Posted inଜାତୀୟ

କୋଣାର୍କ ଚକ୍ର, ନଟରାଜ ପ୍ରତିମୂର୍ତ୍ତି, ଯୋଗମୁଦ୍ରା…ଜି୨୦ ବାହାନାରେ ବିଶ୍ୱ ଦେଖିଲା ଏସବୁ…

ନୂଆଦିଲ୍ଲୀ,୯।୯: ରାଜଧାନୀ ଦିଲ୍ଲୀରେ ଶନିବାରଠାରୁ ଆରମ୍ଭ ହୋଇଛି ଦୁଇ ଦିନିଆ ଜି-୨୦ ସମ୍ମିଳନୀ। ଏଥିପାଇଁ ଭାରତ ମଣ୍ଡପମ୍‌ରେ ପହଞ୍ଚିଛନ୍ତି ବିଶ୍ୱ ନେତା। ସମ୍ମିଳନୀର ପ୍ରଥମ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେମାନଙ୍କୁ ଭାରତ ମଣ୍ଡପମ୍‌ରେ ସ୍ବାଗତ କରିଛନ୍ତି। ତେବେ ସ୍ବାଗତସ୍ଥଳରେ ଭାରତୀୟ କଳା ଏବଂ ସଂସ୍କୃତିର ପ୍ରତୀକ ଯୋଗ, କାରୁକାର୍ଯ୍ୟପୂର୍ଣ୍ଣ ଐତିହ୍ୟ କୋଣାର୍କ ଚକ୍ର ଏବଂ ନଟରାଜଙ୍କ ପ୍ରତିମୂର୍ତ୍ତି ଦେଖିବାକୁ ମିଳିଛି।

୧୩ ଶହ ଶତାଦ୍ଦିରେ ରାଜା ନରସିଂହଦେବ ପ୍ରଥମଙ୍କ ଶାସନକାଳରେ ନିର୍ମିତ କୋଣାର୍କ ଚକ୍ର ପୁରାତନ ଭାରତର ସମୃଦ୍ଧ କାରୁକାର୍ଯ୍ୟକୁ ପ୍ରସ୍ପୁଟିତ କରୁଛି। ଏହି କୋଣାର୍କ ଚକ୍ର ସମୟ ସହ କାଳଚକ୍ର, ଉନ୍ନତି ଓ ପରିବର୍ତ୍ତନର ଧାରାକୁ ବି ସୂଚାଉଛି। ଭାରତର ଜାତୀୟ ପତାକାରେ ମଧ୍ୟ ଏହାକୁ ବ୍ୟବହାର କରାଯାଇଛି।

ସେହିଭଳି ଭାରତ ମଣ୍ଡପମ୍‌ର କନ୍‌ଭେ୍‌ଶନ ହଲର ପ୍ରବେଶ ଦ୍ୱାରରେ ୨୮ ଫୁଟ ଉଚ୍ଚ ନଟରାଜ ପ୍ରତୀମା ଲଗାଯାଇଥିଲା। ଏହା ଭଗବାନ ଶିବଙ୍କୁ ‘ନୃତ୍ୟର ଦେବତା’ ଏବଂ ତାଙ୍କ ସୃଷ୍ଟି ଓ ବିନାଶର ବ୍ରହ୍ମାଣ୍ଠ ଶକ୍ତିର ପ୍ରତୀକ। ୧୯ ଟନ୍‌ର ଏହି ପ୍ରତିମୂର୍ତ୍ତିକୁ ତାମିଲନାଡ଼ୁର ସ୍ବାମୀମଲାଇ ନିର୍ମାଣ କରିଥିଲେ।

ନଟରାଜ ଏବଂ କୋଣାର୍କ ଚକ୍ର ବ୍ୟତିତ ଯୋଗ ମୁଦ୍ରାଙ୍କ ପ୍ରତିମା ମଧ୍ୟ ସ୍ଥାପନ କରାଯାଇଛି। ଏହା ବିଶ୍ୱକୁ ଭାରତୀୟ ସଭ୍ୟତାର ଉପହାର ବୋଲି କୁହାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

‘ପୁଣିଥରେ ଦେଶରେ ଲକଡାଉନ୍‌ ଲାଗୁ କରିପାରନ୍ତି’, ପ୍ରଧାନମନ୍ତ୍ରୀ ମୋଦିଙ୍କ ମୁଖ୍ୟମନ୍ତ୍ରୀମାନଙ୍କ ସହ ବୈଠକ ପରେ ଏମିତି କହିଲେ…

ନୂଆଦିଲ୍ଲୀ,୨୭।୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବାରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣିଥରେ ମୋଦି ସରକାର ଏବଂ ନିର୍ବାଚନ କମିଶନଙ୍କ ବିରୋଧରେ ମୋର୍ଚ୍ଚା ଖୋଲିଛନ୍ତି। ପଶ୍ଚିମ ବର୍ଦ୍ଧମାନରେ…

ଇରାନ ସଂଘର୍ଷ ଭିତରେ ଭାରତ ପାଇଁ ଆଶ୍ବସ୍ତି, ଆସିଲା LPG ବୋଝେଇ ଟ୍ୟାଙ୍କର

ନୂଆଦିଲ୍ଲୀ,୨୭ା୩: ଭାଡିନାର ବନ୍ଦରରୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ଖବର ମିଳିଛି । ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ପାଇଁ ଆଶ୍ୱସ୍ତିର ସଙ୍କେତ ଦେଖାଦେଇଛି । ଏଲପିଜି ବୋଝେଇ…

ଥରିଲା ପୃଥିବୀ, ଭାରତରେ କମ୍ପନ ଅନୁଭୂତ

ନୂଆଦିଲ୍ଲୀ,୨୭ା୩: ଶୁକ୍ରବାର ସକାଳେ ଲେହ ଲଦାଖରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁଯାୟୀ, ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୩.୯…

ପେଟ୍ରୋଲ-ଡିଜେଲ ଶସ୍ତା କଲେ ସରକାର, ହ୍ରାସ ହେଲା ଉତ୍ପାଦ ଶୁଳ୍କ, ଜାଣନ୍ତୁ ପ୍ରତି ଲିଟର କେତେ…

ନୂଆଦିଲ୍ଲୀ,୨୭ା୩: ଆମେରିକା-ଇରାନ ଯୁଦ୍ଧ ଯୋଗୁ ଦେଶବ୍ୟାପୀ ଇନ୍ଧନ ମୂଲ୍ୟ ବୃଦ୍ଧିର ଆଶଙ୍କାକୁ ଦୃଷ୍ଟିରେ ରଖି ଭାରତ ସରକାର ପେଟ୍ରୋଲ ଏବଂ ଡିଜେଲ ଉଭୟ ଉପରେ ଅତିରିକ୍ତ ଉତ୍ପାଦ…

ସିକ୍ରେଟ କ୍ୟାବିନରେ ଚାଲାଣ ହେଉଥିଲା ୧୮୭ କେଜି ଗଞ୍ଜେଇ, ମାଡ଼ିବସିଲା ସୁବଳୟା ପୋଲିସ

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ପୋଲିସ ଗୁରୁବାର ସୋନପୁର-ବୀରମହାରାଜପୁର ରାସ୍ତାର ଦୁରଦୁରା ନର୍ସରୀ ନିକଟରୁ ଏକ ପିକଅପରେ ଚାଲାଣ ହେଉଥିବା ୧୮୭ କେଜି ଗଞ୍ଜେଇ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ଗାଁଦାଣ୍ଡରେ ଯୁବକଙ୍କୁ ପିଟି ହତ୍ୟା

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ପିତାମହୁଲ ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ହତ୍ୟାର ଶିକାର ହୋଇଛନ୍ତି…

ବଡ଼ବଡ଼ିଆ ଜବରଦଖଲକାରୀଙ୍କ ବଦଳରେ ଗରିବଙ୍କ କୁଡ଼ିଆ ଉଚ୍ଛେଦ, ପ୍ରତିବାଦରେ ତାତିଲେ ଲୋକେ

ବରଗଡ଼,୨୭।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଅଭିଯାନ ଚାଲିଛି। ଏହି କ୍ରମରେ ବୁଲଡୋଜର ପର୍ଯ୍ୟାୟକ୍ରମେ ସହରର ଗୋଟିଏ ସ୍ଥାନରୁ ଅନ୍ୟ ଜବରଦଖଲ ସ୍ଥାନକୁ ମାଡ଼ି ବସିଛି।…

ସୃଜନଶୀଳତାକୁ ପ୍ରାଧାନ୍ୟ

ଖୋର୍ଦ୍ଧାସ୍ଥିତ ଆର୍ଯ୍ୟବର୍ତ୍ତ ଆନ୍‌ସିଏଣ୍ଟ ଏକାଡେମୀ (ଏଏଏ)ର ପ୍ରିନ୍ସିପାଲ ଭାବେ ଡ. ଦୀପ୍ତିମୟୀ ମହାନ୍ତି କାର୍ଯ୍ୟରତ ଥିବାବେଳେ ତାଙ୍କର ଶିକ୍ଷାକ୍ଷେତ୍ରରେ ୩୦ ବର୍ଷର ଅଭିଜ୍ଞତା ରହିଛି। ଅବିରତ ଉତ୍ସାହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri