ଚିନ୍ତାର କାରଣ ପାଲଟିଛି ପ୍ରାକୃତିକ ବିପର୍ଯ୍ୟୟ, ସୁରକ୍ଷା ପାଇଁ କରାଗଲା…

ଦାରିଙ୍ଗବାଡ଼ି,୧୮ା୧୦(ଅରୁଣ ସାହୁ): ସାରା ବିଶ୍ୱରେ ଜଳବାୟୁ ପରିବର୍ତ୍ତନ ଚିନ୍ତାର କାରଣ ପାଲଟିଛି। ତେବେ ଜଳବାୟୁ ପରିବର୍ତ୍ତନ ପାଇଁ ଆବଶ୍ୟକ ବର୍ଷାର ପରିମାଣ କମିବା ଅତ୍ୟଧିକ ଗରମ ଶୀତ ସଠିକ୍‌ ସମୟରେ ନ ହେବା ଭଳି ଅନେକ ପରିବର୍ତ୍ତନ ସହ ବାତ୍ୟା, ବନ୍ୟା ଭଳି ବିପର୍ଯ୍ୟୟ ଲୋକଙ୍କ ଧନଜୀବନ ଉପରେ ଖରାପ ପ୍ରଭାବ ପକାଇଛି। ଅନେକ ସ୍ଥାନରେ ବର୍ଷା ହେବା କ୍ଷଣି ଭୂସ୍ଖଳନ ଭଳି ବିପର୍ଯ୍ୟୟ ଏବେ ଚିନ୍ତାର କାରଣ ସାଜିଛି। ଏବେ ବିପଦ ସମୟରେ କିଭଳି ମୁକାବିଲା କରାଯିବ ବିଶେଷ କରି ଜଳବାୟୁ ପରିବର୍ତ୍ତନ ଯୋଗୁ ଘଟୁଥିବା ବିପର୍ଯ୍ୟୟକୁ ପରିଚାଳନା କରିବା ପାଇଁ ପରିଚାଳନା କମିଟି ଗଠନ କରାଯାଇଛି। ଏହି ଅବସରରେ ଗ୍ରୀନବାଡ଼ି ପଞ୍ଚାୟତ ମିଡ଼ିଆଗୁଟା ଗ୍ରାମର କାକାମାହାପଡ଼ାରେ ଜାଗୃତି ଅନୁଷ୍ଠାନର କାର୍ଯ୍ୟ ସଂଯୋଜକ ଧନେଶ୍ୱର ସାହୁଙ୍କ ଅଧ୍ୟକ୍ଷତାରେ ଅଶ୍ୱିନ ପ୍ରଧାନ ନେତୃତ୍ୱରେ କମିଟି ଗଠନ ହୋଇଥିଲା। ଏହି କମିଟିର ମୁଖ୍ୟ କାର୍ଯ୍ୟ ହେଲା ଗ୍ରାମର ସମ୍ବଳ ଆକଳନ କରାଯିବା ସହ ବିପଦ ସ୍ଥାନ ଚିହ୍ନଟ ସହ ସୁରକ୍ଷିତ ରହିବା ପାଇଁ ଗୃହ ଚିହ୍ନଟ କରିବ ପରିଚାଳନା କମିଟି। ସେହିପରି ଗ୍ରାମକୁ କିଭଳି ବିପର୍ଯ୍ୟୟ ସମୟରେ ସହାୟତା କରିବା ନେଇ ଏହି କମିଟି କାର୍ଯ୍ୟ କରିବ ବୋଲି କୁହାଯାଇଛି।

ସେହିପରି ସମସ୍ତ କମିଟି ଗଠନ କରାଯାଇଥିବା ଅଞ୍ଚଳ ଓ ସମ୍ଭାବିତ ବିପର୍ଯ୍ୟୟ ଅଞ୍ଚଳରେ ୨୦ ବର୍ଷର ଇତିହାସ ଉପରେ ଆଲୋଚନା କରାଯାଉଛି। ବିଗତ ୨୦ ବର୍ଷର ବିପର୍ଯ୍ୟୟ ଓ ପାଣିପାଗ, ଜନସଂଖ୍ୟା, ଗୃହ ସଂଖ୍ୟା ଆଦି ତଥ୍ୟ ସଂଗ୍ରହ କରାଯାଉଛି। ଏହି ତଥ୍ୟକୁ ନେଇ ସମସ୍ତ ଯୋଜନା ପ୍ରସ୍ତୁତ କରାଯାଉଥିବା କୁହାଯାଇଛି। ଏହି ପରିଚାଳନା କମିଟି ଜାଗୃତି ପକ୍ଷରୁ ଦାରିଙ୍ଗବାଡ଼ି ସମେତ କ. ନୂଆଗାଁ ଏବଂ ରାଇକିଆ ବ୍ଲକରେ ମୋଟ୍‌ ୬୫ଟି ଗ୍ରାମରେ କମିଟି ଗଠନ କରାଯାଇଛି ରାଜ୍ୟ ସରକାରଙ୍କ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସହାଭାଗିତାରେ ଜାଗୃତି କାର୍ଯ୍ୟକ୍ରମକୁ ପରିଚାଳନା କରୁଥିବା କୁହାଯାଇଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀଙ୍କ ସ୍କୁଟି ଡିକି ଭାଙ୍ଗି ୧୧୦ ଗ୍ରାମ୍‌ ସୁନା ଅଳଙ୍କାର ଲୁଟ୍‌

ରାୟଗଡ଼ା,୧୮ା୩(ଆଶିଷ ରଞ୍ଜନ ପଣ୍ଡା): କିଛି ଦିନର ନୀରବତା ପରେ ପୁଣି ରାୟଗଡ଼ା ସହରରେ ଆରମ୍ଭ ହୋଇଛି ଚୋରି ଓ ଲୁଟ୍‌। ପୋଲିସ୍‌କୁ ଏକପ୍ରକାର ଖୋଲା ଚ୍ୟାଲେଞ୍ଜ କରିଛନ୍ତି…

ଶେଷରେ ପୁଟିନଙ୍କ ସହ ଡିଲ୍‌ କରିବେ ଟ୍ରମ୍ପ! ଆଗକୁ ଯୁଦ୍ଧରେ ନୂଆ ମୋଡ…

ନୂଆଦିଲ୍ଲୀ,୧୮।୩: ମଧ୍ୟପ୍ରାଚ୍ୟରେ ହର୍ମୁଜକୁ ନେଇ ବୃଦ୍ଧି ପାଉଥିବା ଉତ୍ତେଜନା କେବଳ ତୈଳ ବଜାରକୁ ନୁହେଁ ବରଂ ବିଶ୍ୱ ରାଜନୀତିକୁ ମଧ୍ୟ ଦୋହଲାଇ ଦେଇଛି। ଏହି ସମୟରେ, ନାଟୋ…

କଂଗ୍ରେସକୁ ଶକ୍ତ ଝଟ୍‌କା: ଦଳ ଛାଡ଼ି ଭାଜପାରେ ଯୋଗଦେଲେ ବରିଷ୍ଠ ନେତା

ଗୁଆହାଟୀ,୧୮ା୩:ଆସାମ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ପୁଣି ଶକ୍ତ ଧକ୍କା ଲାଗିଛି। ଦଳୀୟ ନେତା ତଥା ନାଗାଓଁ ଏମ୍‌ପି ପ୍ରଦ୍ୟୁତ୍‌ ବର୍ଦୋଳୋଇ ଭାଜପାରେ ଯୋଗ ଦେଇଛନ୍ତି। ଆସାମ…

ଦିଲୀପଙ୍କ ବିଜୟକୁ ନେଇ ମୁହଁ ଖୋଲିଲେ ସୌମ୍ୟରଞ୍ଜନ: ବିଜେଡି-ଭାଜପା ଭିତିରି ସମ୍ପର୍କକୁ ନେଇ କହିଦେଲେ ଏମିତି

ଭୁବନେଶ୍ୱର,୧୮।୩ (ସୁନିତ୍‌ ମିଶ୍ର):ରାଜ୍ୟ ସଭା ନିର୍ବାଚନରେ ଯେଉଁମାନେ ଦଳ ବିରୋଧରେ ଯାଇ ଭୋଟ ଦେଲେ ଏବଂ ଯେଉଁମାନେ ସେହି ଭୋଟକୁ ପାଇବା ପାଇଁ ଉଦ୍ୟମ କଲେ ସେମାନେ…

ଅଫିସ ଭିତରେ ପଶି ଆର୍‌ଆଇଙ୍କୁ ଆଖିବୁଜା ମାଡ଼ ମାରିଲେ ଯୁବକ, ଘୋଷାଡ଼ି ଘୋଷାଡ଼ି…

ଚାନ୍ଦବାଲି,୧୮ା୩(ଅଶୋକ ପଣ୍ଡା): ସରକାରୀ ଅଫିସ୍‌ ଭିତରେ ପଶି ଅଫିସରଙ୍କୁ ଆଖିବୁଜା ମାଡ଼। ତାହା ପୁଣି ଦିନ ଦ୍ୱିପ୍ରହରରେ ସର୍ବ ସମ୍ମୁଖରେ। ଏମିତି କି ଅଫିସ ଗୃହରୁ ଘୋଷାଡ଼ି…

ଭୟଙ୍କର ହେଲା ବିଶ୍ୱଯୁଦ୍ଧ: ଇରାନର ନ୍ୟୁକ୍ଲିୟର ପ୍ଲାଣ୍ଟରେ ମିସାଇଲ ମାଡ଼! ବିଶ୍ୱରେ ଚହଳ

ତେହରାନ,୧୮।୩: ଇରାନର ପରମାଣୁ କେନ୍ଦ୍ରରେ ମିସାଇଲ ମାଡ଼। ବୁଶେହର ନିକଟରେ ଅବସ୍ଥିତ ଇରାନର ଏକମାତ୍ର ସକ୍ରିୟ ପରମାଣୁ ଶକ୍ତି କେନ୍ଦ୍ର ପାଖରେ ମିସାଇଲ ମାଡ଼ ହୋଇଛି। ଯାହା…

ବିମାନଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଏଣିକି ୬୦% ସିଟ୍‌ ମାଗଣାରେ ବାଛିପାରିବେ

ନୂଆଦିଲ୍ଲୀ,୧୮ା୩: ବିମାନଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି। ବୁଧବାର ବିମାନଯାତ୍ରୀମାନଙ୍କୁ ଲାଭ ଦେବା ପାଇଁ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଏକ ବ୍ୟାପକ ତଥା ନୂଆ ନିୟମ ପ୍ରଚଳନ…

ରୁଷିଆ ପରେ ଭାରତକୁ ତେଲ ପଠାଇଲା ଏହି ମୁସିଲମ ଦେଶ, ଚମକି ପଡିଲେ ଟ୍ରମ୍ପ!

ନୂଆଦିଲ୍‌ଲୀ,୧୮।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ଯୋଗୁଁ ହର୍ମୁଜରେ ସଙ୍କଟ ଆହୁରି ଗଭୀର ହେଉଛି। ଏହି ପରିସ୍ଥିତି ମଧ୍ୟରେ, ଭାରତ ପାଇଁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri