Posted inଜାତୀୟ

ଭାରତୀୟ ରାଜନୀତିର ନଟଓ୍ବରଲାଲ ଲାଲୁ-ରାହୁଲଙ୍କୁ ଅନୁସରଣ କରୁଛନ୍ତି: କେଜରିଓ୍ବାଲଙ୍କୁ ନେଇ ଭାଜପାର କଟାକ୍ଷ…

ନୂଆଦିଲ୍ଲୀ,୧୩।୪ : ଭାରତୀୟ ରାଜନୀତିରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ନଟଓ୍ବରଲାଲ ସାଜିଛନ୍ତି। ସେ ଲାଲୁ ପ୍ରସାଦ ଯାଦବ ଏବଂ ରାହୁଲ ଗାନ୍ଧୀଙ୍କୁ ଅନୁସରଣ କରୁଥିବା ନେଇ ଭାଜପା ଜାତୀୟ ପ୍ରବକ୍ତା ଶେହଜାଦ ପୁନାଓ୍ବାଲା କଟାକ୍ଷ କରିଛନ୍ତି। ନିଜ ଆଦର୍ଶରୁ ହଟି କେଜରିଓ୍ବାଲ ବିବହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବଙ୍କୁ ଭେଟିଛନ୍ତି।

ନିଜ ରାଜନୈତିକ ଜୀବନରେ କେଜରିଓ୍ବାଲ ସର୍ବାଧିକ ୟୁ-ଟର୍ନ କରିଥିବାବେଳେ ପୂର୍ବରୁ ଆନା ହଜାରେଙ୍କ ଆଦର୍ଶ ଆପେଣଇ ପରେ ପୁଣି ସେଥିରୁ ହଟି ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଇବି ଅଧିକାରୀ ଅଙ୍କିତ ଶର୍ମା ହତ୍ୟା ମାମଲାର ରାୟ ପ୍ରକାଶ, ତାହିର ହୁସେନଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୩୧।୭: ଫେବୃଆରୀ ୨୦୨୦ରେ ଦିଲ୍ଲୀ ଦଙ୍ଗା ସମୟରେ ଆଇବି ଅଧିକାରୀ ଅଙ୍କିତ ଶର୍ମାଙ୍କ ହତ୍ୟା ପାଇଁ କରକାରଡୁମା କୋର୍ଟ ପୂର୍ବତନ ଏଏପି କାଉନସିଲର ତାହିର ହୁସେନଙ୍କ ସମେତ…

କେନ୍ଦ୍ର କ୍ୟାବିନେଟର ବଡ଼ ନିଷ୍ପତ୍ତି: ପିଏମ କିଷାନ ହିତାଧିକାରୀଙ୍କ ପାଇଁ ଖୁସିଖବର, ବଢିଲା…

ନୂଆଦିଲ୍ଲୀ,୩୧।୭: କେନ୍ଦ୍ର କ୍ୟାବିନେଟର ବଡ଼ ନିଷ୍ପତ୍ତି। ଆଉ ୫ ବର୍ଷ ବଢିଲା ପିଏମ କିଷାନ ଯୋଜନା। ୨୦୩୦-୩୧ ଯାଏ ପିଏମ କିଷାନ ଯୋଜନା ବଢିଛି। ଏନେଇ କେନ୍ଦ୍ର…

ବାଜା ବଜାଇ ବିଦାୟୀ ଶିକ୍ଷକଙ୍କୁ ଗ୍ରାମ ପରିକ୍ରମା କଲେ ଗ୍ରାମବାସୀ, ପ୍ରଶଂସାରେ ପୋତି ପକାଇଲେ…

କର୍ଲାମୁଣ୍ଡା,୩୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସ.ମାଲପଡ଼ା ପଞ୍ଚାୟତ ସର୍ଗୁଲସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ସୁଦର୍ଶନ ସାହୁ ଶୁକ୍ରବାର ଚାକିରିରୁ…

ଦୁଃଖଦ ଖବର: ଦଳରେ ସ୍ଥାନ ନପାଇବାରୁ ୧୭ ବର୍ଷୀୟ କ୍ରିକେଟର କଲେ ଆତ୍ମହତ୍ୟା

ମୁମ୍ବାଇ,୩୧।୭: ମହାରାଷ୍ଟ୍ରର ନାଗପୁରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ ରିଜିଓନାଲ କ୍ରିକେଟ ଆସୋସିଏଶନରେ ମନୋନୀତ ନହେବାରୁ ଜଣେ ୧୭ ବର୍ଷୀୟା ଝିଅ(କ୍ରିକେଟର) ନିରାଶ ହୋଇ…

‘ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ଦାବି’: ସଂସଦରେ ହଟ୍ଟଗୋଳ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦି ଡାକିଲେ କ୍ୟାବିନେଟ ବୈଠକ

ନୂଆଦିଲ୍ଲୀ,୩୧।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟର ଏକ ବୈଠକ ଶୁକ୍ରବାର (ଜୁଲାଇ 31, 2026) ସଂସଦ ଭବନରେ ଅନୁଷ୍ଠିତ ହୋଇଥିଲା। ଲୋକ ସଭା ଏବଂ…

ସରକାରୀ ଆଇଟିଆଇ ପ୍ରିନ୍ସିପାଲଙ୍କ ଯୌନ ନିର୍ଯାତନା ଘଟଣା: ୧୦୦ ଦିନ ପରେ ବି ଅଭିଯୁକ୍ତଙ୍କ ଟେର୍‌ ପାଉନି ପୋଲିସ, କାହା ଚାପରେ…

ଦେବଗଡ଼,୩୧ା୭(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ସରକାରୀ ଆଇଟିଆଇରେ ପଢୁଥିବା ଶିଶୁ ଗୃହ ସପୋର୍ଟର ଜଣେ ନାବାଳିକା ଆଇଟିଆଇର ପ୍ରିନ୍ସିପାଲ ରତିକାନ୍ତ ପରିଡ଼ାଙ୍କ ବିରୋଧରେ ଗତ ୧୭ ଏପ୍ରିଲରେ…

ଫିଟନେସ ପରୀକ୍ଷାରେ ପାସ କଲେ ଜସପ୍ରିତ ବୁମରାହ; ଜାଣନ୍ତୁ କେଉଁ ସିରିଜରେ ଖେଳିବେ

ନୂଆଦିଲ୍ଲୀ,୩୧।୭: ଭାରତର ପ୍ରସିଦ୍ଧ ଦ୍ରୁତ ବୋଲର ଜସପ୍ରିତ ବୁମରାହ ତାଙ୍କ ଫିଟନେସ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଏହା ଭାରତୀୟ ଦଳ ଏବଂ ଏହାର ପ୍ରଶଂସକମାନଙ୍କ ପାଇଁ ଏକ…

ଭାରତ ଆସୁଛନ୍ତି ଜିନ୍‌ପିଙ୍ଗ୍, ନୂଆଦିଲ୍ଲୀରୁ ବେଜିଂ ହଲଚଲ

ନୂଆଦିଲ୍ଲୀ,୩୧।୭: ଚାଇନା ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ୍ ସେପ୍ଟେମ୍ବର ମାସରେ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ଭାରତ ଆସିବାର ସମ୍ଭାବନା ରହିଛି। ୨୦୨୦ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri