ଆତଙ୍କବାଦୀଙ୍କ ପାଖରେ ନାଟୋ ଅସ୍ତ୍ର: ସୁରକ୍ଷା ପ୍ରତି ବିପଦ ଜାତିସଂଘ

ଓ୍ବାଶିଂଟନ,୧୪ା୮: ଆଫଗାନିସ୍ତାନରେ ଥିବା ନାଟୋ ସଂଗଠନର ବିପୁଳ ଅସ୍ତ୍ରଶସ୍ତ୍ର ତାଲିବାନ ଏବଂ ଅଲ୍‌କାଏଦାର ସହଯୋଗୀ ସଂଗଠନ ଜରିଆରେ ଆଇଏସ୍‌ ସଂଗଠନ(ଖୋରାସାନ) ଆତଙ୍କବାଦୀଙ୍କ ପାଖରେ ପହଞ୍ଚି ଥିବା ଜାତିସଂଘ ପକ୍ଷରୁ ଏକ ରିପୋର୍ଟରେ କୁହାଯାଇଛି।

ବିଶେଷ କରି ତେହରିକ-ଇତାଲିବାନ ପାକିସ୍ତାନର ସଦସ୍ୟମାନେ ଅସ୍ତ୍ର ଚାଲାଣରେ ସହଯୋଗ କରୁଛନ୍ତି। ୨୦୨୧ରେ ତାଲିବାନ ଆଫଗାନିସ୍ତାନର ଶାସନ କ୍ଷମତା ଅକ୍ତିଆର କରିବା ପରେ ପଡୋଶୀ ଦେଶକୁ ନାଟୋର ସାମରିକ ସରଞ୍ଜାମ ସ୍ଥାନାନ୍ତର ହୋଇଥିବା ନେଇ ରାଷ୍ଟ୍ରଗୁଡ଼ିକ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଆଫଗାନିସ୍ତାନ, ମଧ୍ୟପ୍ରାଚ୍ୟ ଏବଂ ଆଫ୍ରିକାକୁ ଅସ୍ତ୍ର ପଠାଯାଇଥିବାରୁ ଅନ୍ତର୍ଜାତୀୟ ଶାନ୍ତି ଓ ସୁରକ୍ଷା ପ୍ରତି ବିପଦ ଦେଖାଦେଇଥିବା ଜାତିସଂଘ ମହାସଚିବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri