ମୂଳ ଭାରତୀୟ ଅଜୟ ବଙ୍ଗା ହେଲେ ବିଶ୍ୱ ବ୍ୟାଙ୍କ ଅଧ୍ୟକ୍ଷ: କାର୍ଯ୍ୟକାଳ ୫ ବର୍ଷ…

ଓ୍ବାଶିଂଟନ,୩।୬ : ମୂଳ ଭାରତୀୟ ଅଜୟ ବଙ୍ଗା ବିଶ୍ୱ ବ୍ୟାଙ୍କର ଅଧ୍ୟକ୍ଷ ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହା ସହିତ ସେ ଗ୍ଲୋବାଲ ଫାଇନାନ୍ସିଆଲ ଇନଷ୍ଟିଚ୍ୟୁଶନ, ବିଶ୍ୱ ବ୍ୟାଙ୍କ ଏବଂ ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠିର ନେତୃତ୍ୱ ନେଇଛନ୍ତି। ୩ ମଇରେ, ବିଶ୍ୱ ବ୍ୟାଙ୍କର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକମାନେ ୬୩ ବର୍ଷିୟ ବଙ୍ଗାଙ୍କୁ ପାଞ୍ଚ ବର୍ଷ ପାଇଁ ବିଶ୍ୱ ବ୍ୟାଙ୍କର ୧୪ ତମ ଅଧ୍ୟକ୍ଷ ଭାବରେ ମନୋନୀତ କରିଥିଲେ।

ଫେବୃଆରୀରେ ରାଷ୍ଟ୍ରପତି ଜୋ ବାଇଡେନ ଘୋଷଣା କରିଥିଲେ ଆମେରିକା ଅଜୟ ବଙ୍ଗାଙ୍କୁ ବିଶ୍ୱ ବ୍ୟାଙ୍କର ନେତୃତ୍ୱ ନେବାକୁ ମନୋନୀତ କରୁଛି। ଆଇଏମଏଫ ପରିଚାଳନା ନିର୍ଦ୍ଦେଶକ କ୍ରିଷ୍ଟାଲିନା ଜର୍ଜିଆଭା ଏକ ଟୁଇଟ କରି କହିଛନ୍ତି ଯେ ମୁଁ ଆଶା କରୁଛି ଅଜୟ ବଙ୍ଗା ଏକ ଭଲ କାମ କରିବେ।

ବଙ୍ଗା ପ୍ରଥମ ଭାରତୀୟ-ଆମେରିକୀୟ ଭାବେ ବିଶ୍ୱ ବ୍ୟାଙ୍କର ମୁଖ୍ୟ ହୋଇପାରିଛନ୍ତି। ସେ ଡେଭିଡ ମାଲପାସଙ୍କ ସ୍ଥାନ ନେଇଛନ୍ତି। ଅଜୟ ବଙ୍ଗା ପାଞ୍ଚ ବର୍ଷ ପର୍ଯ୍ୟନ୍ତ ବିଶ୍ୱ ବ୍ୟାଙ୍କର ସଭାପତି ରହିବେ। ବଙ୍ଗା ଜେନେରାଲ ଆଟଲାଣ୍ଟିକରେ ଉପାଧ୍ୟକ୍ଷ ଭାବରେ କାର୍ଯ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୮ମ ବେତନ ଆୟୋଗକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ସରକାରୀ କର୍ମଚାରୀଙ୍କୁ ମିଳିବ ୧୮ ଲକ୍ଷ ଟଙ୍କାର…

ନୂଆଦିଲ୍ଲୀ,୨୨।୯: ୮ମ ବେତନ ଆୟୋଗକୁ ନେଇ କେନ୍ଦ୍ରୀୟ କର୍ମଚାରୀଙ୍କ ଅପେକ୍ଷା ଜାରି ରହିଛି। ବର୍ତ୍ତମାନ ଆୟୋଗ ବିଭିନ୍ନ କର୍ମଚାରୀ ସଂଗଠନ ସହ ଆଲୋଚନା କରୁଛି। ରିପୋର୍ଟ ଲାଗୁ…

ଅକ୍ଟୋବର ୧ରୁ ଏସବୁ ବ୍ୟାଙ୍କିଙ୍ଗ୍‌ କାମରେ ଲାଗିବ ଚାର୍ଜ, ଆକାଉଣ୍ଟରେ ଟଙ୍କା ରଖୁଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍‌ଲୀ,୨୨।୯:ସେପ୍ଟେମ୍ୱର ମାସ ଶେଷ ହେବାକୁ ଯାଉଛି ଏବଂ ଏବେ ଅକ୍ଟୋବର ମାସ ଆରମ୍ଭ ହେବାକୁ ଯାଉଛି। ଅକ୍ଟୋବର ମାସ ଆରମ୍ଭ ହେବା ସହିତ ବ୍ୟାଙ୍କ ସହିତ ଜଡ଼ିତ…

ହଠାତ୍‌ ଅବସର ନେଇ ସମସ୍ତଙ୍କୁ ଚମକାଇଦେଲେ ଏହି ଖେଳାଳି: କ୍ରିକେଟ୍‌ ଜଗତ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ଦକ୍ଷିଣ ଆଫ୍ରିକା ପାଇଁ ପ୍ରାୟ ଏକ ଦଶନ୍ଧି ପୂର୍ବେ ନିଜର ଶେଷ ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିବା ବ୍ୟାଟର କୋଲିନ ଇଙ୍ଗ୍ରାମ ୪୧ ବର୍ଷ ବୟସରେ ବୃତ୍ତିଗତ…

ଭାରତ ପୁଣି ହେଲା ବିଶ୍ୱର ନମ୍ବର-୧ ଟିମ୍‌: ଇଂଲଣ୍ଡକୁ ହଟାଇ…

ନୂଆଦିଲ୍ଲୀ,୨୨।୯: ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଭାରତୀୟ କ୍ରିକେଟ ଦଳ ପୁଣିଥରେ ICC T20 ମାନ୍ୟତାରେ ପ୍ରଥମ ସ୍ଥାନ ହାସଲ କରିଛି। ନିକଟରେ ଇଂଲଣ୍ଡ ଏହି ସ୍ଥାନ ଅକ୍ତିଆର…

ବାତ୍ୟା ଆଶଙ୍କାରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ: ୨୪ ତାରିଖ ପରୀକ୍ଷା ସ୍ଥଗିତ

ଭଞ୍ଜନଗର,୨୨।୯ (ବାବୁଲା ପ୍ରଧାନ): ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ନେଇ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଆରମ୍ଭ ହୋଇଛି। ଉପଜିଲାପାଳ ଉମାଶଙ୍କର ବେହେରା…

ଜାଲ ନୋଟ ଦେଇ କିଣୁଥିଲେ ସ୍କୁଟି, ଧରାପଡ଼ିଲେ ଅଭିଯୁକ୍ତ: ପୂରା ଘଟଣା ଜାଣିଲେ…

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ):ଜାଲ ନୋଟ ଦେଇ ବରଗଡ଼ ସହରରେ ଜଣେ ସ୍କୁଟି କିଣି ଧରାପଡ଼ିଡା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ସୂଚନ ଅନୁଯାୟୀ, ବରଗଡ ବ୍ୟାଙ୍କ କଲୋନୀ ବାସିନ୍ଦା…

ଗ୍ରାଚ୍ୟୁଇଟିକୁୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ପାଇଁ…

ନୂଆଦିଲ୍‌ଲୀ,୨୨।୯: ସୁପ୍ରିମକୋର୍ଟଙ୍କ ଦ୍ୱାରା ଗ୍ରାଚ୍ୟୁଇଟିକୁ ନେଇ ଏକ ବଡ଼ ରାୟ ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ ଚୁକ୍ତିଭିତ୍ତିକ (କଣ୍ଟ୍ରାକ୍ଟ) କାର୍ଯ୍ୟ କରୁଥିବା କର୍ମଚାରୀମାନଙ୍କ ପାଇଁ ମୁଖ୍ୟ…

ଚିଲିକାରେ ଡଙ୍ଗା ଚଳାଚଳ ବନ୍ଦ, ଆତଙ୍କିତ କୃଷ୍ଣପ୍ରସାଦବାସୀ

କୃଷ୍ଣପ୍ରସାଦ, ୨୨।୯(କୈଳାଶ ଚନ୍ଦ୍ର ପଟନାୟକ ): ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ । ଏହାକୁ ନେଇ ପୁରୀ ଜିଲା ଉପକୂଳବାସୀଙ୍କ ମନରେ ଛନକା ପଶିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?