ମୂଳ ଭାରତୀୟ କମଳା ହେରିସ ଆମେରିକା ଉପରାଷ୍ଟ୍ରପତି ପ୍ରାର୍ଥୀ

ୱାଶିଂଟନ, ୧୨।୮: ଆମେରିକା ରାଷ୍ଟ୍ରପତି ର୍ନିବାଚନରେ ଡେମୋକ୍ରେଟିକ ପାର୍ଟି ପକ୍ଷରୁ ମୂଳ ଭାରତୀୟ କମଳା ହେରିସ ଉପରାଷ୍ଟ୍ରପତି  ପ୍ରାର୍ଥୀ ହୋଇଛନ୍ତି । ଦଳ ପକ୍ଷରୁ ରାଷ୍ଟ୍ରପତି ପ୍ରାର୍ଥୀ ହୋଇଥିବା ଜୋ ବାଇଡେନ ଏନେଇ ଟୁଇଟ କରି ଘୋଷଣା କରିଛନ୍ତି। କମଳା ଜଣେ ଲଢୁଆ ଯୋଦ୍ଧା ବୋଲି ବାଇଡେନ ପ୍ରଶଂସା କରିଛନ୍ତି। କାଲିଫର୍ନିଆର ଅଟର୍ନି ଜେନେରାଲ ଥିବା ସମୟରେ ବାଇଡେନ୍‌ ତାଙ୍କୁ ଭେଟି ଥିବା ପ୍ରକାଶ କରିିଛନ୍ତି। କମଳାଙ୍କ କାମ କରିବା ଶୈଳୀ ବେଶ୍‌ ପ୍ରଶଂସା ଯୋଗ୍ୟ। ମହିଳା ଓ ଶିଶୁଙ୍କ ସୁରକ୍ଷା ଲାଗି କମଳାଙ୍କ କାମ ବେଶ୍‌ ଉଲ୍ଲେଖନୀୟ। ଡେମୋକ୍ରେଟିକ ପାର୍ଟିର ନିର୍ବାଚନ ଅଭିଯାନରେ କମଳା ତାଙ୍କର ସହଯୋଗୀ ହୋଇଥିବାରୁ ବାଇଡେନ ଏହାକୁ ସ୍ବାଗତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟାରେ ଫସି ରହିଥିବା ଭାରତୀୟଙ୍କ ପାଇଁ MEA ଜାରି କଲା ହେଲପ ଲାଇନ

ନୂଆଦିଲ୍ଲୀ,୨୭।୮: ବୁଧବାର ନେପାଳର ରାସୁୱା ଜିଲାର ତିବ୍ଦତ ସୀମା ନିକଟରେ ହଠାତ ବନ୍ୟା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ରିପୋର୍ଟ ଅନୁଯାୟୀ ଏବେ ପର୍ଯ୍ୟନ୍ତ ଅତି କମରେ…

କୋଟାରେ ପୁଣି ଏନ୍‌ଇଇଟି ଆଶାୟୀଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୨୭ା୮: ଦେଶର ଅନ୍ୟତମ ପ୍ରତିଯୋଗିତାମୂଳକ କୋଚିଂ ସହର ରାଜସ୍ଥାନ କୋଟାରେ ଆଉ ଜଣେ ୨୦ବର୍ଷୀୟ ଏନ୍‌ଇଇଟି ଆଶାୟୀ ଆତ୍ମହତ୍ୟା କରିଛନ୍ତି। ଅତ୍ୟଧିକ ପାଠ ଚାପ ଏବଂ ମାନସିକ…

ନେପାଳରେ ଜଳପ୍ରଳୟ: ଦେବଦୂତ ସାଜିଲା ଭାରତ, ବାଲେନ ଶାହା କହିଲେ-PM ମୋଦି ଆମେ ଆପଣଙ୍କ…

କାଠମାଣ୍ଡୁ,୨୭।୮: ନେପାଳରେ ବନ୍ୟା ଯୋଗୁ ଏପର୍ଯ୍ୟନ୍ତ ୧୬୦ ଜଣଙ୍କ ମୃତ୍ୟୁ ହୋଇସାରିଛି ଏବଂ ୭୦୦ରୁ ଅଧିକ ଲୋକ ନିଖୋଜ ଅଛନ୍ତି। ଏହି କଠିନ ସମୟରେ ଭାରତ ନେପାଳ…

କଟକଣା ଲଗାଇ କିଛି କରିପାରିବ ନାହିଁ ଆମେରିକା

ତେହେରାନ, ୨୭।୮: ନୂତନ ଆର୍ଥିକ କଟକଣା ଦ୍ୱାରା ଆମେରିକା କିଛି ହାସଲ କରିପାରିବ ନାହିଁ ବୋଲି ବୁଧବାର ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ କହିଛନ୍ତି। ଆଇଏଏସ୍‌ଏନ୍‌ଏ ଖବର…

ଆଜିଠାରୁ କିଲୋ ପିଛା ୩୫ ଟଙ୍କାରେ ବିକ୍ରି ହେବ ପିଆଜ

ନୂଆଦିଲ୍ଲୀ,୨୭।୮: କେନ୍ଦ୍ର ସରକାର ଗୁରୁବାରଠାରୁ ପ୍ରତି କିଲୋଗ୍ରାମ ୩୫ ଟଙ୍କା ସବସିଡି ଦରରେ ରାଜଧାନୀରେ ପିଆଜର ଖୁଚୁରା ବିକ୍ରୟ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦିଲ୍ଲୀ ବ୍ୟତୀତ…

ନେପାଳ ଅଭିମୁଖେ ଭାରତୀୟ ବାୟୁସେନାର ୩ ମହାବଳୀ, ଜୀବନ ବଞ୍ଚାଇବାରେ ଏକ୍ସପର୍ଟ!

କାଠମାଣ୍ଡୁ,୨୭।୮: ନେପାଳର ରସୁୱା ଜିଲାର ଭୋଟେକୋଶୀ ନଦୀରେ ଆସିଥିବା ବନ୍ୟା ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରଳୟଙ୍କରୀ ବନ୍ୟାକୁ ଦେଖି ଲୋକଙ୍କ ଲୋମ ଟାଙ୍କୁରି ଉଠୁଛି। ବନ୍ୟା…

ରକ୍ଷାବନ୍ଧନ ପୂର୍ବରୁ ପେଟ୍ରୋଲ-ଡିଜେଲ ଦରରେ ବଡ଼ ହଲଚଲ: ବଢିଲା କି କମିଲା କରନ୍ତୁ ଚେକ୍‌

ନୂଆଦିଲ୍ଲୀ,୨୭।୮: ଇରାନ ଉପରେ ଆମେରିକାର ନୂଆ କଠୋର ପ୍ରତିବନ୍ଧକ ଲାଗୁ ହେବା ପରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ (Crude Oil) ମୂଲ୍ୟରେ ବଡ଼ ହ୍ରାସ ଦେଖାଯାଉଛି।…

ନେପାଳରେ ଆକସ୍ମିକ ବନ୍ୟା: ୯୫ ମୃତ

କାଠମାଣ୍ଡୁ, ୨୭ା୮: ତିବ୍ବତ-ରସୁୱାଗଢ଼ି ସୀମାରୁ ୨୦ କିଲୋମିଟର ଉତ୍ତର-ପୂର୍ବରେ ଥିବା ଅସ୍ଥିର ପାହାଡ଼ ଧସିବା ଏବଂ ସୀମାନ୍ତରେ ଥିବା ଲେନ୍ଦେ ନଦୀର ଜଳସ୍ତର ବୃଦ୍ଧି ଯୋଗୁଁ ନେପାଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri