ୟୁକ୍ରେନ ପାଇଁ ସାମରିକ ସମର୍ଥନ ବୃଦ୍ଧି ନେଇ ଦକ୍ଷିଣ କୋରିଆକୁ ଅନୁରୋଧ କଲେ ନାଟୋ ମୁଖ୍ୟ

ସିଓଲ,୩୦ା୧: ରୁଷିଆ-ୟୁକ୍ରେନ ମଧ୍ୟରେ ଯୁଦ୍ଧ ପରେ ନାଟୋ ଅସ୍ତ୍ରଶସ୍ତ୍ର ପଠାଇବା ସହିତ କିଭ୍‌କୁ ଅନେକ ଉପାୟରେ ସାହାଯ୍ୟ କରିଛି। ବର୍ତ୍ତମାନ ନାଟୋର ସେକ୍ରେଟାରୀ ଜେନେରାଲ ଜେନ୍ସ ଷ୍ଟୋଲଟେନବର୍ଗ ୟୁକ୍ରେନ ପାଇଁ ସାମରିକ ସମର୍ଥନ ବୃଦ୍ଧି କରିବାକୁ ଦକ୍ଷିଣ କୋରିଆକୁ ନିବେଦନ କରିଛନ୍ତି।

ଷ୍ଟୋଲଟେନ୍ବର୍ଗ ବର୍ତ୍ତମାନ ସିଓଲରେ ଅଛନ୍ତି। ତାଙ୍କ ଗସ୍ତର ମୂଳ ଉଦ୍ଦେଶ୍ୟ ହେଉଛି ୟୁକ୍ରେନରେ ଯୁଦ୍ଧ ଏବଂ ଚାଇନା ସହିତ ପ୍ରତିଦ୍ୱନ୍ଦ୍ୱିତାକୁ ଦୃଷ୍ଟିରେ ରଖି ଆମେରିକାର ସହଯୋଗୀମାନଙ୍କ ସହ ସମ୍ପର୍କକୁ ମଜବୁତ କରିବା।

ସିଓଲରେ ଥିବା ଚି ଇନଷ୍ଟିଚ୍ୟୁଟ ଫର୍‌ ଆଡଭାନ୍ସ ଷ୍ଟଡିଜର ଷ୍ଟୋଲଟେନ୍ବର୍ଗ ୟୁକ୍ରେନକୁ ସାହାଯ୍ୟ କରିଥିବାରୁ ଦକ୍ଷିଣ କୋରିଆକୁ ଧନ୍ୟବାଦ ଜଣାଇଛନ୍ତି। ଏହାକୁ ଆହୁରି ବୃଦ୍ଧି କରିବାକୁ ମଧ୍ୟ ଅନୁରୋଧ କରାଯାଇଛି। ସେ କହିଛନ୍ତି, ଏହି ଯୁଦ୍ଧରେ ୟୁକ୍ରେନ ଗୁଳିର ଜରୁରୀ ଆବଶ୍ୟକତା ରହିଛି। ଏଥି ସହିତ ରୁଷିଆ ଏହାର ଆକ୍ରମଣକୁ ଏକ ସ୍ବତନ୍ତ୍ର ଅପରେଶନ ବୋଲି ବର୍ଣ୍ଣନା କରୁଛି। ନାଟୋର ସେକ୍ରେଟାରୀ ଜେନେରାଲ ଆହୁରି ମଧ୍ୟ କହିଛନ୍ତି, ୟୁକ୍ରେନକୁ ସାମରିକ ସହାୟତା ପ୍ରସଙ୍ଗ ଉପରେ ଦକ୍ଷିଣ କୋରିଆକୁ ପଦକ୍ଷେପ ନେବାକୁ ସେ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିର ସବୁ ଗୁମର ଖୋଲିଦେଲେ ସନାତନ ମହାକୁଡ଼, କହିଲେ ପୂର୍ବ ସରକାର ଥିବାବେଳେ ଖଣିଖାଦାନରୁ ବହୁ…

କେନ୍ଦୁଝର,୭ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଗସ୍ତରେ ଆସିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ଘଟଗାଁ ପରିକ୍ରମା ପ୍ରକଳ୍ପନ୍ତର ଭିତ୍ତି ପ୍ରସ୍ତର...

ଚିକିତ୍ସା ପାଇଁ ଲଣ୍ଡନ ଯାଇପାରିଲେନି ଖାଲେଦା ଜିଆ

ଢାକା,୭।୧୨: ଗୁରୁତର ଅସୁସ୍ଥ ପୂର୍ବତନ ବାଂଲାଦେଶ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କୁ ଚିକିତ୍ସା କରୁଥିବା ମେଡିକାଲ ବୋର୍ଡ ଶନିବାର ଅନିର୍ଦ୍ଦିଷ୍ଟ କାଳ ପାଇଁ ତାଙ୍କର ଲଣ୍ଡନ ଯାତ୍ରା...

ହଷ୍ଟେଲରେ ଆଖିବୁଜା ଗୁଳି ଚାଳନା, ୧୧ ମୃତ

କେପଟାଉନ,୭।୧୨: ଦକ୍ଷିଣ ଆଫ୍ରିକାରେ ଏକ ଭୟଙ୍କର ଗୁଳିକାଣ୍ଡ ଘଟିଛି। ଏଥିରେ ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି। ଦକ୍ଷିଣ ଆଫ୍ରିକା ପୋଲିସ ସେବା (SAPS) ଶନିବାର...

Justin Trudeau-Katy Perry Relationship: କାନାଡାର ପୂର୍ବତନ ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ-କେଟି ପେରିଙ୍କ ସମ୍ପର୍କର ଖୁଲାସା, ନିଜେ ଶେୟାର କଲେ ଅପଡେଟ ପୋଷ୍ଟ

ଓଟାଓ୍ବା,୭।୧୨: ଆମେରିକୀୟ ପପ ଷ୍ଟାର କେଟି ପେରି ଶେଷରେ ତାଙ୍କ ବ୍ୟକ୍ତିଗତ ସମ୍ପର୍କକୁ ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ସେ ଇନଷ୍ଟାଗ୍ରାମରେ ଫଟୋ ଏବଂ...

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ତାରିଣୀ ପୀଠର ବିକାଶ ପାଇଁ କଲେ ବଡ଼ ଘୋଷଣା

କେନ୍ଦୁଝର,୭ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଏକ ସ୍ବତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ୱରରୁ ଆସି ଘଟଗାଁରେ ପହଞ୍ଚିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ...

ରେକର୍ଡ ଭାଙ୍ଗୁଛି ଶୀତ, ରାଜ୍ୟର ସବୁଠୁ ଥଣ୍ଡା ସହର ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୭ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଶୀତର ଲହରି ରେକର୍ଡ ଭାଙ୍ଗିଛି। ଦିନକୁ ଦିନ ତାପମାତ୍ରା ହ୍ରାସ ପାଇ ରବିବାର ସକାଳ ସୁଦ୍ଧା ୭.୫...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ଗୁଡ ନ୍ୟୁଜ ଦେଲା ଏୟାର ଇଣ୍ଡିଆ, ଖୁସି ହେବେ ଯାତ୍ରୀ

ନୂଆଦିଲ୍ଲୀ,୭।୧୨: ଦେଶବ୍ୟାପୀ ଅନେକ ଇଣ୍ଡିଗୋ ବିମାନ ବାତିଲ ହେବା ଫଳରେ ଯାତ୍ରା ଗୁରୁତର ଭାବରେ ବାଧାପ୍ରାପ୍ତ ହୋଇଛି। ଏହାର ଜବାବରେ, ଏୟାର ଇଣ୍ଡିଆ ଏବଂ ଏୟାର...

ମୋଦିଙ୍କୁ ପାକିସ୍ତାନୀ ମହିଳାଙ୍କ ଚିଠି, କହିଲେ ମୋ ସ୍ୱାମୀ ଧୋକା ଦେଇଛି…

ନୂଆଦିଲ୍ଲୀ,୭।୧୨: ପାକିସ୍ତାନୀ ମହିଳା ନିକିତା ନାଗଦେବଙ୍କ ଏକ ଭିଡିଓ ସମ୍ପ୍ରତି ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭିଡିଓରେ, ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ମୋଦିଙ୍କଠାରୁ ନ୍ୟାୟ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri