ପ୍ରକୃତି ହେଉଛି ଭଗବାନ: ଯାଦବ ପାୟେଙ୍ଗ

ଭୁବନେଶ୍ୱର,୨୪ା୧୧: ‘ଧରିତ୍ରୀ’ର ୫୦ତମ ଜନ୍ମବାର୍ଷିକୀ ପାଳନ ଅବସରରେ ଜଳବାୟୁ ପରିବର୍ତ୍ତନକୁ ନେଇ ଶୁକ୍ରବାର ରେଳ ସଦନଠାରେ ‘ଧରିତ୍ରୀ’ ପକ୍ଷରୁ ୟୁଥ୍‌ କନ୍‌କ୍ଲେଭ୍‌ ଆରମ୍ଭ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମର ପ୍ରଥମ ଅଧିବେଶନରେ ‘ଫରେଷ୍ଟ ମ୍ୟାନ୍‌ ଅଫ୍‌ ଇଣ୍ଡିଆ’ ବା ଭାରତର ଅରଣ୍ୟ ମାନବ ଭାବେ ପରିଚିତ ଯାଦବ ପାୟେଙ୍ଗ ଯୋଗଦେଇ ପ୍ରକୃତି ଉପରେ ନିଜର ବକ୍ତବ୍ୟ ରଖିଛନ୍ତି। ସେ କହିଛନ୍ତି, ଭଗବାନଙ୍କୁ କେହି ଦେଖିନାହାନ୍ତି, ପ୍ରକୃତି ହେଉଛି ପ୍ରକୃତ ଭଗବାନ। ଏହାର ସୁରକ୍ଷା କରିବା ଜରୁରୀ ଅଟେ। ଏଥିସହିତ ତାଙ୍କର ଜୀବନଯାତ୍ରା ବିଷୟରେ ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଳିକାଣ୍ଡ ଘଟଣାରେ ଡିଆଇଜିଙ୍କ ରାୟଗଡ଼ା ଗସ୍ତ: ସ୍ଥିତି ଉପରେ ଅନୁଧ୍ୟାନ

ଗୁଣପୁର,୧୧।୫( ସୁଜାତା ପାଢ଼ୀ):ରାୟଗଡ଼ା ଗୁଳିକାଣ୍ଡ ଘଟଣା ପରେ ଦକ୍ଷିଣ ପଶ୍ଚିମlଞ୍ଚଳ ଡିଆଇଜି ଡ. କନୱର ବିଶାଲ ସିଂ ସୋମବାର ପହଞ୍ଚି ପରିସ୍ଥିତି ଉପରେ ଅନୁଧ୍ୟାନ କରିଛନ୍ତି। ଅପରାଧୀମାନଙ୍କୁ…

ଦିଗହରା ହେଉଛି ପ୍ଲାଷ୍ଟିକ ମୁକ୍ତ ଅଭିଯାନ: ପୁତ୍ତିମୟ ଗନ୍ଧରେ ଫାଟୁଛି ଡଷ୍ଟବିନ୍‌

ଦାରିଙ୍ଗବାଡି, ୧୧।୫ (ଅରୁଣ ସାହୁ):ଓଡିଶାର ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡି ରାଜ୍ୟ ତଥା ରାଜ୍ୟ ବାହାରେ ପରିଚିତ ଏହାକୁ ବିଶ୍ବସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର କରାଯିବାକୁ ଏବେ ରାଜ୍ୟ ସରକାର…

ଶୁଭେନ୍ଦୁ ସରକାରଙ୍କ ବଡ଼ ନିଷ୍ପତ୍ତି: ମହିଳାଙ୍କୁ ମିଳିବ ୩୦୦୦ ଟଙ୍କା, ମାଗଣା ବସ୍‌ ଯାତ୍ରା

କୋଲକାତା,୧୧।୫: ରାଜ୍ୟ ସରକାରଙ୍କ ଜଣେ ଅଧିକାରୀ ସୋମବାର କହିଛନ୍ତି ଯେ, ବଙ୍ଗଳା ସରକାରଙ୍କ “ଅନ୍ନପୂର୍ଣ୍ଣା ଭଣ୍ଡାର” ଯୋଜନା ଅଧୀନରେ, ଜୁନ ୧ ତାରିଖରୁ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟରେ…

LPG ସବସିଡି ଉପରେ ସରକାରଙ୍କ ବଡ଼ ନିଷ୍ପତ୍ତି, ଏବେ କେବଳ ଏମାନେ ପାଇବେ, ଫୋନରେ ପଠାଯାଉଛି…

ନୂଆଦିଲ୍ଲୀ,୧୧।୫: ଘରୋଇ ଏଲପିଜି ସିଲିଣ୍ଡର ବ୍ୟବହାରକାରୀଙ୍କ ପାଇଁ ଏକ ଖୁସି ଖବର ଅଛି। କେନ୍ଦ୍ର ସରକାର ଏଲପିଜି ଗ୍ରାହକମାନଙ୍କୁ ସବସିଡି ପାଇଁ ଯୋଗ୍ୟତା ସମ୍ପର୍କରେ ଏସଏମଏସ ଆଲର୍ଟ…

ନାବାଳିକା ବଧୂଙ୍କୁ ମାରିଦେଲେ ଶାଶୁଘର ଲୋକେ! ସ୍ବାମୀ-ଶ୍ୱଶୁର ଅଟକ

ନନ୍ଦପୁର, ୧୧/୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଖିର୍ଜୀ ପଞ୍ଚାୟତର ନନ୍ଦୀଗାଁ ଗ୍ରାମରେ ଜଣେ ୧୭ ବର୍ଷୀୟା ନାବାଳିକା ବଧୂର ମୃତ୍ୟୁକୁ ନେଇ ଉତ୍ତେଜନା…

ଭିଟାମାଟିକୁ ଫେରୁଥିଲେ ଦାଦନ ଶ୍ରମିକ: ବାଟରେ ହେଲା ମୃତ୍ୟୁ, ତଦନ୍ତ ଆରମ୍ଭ

ବଲାଙ୍ଗିର,୧୧।୫( ସୁନିଲ କୁମାର ମହାନ୍ତି): ଖପ୍ରାଖୋଲ ବ୍ଲକରୁ ଏକ ପରିବାର ନିଜ ସ୍ତ୍ରୀ ଛୁଆ ପିଲା ସହ ରାଜ୍ୟ ବାହାରକୁ ଦାଦନ ଖଟିବାକୁ ଯାଇଥିଲେ। ରାଜ୍ୟ ବାହାରେ…

ବାଲି ଚୋରା ଚାଲାଣବେଳେ ମାଡ଼ିବସିଲେ ତହସିଲଦାର: ଆଉ ତା’ପରେ…

ଦିଗପହଣ୍ଡି,୧୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବାହୁଦା ନଦୀରୁ ବେଆଇନ ଭାବେ ବାଲି ଚୋରା ଚାଲାଣ ଅଭିଯୋଗ ହୋଇଆସୁଛି। ସୋମବାର ପୂର୍ବାହ୍ନରେ ଦିଗପହଣ୍ଡି ତହସିଲଦାର ତଥା ଏକଜିକ୍ୟୁଟିଭ…

ରାଜକିଶୋରଙ୍କ ପରିବାରକୁ ସହାୟତାର ହାତ ବଢାଇଲା ଗଣଶିକ୍ଷକ ସଂଘ

ଦାରିଙ୍ଗବାଡି,୧୧।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଣଶିକ୍ଷକ ସଂଘ ପକ୍ଷରୁ ସାଥି ଶିକ୍ଷକଙ୍କ ଦେହାନ୍ତ ପରେ ସହାୟତାର ହାତ ବଢ଼ାଇଲା ସାଙ୍ଗ ଏଭଳି ଘଟଣାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri