି…

ଧର୍ମେନ୍ଦ୍ର ପ୍ରଧାନଙ୍କ ବିସ୍ଫୋରକ ବୟାନ, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ସେ….କାହାକୁ କହିଲେ ଏମିତି

ନୂଆଦିଲ୍ଲୀ, ୧୧।୮: ସଂସଦରେ ମୌସୁମୀ ଅଧିବେଶନ ଚାଲିଛି। ସଂସଦ ମାର୍ଚ୍ଚ ସମୟରେ ଛାତ୍ରୀଛାତ୍ରଙ୍କ ଉପରେ ଦିଲ୍ଲୀ ପୋଲିସର ଲାଠିଚାର୍ଜକୁ ନେଇ ବିରୋଧୀ ଦଳଗୁଡ଼ିକ କ୍ରମାଗତ ଭାବେ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri